ଆମ ଜିଲା ଖବର

ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ୨ ମହିଳାଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଛନ୍ତି। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଉଭୟ ଏମ୍‌କେସିଜିରେ ଚିକିତ୍ସାଧୀନ ଥିବା ବେଳେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ...

ଦୁର୍ଗମ କୁଟଲାରିରେ ଗାଁରେ ନାହିଁ ମୌଳିକ ସୁବିଧା: ରାଜ ରାସ୍ତାକୁ ଓହ୍ଲାଇବାକୁ ଚେତାବନୀଦେଲେ…

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ବିଏସ୍‌ଏନଏ୍‌ଲର ଅଜବ ନୀତି ଦୀର୍ଘ ଦିନ ହେଲା ମୋବାଇଲ ଟାୱାର ଠିଆ କରାଯିବା ସହ ସରଞ୍ଜାମ, ଯନ୍ତ୍ରପାତି ଖଞ୍ଜା ସରିଲାଣି ବିଦ୍ୟୁତ ପାଇଁ ସୋଲାର ପାନେଲ ମଧ୍ୟ ଲଗାଯାଇଛି। ହେଲେ କାହିଁକି ନେଟୱର୍କ କାର୍ଯ୍ୟକ୍ଷମ କରିବାରେ ବିଳମ୍ବ...

ଟୋକନ ବଣ୍ଟନକୁ ନେଇ ଦୁଇ ଟ୍ରକ ମାଲିକ ସଂଘ ମୁହାଁମୁହିଁ, ଘଟଣାସ୍ଥଳରେ ଉତ୍ତେଜନା: ପୋଲିସ ଫୋର୍ସ ମୁତୟନ

କେନ୍ଦୁଝର,୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଦୈତାରୀ ଲୁହାପଥର ଖଣିରେ ଲୋଡିଂ ଟୋକନ ବଣ୍ଟନକୁ ନେଇ ଦୁଇ ଟ୍ରକ ମାଲିକ ସଂଘ ମୁହାଁମୁହିଁ ହୋଇଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅତିରିକ୍ତ...

୨ବର୍ଷ ହେଲା ସୋଲାର ଜଳ ପ୍ରକଳ୍ପ ଅଚଳ: ଅସୁବିଧାରେ ୭୫ ପରିବାର

ଥୁଆମୂଳ ରାମପୁର, ୪।୧୧(ଦୁର୍ଗା କୀର୍ତ୍ତି): ଦୀର୍ଘ ଦୁଇ ବର୍ଷ ହେବ ଅଚଳ ହୋଇପଡିଛି ସୋଲାର ଜଳ ଅମଳ ପ୍ରକଳ୍ପ। ବର୍ତ୍ତମାନ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସୋଲାର ପ୍ରକଳ୍ପରୁ ପାଣି ପାଉଥିବା ଗ୍ରାମବାସୀ। ଏମିତି ଏକ ପ୍ରକଳ୍ପ ଦେଖିବାକୁ...

ସଞ୍ଜ ହେଲେ ଚାଷ ଜମିରେ ବାର୍‌ହା ପଲ

ପାରଳାଖେମୁଣ୍ଡି,୪ା୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅଧୀନ ଜଙ୍ଗଲପାଡୁ, ଉତ୍ତରସେଲି, ବଡନିଳାପୁର, ଗୁରାଣ୍ଡି, ଇଂଲିଶପେଣ୍ଠ, ଗୁରାଣ୍ଡି, ମହାଦେଈପୁର, ଗୋଲା ଗାଁ ଆଦି ଅଞ୍ଚଳରେ ଦିନକୁ ଦିନ ବାରହା ଉପଦ୍ରବ ବଢିବାରେ ଲାଗିଛି। ସଞ୍ଜ ହେଲେ ବାରହା ପଲ ଚାଷ...

ଆମ୍ବ ଟାକୁଆ ଖାଇ ମୃତ୍ୟୁବରଣ କରିଥିବା ପରିବାକୁ ସହାୟତାର ହାତ ବଢାଇଲେ ପ୍ରତାପ

ଦାରିଙ୍ଗବାଡି, ୪।୧୧ (ଅରୁଣ ସାହୁ): କଂଗ୍ରେସ ନେତା ତଥା ସମାଜସେବୀ ପ୍ରତାପ ପ୍ରଧାନ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚିଛନ୍ତି। ସେଠାରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ରହିଥିବା ପରିବାର ଲୋକଙ୍କୁ ଭେଟି...

ଟେବୁଲ ଟେନିସ୍‌: ଜାତୀୟସ୍ତରକୁ ମନୋନୀତ ହେଲେ ଅଭିଷେକ

ପଟ୍ଟାଙ୍ଗି,୪।୧୧(ଶରତ ଧଳ): ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଖେଳ ଶିକ୍ଷକଙ୍କ ମାର୍ଗଦର୍ଶନ ଯୋଗୁ ବ୍ଲକରୁ ଜିଲା ଏବଂ ପୁଣି ଏବେ ଜାତୀୟସ୍ତରରେ ପହଞ୍ଚିବା ସମ୍ଭବ ହୋଇପାରିଛି ବୋଲି ଜିଲାସ୍ତରୀୟ ଟେବୁଲ ଟେନିସ ଖେଳରେ ଭାଗ ନେଇ...

ବିଜେଡିର ଜନ ସମ୍ପର୍କ ପଦ ଯାତ୍ରା: ପ୍ରବଳ ଜନସମାଗମ

ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାର ପଡ଼ା ବ୍ଲକ ରେ ସୋମବାର ବିଜେଡିର ଜନ ସମ୍ପର୍କ ପଦ ଯାତ୍ରା ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଛି। ପଦ ଯାତ୍ରା ବାଇକଳା...

ଜିଲାପାଳଙ୍କ ସୂଚନା: ମାଣ୍ଡିପଙ୍କାରେ ହେବ ସାଧାରଣ ବଣ୍ଟନ ସାମଗ୍ରୀ ଉପକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ୍‌ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ଘଟଣାକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ତେବେ ଏହି ସ୍ଥିତିରେ ଏବେ ସୁଧାର ଆସିଛି।...

ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ମାଡ଼ି ବସିଲା ଭିଜିଲାନ୍ସ

ଫୁଲବାଣୀ,୪।୧୧(ରାକେଶ କୁମାର ରାଉତ): ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଫିରିଙ୍ଗିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ପାଢୀ। ବିଲ୍‌ କରାଇ ଦେବା ପାଇଁ ଜଣେ ଠିକାଦାରଙ୍କ ନିକଟରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା...

ପ୍ରାଣ ତ୍ୟାଗ କଲା ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ‘ଯଶୋଦା’

ବାରିପଦା,୪ା୧୧: ଚନ୍ଦକା ସ୍ଥାନାନ୍ତର ହେବା ପରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ତାଲିମପ୍ରାପ୍ତ ହାତୀ ‘ଯଶୋଦା’ ସୋମବାର ସକାଳେ ଓଡ଼ିଶାର ମୟୂରଭଞ୍ଜ ଜିଲାର ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କରିଛି। ଜେନାବିଲ ଜଙ୍ଗଲ ପରିସରରେ ଚିକିତ୍ସିତ ଅବସ୍ଥାରେ ପ୍ରାୟ ୬୦...

କେନ୍ଦୁଝରରେ ବିଜେଡିକୁ ଝଟକା: ଭାଜପାରେ ଯୋଗଦେଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା

ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରିନା ନାୟକ ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଅଧ୍ୟକ୍ଷା ନାୟକ ଆନୁଷ୍ଠାନିକ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri