ଆମ ଜିଲା ଖବର

ଭାଙ୍ଗିଲା ଗଛ, ଉଡ଼ିଲା ଛପର

ବାଲିଆପାଳ, ୨୯।୩(ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ସୋମବାର ବାଲିଆପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ତୋଫାନ ସାଙ୍ଗକୁ କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବାସନ୍ତୀ ପୂଜା ପାଇଁ ବନ୍ଧାଯାଇଥିବା ଟେଣ୍ଟ ସହିତ ବାଲିଆପାଳ ନେତାଜୀ ଷ୍ଟାଡ଼ିୟମରେ...

ଶିକାରୀଙ୍କ ଟେର୍‌ ପାଉନି ବନବିଭାଗ

ନୀଳଗିରି, ୨୯।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ୧୦୦ରୁ ଊଦ୍ଧର୍‌ବ ହାତୀ ରହୁଥିବା କୁଲଡ଼ିହା ଅଭୟାରଣ୍ୟ ଦିନେ ହାତୀ ପାଇଁ ସ୍ବତନ୍ତ୍ର ପରିଚୟ ପାଇଥିବା ବେଳେ ଏବେ ହାତୀ ପାଇଁ ବିପଦ ସାଜିଛି। ଗତ ୧୪ମାସ ମଧ୍ୟରେ କ୍ରମାଗତ ଭାବେ...

ହଷ୍ଟେଲରୁ ଇଞ୍ଜିନିୟରିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

କୋରେଇ/ରଗଡ଼ି,୨୯ା୩(ଡି.ଏନ.ଏ.): ମନରେ ଭରି ରହିଥିଲା ଅମାପ ସ୍ବପ୍ନ। ଜଣେ ଭଲ ଇଞ୍ଜିନିୟର ହୋଇ ପରିବାରର ଆର୍ଥିକ ଅନଟନକୁ ଦୂର କରିବେ ବୋଲି ସେ ବହୁ ଆଶା ବାନ୍ଧିଥିଲେ ା ସେଥିପାଇଁ ସେ ମନପ୍ରାଣ ଦେଇ ଇଲେକ୍ଟ୍ରିକାଲ ଡିପ୍ଲୋମାରେ ଶିକ୍ଷା ଲାଭ...

ମଧ୍ୟାହ୍ନଭୋଜନ ଖାଉନାହାନ୍ତି ଛାତ୍ରୀଛାତ୍ର

ରଘୁନାଥପୁର,୨୯ା୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ଉନ୍ନତି ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଏଠାରେ ମାଗଣାରେ ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ପାଠପଢା ବହି ଓ ରହିବା ଖାଇବାର ବ୍ୟବସ୍ଥା କରାଯାଇଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ...

ମଧ୍ୟାହ୍ନଭୋଜନ ବାକିରେ ଚାଲିଛି

ରାଜନଗର,୨୯ା୩(ଡି.ଏନ.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ବିଦ୍ୟାଳୟରେ ପାଠ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ସରକାର ମଧ୍ୟାହ୍ନଭୋଜନ ଯୋଗାଇ ଦେଉଛନ୍ତି। ସରକାର ବିଦ୍ୟାଳୟ ପଏଣ୍ଟରେ ଚାଉଳ ପହଞ୍ଚାଇ ଦେଉଥିବା ବେଳେ ଦାୟିତ୍ୱରେ ଥିବା ଶିକ୍ଷକ ସ୍ଥାନୀୟ ବଜାରରୁ ଅଣ୍ଡା, ଡାଲି, ପରିବା,...

୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା/ଖଇରପୁଟ,୨୯ା୩ (ଡି.ଏନ୍‌.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ମଙ୍ଗଳବାର ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ...

ପ୍ରଥମ ଦିନରେ ଧରାହେଲେ ୮୪ ନାବାଳକ

କଟକ ଅଫିସ୍‌,୨୯ା୩: ରାଜ୍ୟରେ ଦୁର୍ଘଟଣା ରୋକିବାକୁ ମଙ୍ଗଳବାରଠାରୁ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହୋଇଛି। ପରିବହନ ବିଭାଗର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଏବଂ ପୋଲିସର ମିଳିତ ସହଯୋଗରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଇ ପ୍ରଥମ ଦିନରେ ୮୪ଜଣ ନାବାଳକ ଚାଳକ ଧରାପଡ଼ିଛନ୍ତି।...

ମାଟି ଅତଡ଼ା ଧସି ୨ ମୃତ, ୨ ଗୁରୁତର

କୋରାପୁଟ/ନନ୍ଦପୁର,୨୯ା୩ (ସ୍ବ.ପ୍ର): ଘର ଲିପାପୋଛା ପାଇଁ ଆବଶ୍ୟକ ମାଟି ସଂଗ୍ରହ କରୁଥିବା ୪ ମହିଳାଙ୍କ ଉପରେ ଅତଡ଼ା ଧସିଯାଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି। କୋରାପୁଟ ଜିଲା ନନ୍ଦପୁର ଥାନା ହିକମପୁଟ ନିକଟ ଲେଞ୍ଜିପୁଟ ନାଳ...

ପୁରୀରେ ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ପୁରୀ ଅଫିସ,୨୯ା୩: ପୁରୀ ରେଳ ଷ୍ଟେଶନ ନିକଟରେ ସୋମବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନଟି ସଂଟିଙ୍ଗ କରୁଥିବା ସମୟରେ ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୦ରେ ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନ ନଂ....

୫ରେ ବାସୁଦେବପୁର ବ୍ଲକ ଅଫିସ ଘେରିବେ ଗାଁସାଥୀ

ଭଦ୍ରକ ଅଫିସ,୨୮।୩- ଗାଁସାଥୀ (ମେଟ୍‌) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର ଭଦ୍ରକ ଜିଲା ଶାଖା ପକ୍ଷରୁ ସ୍ଥାନୀୟ ସୀତାରାମ କଲ୍ୟାଣ ମଣ୍ଡପଠାରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି।ଗଁା ସାଥୀ ସଙ୍ଗଠକ ମନୋଜ ପାଢ଼ୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ଅକ୍ଟୋବର ସୁଦ୍ଧା ସରିବ କାର୍ଯ୍ୟ

ଧାମନଗର,୨୮।୩ (ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ସାମିଲ ହେଇଥିବା ଭଦ୍ରକ ଜିଲାର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମଙ୍ଗଳବାର ପୂର୍ବାହ୍ନରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ପରିଦର୍ଶନ କରିଛନ୍ତି। ଡାକ୍ତରଖାନା...

ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ

ରୂପସା, ୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗୁତୁଡ଼ିହା ଗ୍ରାମର ଏକ ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ସୋମବାର ରାତିରେ ସୁମନ୍ତ ମଲ୍ଲିକଙ୍କ ବାସଭବନରେ ବିଦ୍ୟୁତ ସର୍ଟ ସର୍କିଟ୍‌ରୁ ନିଆଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri