ଆମ ଜିଲା ଖବର

ସମ୍ପର୍କ ସୃଷ୍ଟି କରୁଛି ଖବରକାଗଜ

ଖୋର୍ଦ୍ଧା ଅଫିସ,୧୬ା୩: ଖୋର୍ଦ୍ଧା ଗୁରୁଜଙ୍ଗର ଗଣେଶ ପାଟଶାଣୀ। ବୟସ ୬୫ ଟପିଲାଣି। ତେବେ ଏ ବୟସରେ ବି ସେ ବେଶ ଚଳଚଞ୍ଚଳ। ଦୀର୍ଘ ୨୮ବର୍ଷ ଧରି ଖୋର୍ଦ୍ଧା ସହରରେ ଖବରକାଗଜ ବିତରଣ କରୁଛନ୍ତି। ସକାଳ ପାଇଲେ ପେପର ପଏଣ୍ଟରେ ପହଞ୍ଚି...

ଦୁର୍ବିସହ ହୋଇପଡ଼ୁଛି ଯନ୍ତ୍ରଣାସିକ୍ତ ଜୀବନ

ଖୋର୍ଦ୍ଧା ଅଫିସ,୧୬ା୩: ଦିନେ ତାଙ୍କ ପରିବାରରେ ହସଖୁସି ଥିଲା। ଝିଅ ଓ ପୁଅଙ୍କୁ ପାଠ ପଢାଇ ସେ ବଡ଼ ମଣିଷ କରିବେ ବୋଲି ସ୍ବପ୍ନ ଦେଖିଥିଲେ। ହେଲେ ଆଜି ସବୁ ସ୍ବପ୍ନ ଏକପ୍ରକାର ଉଜୁଡ଼ିଯାଇଛି। ଯନ୍ତ୍ରଣାସିକ୍ତ ଜୀବନ ତାଙ୍କ ପାଇଁ...

ବନାଗ୍ନି ଚିନ୍ତା: ଜିଲାରେ ୨୩ ହଟ୍‌ସ୍ପଟ୍‌ ଚିହ୍ନଟ

ଢେଙ୍କାନାଳ ଅଫିସ,୧୬।୩: ବନାଗ୍ନି କବଳରୁ ଜୈବ ବିବିଧତାକୁ ସୁରକ୍ଷା ଦେବାକୁ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ...

ଚିତ୍ରକୋଣ୍ଡାରେ କୁଆପଥର ବର୍ଷା

ଚିତ୍ରକୋଣ୍ଡା,୧୬ା୩(ଡି.ଏନ୍‌.ଏ.): ଚୈତ୍ର ଆରମ୍ଭରୁ ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ କିଛି ଦିନ ଧରି ଖରାର ପ୍ରକୋପ ଦେଖିବାକୁ ମିଳିଥିବା ବେଳେ ଗୁରୁବାର  ଅଦିନିଆ ବର୍ଷା ସହ କୁଆପଥର ମାଡ଼ ହୋଇଛି। ବର୍ଷା ସାଙ୍ଗକୁ ଦୀର୍ଘ ସମୟ ଧରି ଘଡ଼ଘଡ଼ି ମାରିଛି। ୪୫...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଲେକ ଭିୟୁ ପାର୍କ, ବୋଟିଂ

ଛତ୍ରପୁର, ୧୫ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ବିଶ୍ୱବିଦିତ ହୋଇଛି। ରାମସାରର ଅର୍ନ୍ତଜାତୀୟ ୱେଟଲ୍ୟାଣ୍ଡ (ଆର୍ଦ୍ରଭୂମି) ସାଇଟ୍‌ର ମାନ୍ୟତା ତାମ୍ପରା ହ୍ରଦକୁ ମିଳିଛି। ଏଥିଲାଗି ଏହା ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏଠାରେ ଥିବା...

ବୁଗୁଡ଼ା ସହରରେ ବଢୁଛି ବେପରୁଆ ଗାଡ଼ି ଚାଳନା

ବୁଗୁଡ଼ା,୧୫ା୩(ଡି.ଏନ.ଏ.): ବୁଗୁଡ଼ା ଅଞ୍ଚଳରେ ଦିନକୁଦିନ ଜନବସତି ବୃଦ୍ଧି ହେବାରେ ଲାଗିଛି। ଏହି ଅନୁପାତରେ ଯାନବାହନ ମଧ୍ୟ ବୃଦ୍ଧି ପାଇଛି। ବହୁ ସମୟରେ ବେପରୁଆ ଗାଡ଼ି ଚାଳନା ପାଇଁ ଛୋଟମୋଟ ଦୁର୍ଘଟଣାମାନ ଘଟୁଛି। ସରକାର ୧୮ ବର୍ଷରୁ କମ୍‌ ବୟସ ଓ...

ବିଛନ୍ଦ ଖାଉଛନ୍ତି କଞ୍ଚା ମାଂସ

ଫୁଲବାଣୀ ଅଫିସ,୧୬ା୩: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଏକ ଅଜବ ଦୃଶ୍ୟ ସାମ୍ନାକୁ ଆସିଛି । ପୁରାତନ ଯୁଗରେ ନିଆଁର ବ୍ୟବହାର ଜାଣି ନ ଥିବା ମନଷ୍ୟ ଜଙ୍ଗଲରେ ଶୀକାର କରି କଞ୍ଚା ମାଂସ ଆହାର କରୁଥିଲା । କିନ୍ତୁ...

କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁକୁଳା ଡ୍ରେନ୍‌, କାହାରି ନଜର ପଡୁନି

କେନ୍ଦୁଝର,୧୬ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁଖ୍ୟ ଡ୍ରେନ ଦୀର୍ଘ ବର୍ଷ ହେଲା ଭାଙ୍ଗି ମୁକୁଳା ଅବସ୍ଥାରେ ରହିଛି। ଅସୁରକ୍ଷିତ ଅବସ୍ଥାରେ ପଡ଼ି ରହିଥିଲେ ହେଁ ଏଥିପ୍ରତି କାହାରି ନଜର ପଡୁନାହିଁ। ବିପଦପୂଣ୍ଣର୍ର୍ ଅବସ୍ଥାରେ ଯାତାୟାତ କରୁଥିବା ବେଳେ ଅନେକ...

ପଲିଥିନ୍‌ ଖାଇ ଏକାଧିକ ଗୋରୁଙ୍କ ମୃତ୍ୟୁ ଅଭିଯୋଗ: ବ୍ୟବଚ୍ଛେଦ ବେଳେ ପେଟରୁ ବାହାରିଲା କୁଢ଼କୁଢ଼ ଆବର୍ଜନା

ଦାରିଙ୍ଗବାଡ଼ି,୧୬ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ ଚଳିତ ପହିଲାରେ ଶେଷ ହୋଇଛି। ଡିସେମ୍ବର ପହିଲାରୁ ଆରମ୍ଭ ହୋଇଥିବା ଏହି ରିଟ୍ରିଟ୍‌ ୩ ମାସ ଧରି ଚାଲିଥିଲା। ତେବେ ଏହି ଇକୋ ରିଟ୍ରିଟରୁ ପ୍ରତିଦିନ ବାହାରିଥିବା ପଲିଥିନ, ପ୍ଲାଷ୍ଟକ ଖାଇ...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌, ୧୮ ଘଣ୍ଟାରେ ଖସିପଡ଼ିଲା ସ୍ଲାବ୍‌

କେନ୍ଦ୍ରାପଡ଼ା ଅଫିସ,୧୬ା୩: କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ନିକଟ ନିର୍ମାଣାଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲ ବୁଧବାର ଭୁଶୁଡି ପଡିଛି। ଏହି ଦୁର୍ଘଟଣାରୁ କାର୍ଯ୍ୟରତ ଶ୍ରମିକମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ସେହିପରି ରାସ୍ତାଠାରୁ ପ୍ରାୟ ୧୦୦ ମିଟର ଦୂରରେ...

ମହିଳାଙ୍କୁ କଚାଡି ମାରିଲା ଦନ୍ତା

ଢେଙ୍କାନାଳ ଜିଲା ମହାବିରୋଡ଼ ରେଞ୍ଜରେ ଦନ୍ତା ଆତଙ୍କ। ୧୨ ଘଣ୍ଟା ମଧ୍ୟରେ ୨ ଜଣଙ୍କ ଜୀବନ ନେଇଛି ଦନ୍ତା। ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବାରିହାପୁର ଗାଁ ପୁରୁଣାପାଣି ନିକଟରେ ଗୁରୁବାର ଜଣେ ମହିଳାଙ୍କୁ କଚାଡି ମାରିଛି ଦନ୍ତା। ମୃତକ...

ଷ୍ଟିୟରିଂ ଛାଡ ଆନ୍ଦୋଳନ ପ୍ରଭାବ: ଅଭାବ ପଡିଲାଣି ପେଟ୍ରୋଲ

ବାଲେଶ୍ୱର ଅଫିସ ୧୬।୩: ଓଡ଼ିଶା ଡ୍ରାଇଭର ମହାସଂଘ ବନ୍ଦ ଡାକରାକୁ ସମ୍ମାନ ଜଣାଇ ଗୁରୁବାର ମଧ୍ୟ ପୁରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି। ତାର ପ୍ରଭାବ ଏବେ ବିଭିନ୍ନ ପେଟ୍ରୋଲ ଟ୍ୟାଙ୍କରେ ଦେଖିବାକୁ ମିଳିଛି। ଟାଙ୍କିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri