ଆମ ଜିଲା ଖବର

ଘୋଷଣାରେ ସୀମିତ ବାଲ୍ୟ ବିବାହମୁକ୍ତ ଗଞ୍ଜାମ

ଛତ୍ରପୁର,୨୭ା୩(ଡି.ଏନ୍‌.ଏ):ଗଞ୍ଜାମକୁ ବାଲ୍ୟବିବାହମୁକ୍ତ ଜିଲା ଭାବେ ୨୦୨୨ ଜାନୁଆରୀ ୩ରେ ଘୋଷଣା କରାଯାଇଥିଲା। ରାଜ୍ୟରେ ଏପରି ଘୋଷଣା ପ୍ରଥମ ବୋଲି ସେତେବେଳେ ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତେବେ ବାସ୍ତବରେ ଏହା ଘୋଷଣାରେ ସୀମିତ ରହିଛି। କାରଣ ଏବେବି ଜିଲାର ବିଭିନ୍ନ ସ୍ଥାନରେ...

ଏମ୍‌କେସିଜିରେ ବାୟୋମେଟ୍ରିକ୍ସ ଉପସ୍ଥାନ ବାଧ୍ୟତାମୂଳକ

ବ୍ରହ୍ମପୁର ଅଫିସ,୨୭ା୩:ରାଜ୍ୟ ରାଜ୍ୟ ସରକାର ପ୍ରତ୍ୟେକ ସରକାରୀ ଡାକ୍ତରଖାନାରେ ବାୟୋମେଟ୍ରିକ୍‌ ଉପସ୍ଥାନକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଡାକ୍ତର କେଉଁ ସମୟରେ ଆସୁଛନ୍ତି ଏବଂ କେତେବେଳେ ଯାଉଛନ୍ତି ତା’ର ଠିକ୍‌ ରେକର୍ଡ ରଖାଯାଇପାରିବ ବୋଲି ଆଶା କରାଯାଉଛି। ବ୍ରହ୍ମପୁର...

ଶବଦାହ କରିବାକୁ ଯାଇ ପାଲଟିଗଲେ ଶବ

ରୂପସା, ୨୭।୩(ଡି.ଏନ.ଏ.):ଶବଦାହ କରିବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ବ୍ଲକ ରୂପସା ଥାନା ଅଞ୍ଚଳରେ। ମୃତ ଯୁବକ ହେଲେ କସିପଦା ପଞ୍ଚାୟତ ଅଧୀନ ହାତିଆଡ଼ିହା ଗ୍ରାମର ଶ୍ରୀକାନ୍ତ...

ନିର୍ମାଣ ହୋଇପାରୁନି ମଡେଲ ଭେଣ୍ଡିଂ ଜୋନ୍‌

କଟକ ଅଫିସ,୨୭ା୩: ସହରରେ ବିସ୍ଥାପିତ ୧୨୦୦ ଉଠାଦୋକାନୀଙ୍କୁ ଥଇଥାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ଯୋଜନାରେ ମଡେଲ୍‌ ଭେଣ୍ଡିଂଜୋନ୍‌ ନିର୍ମାଣ କରିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଯାଇଥିଲା। ସହରରେ ରାସ୍ତା ପାର୍ଶ୍ୱରେ ବସି ବିକ୍ରି କରୁଥିବା...

ଆଦିବାସୀ ମହିଳାଙ୍କ ନାଁରେ ବ୍ୟାଙ୍କ ଋଣ ଟଙ୍କା ଆତ୍ମସାତ୍‌

ଯୋଡ଼ା,୨୭ା୩(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ କୋଲହୋ ହୁଣ୍ଡୁଳା ଗ୍ରାମର କେତେଜଣ ଆଦିବାସୀ ମହିଳାଙ୍କ ନାମରେ ଜନୈକ ମହିଳା ବ୍ୟାଙ୍କରୁ ଋଣ କରି ଟଙ୍କା ଆତ୍ମସାତ କରିଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ନୋଟିସ୍‌ ପରେ ଆଦିବାସୀ ମହିଳାମାନେ...

ଭାରିଯାନ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

କେନ୍ଦୁଝର,୨୭ା୩(ସ୍ବ.ପ୍ର.):କେନ୍ଦୁଝର ସହରର ମୁଖ୍ୟ ରାସ୍ତାରୁ ଅଜନ୍ତା ଲଜ୍‌ ଗଳିକୁ ସଂଯୋଗ କରୁଥିବା ରାସ୍ତାରେ ଟ୍ରାଫିକ ସମସ୍ୟା ଉକତ୍ଟ ରୂପ ଧାରଣ କରିଛି। ଅଞ୍ଚଳରେ ରାତି ୧୦ଟାରୁ ସକାଳ ୮ଟା ପର୍ଯ୍ୟନ୍ତ ମାଲ ବୋଝେଇ ଗାଡି ଅନଲୋଡିଂ କରିବାକୁ ପୋଲିସ ଓ...

ଦିଲ୍ଲୀ ବିଚାରବିଭାଗ ସେବା ପରୀକ୍ଷାରେ ପ୍ରଥମ

କେନ୍ଦୁଝର,୨୭ା୩(ସ୍ବ.ପ୍ର.):ଦେଶର ରାଜଧାନୀ ନୂଆଦିଲ୍ଲୀରେ କେନ୍ଦୁଝର ଜିଲାର ଆଦିବାସୀ ଝିଅ କୃତିତ୍ୱ ଅର୍ଜନ କରିଛନ୍ତି। କେନ୍ଦୁଝର ଜିଲା ସଦର ବ୍ଲକ୍‌ର ରାଜବନ୍ଧ ଗ୍ରାମର ଝିଅ ତୁହିନା ମାର୍ଡି ଦିଲ୍ଲୀ ଜୁଡିସିଆଲ ସର୍ଭିସ (ଡିଜେଏସ) ପରୀକ୍ଷାରେ ଅନୁସୂଚିତ ଜାତି ବର୍ଗରେ ପ୍ରଥମ ସ୍ଥାନ...

ପାଣିକୁ ଆୟୁଧ କରି ଆନ୍ଧ୍ରର ଅନୁପ୍ରବେଶ ଉଦ୍ୟମ

ନନ୍ଦପୁର,୨୭ା୩ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ପରେ ନନ୍ଦପୁର ବ୍ଲକ ଉପରେ ଏବେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ଏଠାରେ ପାଣିକୁ ଆୟୁଧ କରି ଆନ୍ଧ୍ର ଉକ୍ତ ବ୍ଲକରେ ଅନୁପ୍ରବେଶ ଉଦ୍ୟମ ଚଳାଇଛି। କିଛିଦିନ ତଳେ ବ୍ଲକର...

ବାଲେଶ୍ୱରରେ ଅଜଣା ପୋକ ଆତଙ୍କ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅଧୀନ ଜମ୍ବେଶ୍ୱରପୁର ବଡ଼ଖୁଆଆଡ଼ି ହରିଜନ ସାହିରେ ହଜାର ହଜାର ଅଜଣା (କଳା ଓ ନାଲି ରଙ୍ଗର) ପୋକ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପୋକଗୁଡ଼ିକ ଘର ଭିତରେ ପଶି...

ଝାରସୁଗୁଡ଼ା ସହରରେ ହାତୀପଲ

ବ୍ରଜରାଜନଗର,୨୭।୩ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ପରେ ଶନିବାର ରାତିରେ ଝାରସୁଗୁଡ଼ା ସହରରେ ପଶିଥିଲେ ହାତୀପଲ। ସହରରେ ହାତୀ ପ୍ରବେଶ କରିବା ଜାଣିବା ପରେ ଲୋକମାନେ ରାତ୍ରି ସାରା ଆତଙ୍କିତ ଅବସ୍ଥାରେ ଥିଲେ। ବନ କର୍ମଚାରୀ, ପୋଲିସ ପ୍ରଶାସନ ଓ...

ଜଳାଶୟ ଜମିରେ ଶପିଂ ମଲ୍‌ ନିର୍ମାଣ

ଯାଜପୁର ଅଫିସ,୨୭ା୩: ଯାଜପୁର ସହରର ୟୁନିଟ-୮ ଯଯାତିନଗରର ପ୍ଲଟ ନମ୍ବର ୬୬୭, ଖାତା ନମ୍ବର ୬୩୬/୫୦୩ରେ ଥିବା ଏକ ଜଳାଶୟ କିସମ ଜମିକୁ ପୋତି ଶପିଂ ମଲ୍‌ ନିର୍ମାଣ ହେଉଛି। ଏହିମର୍ମରେ ରାଜ୍ୟ ସରକାର ଏବଂ ଜବରଦଖଲକାରୀଙ୍କ ବିରୋଧରେ ସ୍ଥାନୀୟ...

ପାନୀୟ ଜଳ ପାଇଁ ରାତିରୁ ଲମ୍ବାଧାଡ଼ି

ପଟ୍ଟାମୁଣ୍ଡାଇ,୨୭ା୩(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂର ଲାଗି ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଏଥିଲାଗି ସରକାରୀ ତହବିଲରୁ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ସନଜରିଆ ପଞ୍ଚାୟତ ମଙ୍ଗରାଜପୁର ଗ୍ରାମରେ ଏହାର ବ୍ୟତିକ୍ରମ ଦେଖିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri