ଆମ ଜିଲା ଖବର

୧୭୭୦୩ ପରୀକ୍ଷାର୍ଥୀ ଅନୁପସ୍ଥିତ

କଟକ ଅଫିସ,୧୪ା୩: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମେଟିଭ-୨ ପରୀକ୍ଷା ଦେବା ପାଇଁ ଛାତ୍ରୀଛାତ୍ର ଫର୍ମପୂରଣ କରିବା ସହ ଆଡମିଟ୍‌ କାର୍ଡ ପାଇଛନ୍ତି। ମାତ୍ର ହଜାର ହଜାର ସଂଖ୍ୟକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଆସିନାହାନ୍ତି। ରାଜ୍ୟର...

ଅନିୟମିତତା ପରେ କାର୍ଯ୍ୟାନୁଷ୍ଠାନ

ପୁରୀ ଅଫିସ୍‌/ନିମାପଡ଼ା/କାକଟପୁର(ଡି.ଏନ୍‌.ଏ),୧୪।୩:ଚଳିତ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ, ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ଅବାଧରେ ଶାନ୍ତି ଶୃଙ୍ଖଳାର ସହ ପରୀକ୍ଷା ଦେବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ ପୁରୀ ଜିଲା ଅନ୍ତର୍ଗତ ବିଭିନ୍ନ ବ୍ଲକର...

ମାଷ୍ଟର ପ୍ଲାନ୍‌ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା ଅଫିସ, ୧୪ା୩:ମାତ୍ର ୧୪ଟି ଗଁାକୁ ନେଇ ୧୫୪ ବର୍ଷ ପୂର୍ବେ କେନ୍ଦ୍ରାପଡ଼ା ପୌରାଞ୍ଚଳ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି। ତେବେ କୌଣସି ମାଷ୍ଟର ପ୍ଲାନ୍‌ ନ ଥିବାରୁ ପ୍ରକଳ୍ପଗୁଡ଼ିକର ଉପଯୋଗିତା...

ଟ୍ରେକରରେ ଯାତ୍ରୀ ପରିବହନ, କାର୍ଯ୍ୟାନୁଷ୍ଠାନ ଶୂନ

ପଟ୍ଟାମୁଣ୍ଡାଇ,୧୪ା୩(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଟ୍ରେକରରେ ଯାତ୍ରୀ ପରିବହନ ହେଉଛି। ରାସ୍ତାରେ ଗଡୁଥିବା ଟ୍ରେକରଗୁଡ଼ିକ ବିନା କାଗଜପତ୍ରରେ ଚାଲୁଥିବା ଅଭିଯୋଗ ହେଉଛି। ଟ୍ରେକରରେ ଯାତାୟତ କରୁଥିବା ଯାତ୍ରୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉନାହିଁ। ଗାଡ଼ିଗୁଡିକ ବେଆଇନ ଭାବେ ଯାତାୟତ କରୁଥିବାରୁ ସରକାରୀ ତହବିଲକୁ...

ଜଳାଶୟ ଶୁଖୁଛି, ବଢ଼ୁଛି ଜଳ ସଙ୍କଟ

ପଟ୍ଟାମୁଣ୍ଡାଇ, ୧୪ା୩(ସ୍ବ.ପ୍ର.):ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ଏହାର ପ୍ରତିକାର ପାଇଁ ଚିନ୍ତା କରାଯାଉନାହିଁ। ବ୍ୟାପକ ବୃକ୍ଷରୋପଣ, ଜଳାଶୟ ପୁନରୁଦ୍ଧାର ଆଦି କରାଗଲେ ତାପମାତ୍ରା କମ୍‌ ଅନୁଭୂତ ହେବ ବୋଲି ପ୍ରତିବର୍ଷ ଦାବି...

ମହାନଦୀ ସଂଲଗ୍ନ ଜମିରୁ ଚାଲିଛି ମାଟି ଖନନ

ପାରାଦୀପ,୧୪।୩(ସ୍ବ.ପ୍ର.):ପାରାଦୀପ ବାହାକୁଦ ଘାଟରୁ ନୂଆଗଡ ପଞ୍ଚାୟତ ଚଉମୁହାଣି ପର୍ଯ୍ୟନ୍ତ ମହାନଦୀ ସଲଗ୍ନ ଜମିରୁ କିଛି ଦିନ ହେବ ବିପୁଳ ପରିମାଣର ମାଟି ଖନନ କରାଯାଇ ବିକ୍ରି ହେଉଛି। ଉକ୍ତ ଜମିକୁ ଅଧିଗ୍ରହଣ କରିବା ପାଇଁ ଏଏମ୍‌ଏନ୍‌ଏସ୍‌ (ଆର୍ସେଲର ମିତ୍ତଲ ନିପ୍ପନଷ୍ଟିଲ)କମ୍ପାନୀ...

ବିନା ଅନୁମତିରେ ଇଟା ପୋଡ଼ା ଚାଲିଛି

ନାଉଗାଁ,୧୪ା୩(ସ୍ବ.ପ୍ର.):ନାଉଗାଁ ତହସିଲ ଅଧୀନରେ ସରକାରୀ ନିୟମକୁ ଖୋଲା ଉଲ୍ଲଂଘନ କରାଯାଇ ଇଟା ପୋଡ଼ା ଚାଲିଛି। ମାତ୍ର ଏନେଇ ପ୍ରଶାସନ ନୀରବଦ୍ରଷ୍ଟ୍ରା ସାଜିଛି। ସରକାରୀ ନିୟମାନୁସାରେ ଇଟା ଭାଟିରେ ପୋଡିବା ପୂର୍ବରୁ ତହସିଲ କାର୍ଯ୍ୟାଳୟରେ ଏନେଇ ଆବେଦନ କରାଯିବ। ଉକ୍ତ ଆବେଦନକୁ ବିଚାରକୁ...

ନାଳିଆ ଘାସ ବୃତ୍ତିଧାରୀଙ୍କୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୩:ନାଳିଆ ଘାସରେ ତିଆରି ଟୋକେଇ, ପାଛିଆ, ନାଳିଆ, ସେର, କୁଞ୍ଚା, ମାଣ, ଟୁକୁଲି ଆଦି ପ୍ରତ୍ୟେକଙ୍କ ଘରେ ପରିଚିତ। ପ୍ରାୟ ୫୦ବର୍ଷ ଧରି ଏହି ହସ୍ତଶିଳ୍ପ କୌଳିକ ବୃତ୍ତି ହୋଇ ରହିଆସିଛି। ଏଥିରେ ଆର୍ଥିକ ସଶକ୍ତୀକରଣ ଦିଗ...

ପରିତ୍ୟକ୍ତ କୂଅରୁ ଆଇନଜୀବୀଙ୍କ ମୃତଦେହ ମିଳିଲା

କଟକ ଅଫିସ,୧୪ା୩:କଟକ ବିଡ଼ାନାସୀ ଥାନା ଅନ୍ତର୍ଗତ ବିଡ଼ାନାସୀ ନୂଆସାହିର ଏକ ପରିତ୍ୟକ୍ତ କୂଅରୁ ସୋମବାର ଜଣେ ଆଇନଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ପୁରୀଘାଟ ଥାନା ଅଧୀନ ତେଲେଙ୍ଗାବଜାର ଅଞ୍ଚଳର ଶଶୀଭୂଷଣ ଚୌଧୁରୀଙ୍କ ପୁଅ ଆର୍ଯ୍ୟଭୂଷଣ ଚୌଧୁରୀ...

୨୦୨୪ରୁ ଆଦର୍ଶ ଗୁରୁକୁଳରେ ପାଠପଢ଼ା

ପୁରୀ ଅଫିସ, ୧୪ା୩:ମାଟିତୋଟା ଅଞ୍ଚଳରେ ପ୍ରସ୍ତାବିତ ଆଦର୍ଶ ଗୁରୁକୁଳରେ ଖୁବ୍‌ଶୀଘ୍ର ସେବାୟତ ପରିବାରର ବିଦ୍ୟାର୍ଥୀମାନେ ପାଠ ପଢ଼ିବେ। ଏ ନେଇ ପୂର୍ବରୁ ବିର୍ଲା ଫାଉଣ୍ଡେଶନ ସହ ଏମ୍‌ଓୟୁ ସରିଥିବାବେଳେ ୨୦୨୪ ମସିହାରୁ ପାଠ୍ୟକ୍ରମ ଆରମ୍ଭ ହେବା ନେଇ ନିଷ୍ପତ୍ତି ହୋଇଛି।...

ଯୁକ୍ତ୨ ପାସ୍‌ କରାଇବା ନାଁରେ ଟଙ୍କା ଠକେଇ

ବାଲେଶ୍ୱର ଅଫିସ, ୧୪ା୩:ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମାର୍କ ବଢ଼ାଇବା ଓ ପାସ୍‌ କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଲକ୍ଷ ଟଙ୍କା ଲୁଟୁଥିବା ବାଲେଶ୍ୱର ସଦର ଥାନା ଖାନ୍‌ନଗର ଅଞ୍ଚଳର ପ୍ରଦୀପ ଦାସ ନାମକ ଯୁବକଙ୍କୁ ପୋଲିସ ଗିରଫ କରି...

ସ୍କୁଲ୍‌ରେ ପଶି କଟୁରି ଚୋଟ

କେନ୍ଦୁଝର,୧୪ା୩(ସ୍ବ.ପ୍ର.):କେନ୍ଦୁଝର ସଦର ବ୍ଲକ୍‌ ଦନାର୍ଦ୍ଦନପୁର ପଞ୍ଚାୟତ ଭାଲିଆଡ଼ିହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀଙ୍କୁ ହାଣିବାକୁ ଗୋଡ଼ାଇଥିବା ବେଳେ କଟୁରି ଆକ୍ରମଣରେ ୨ଜଣ ଶିଶୁଙ୍କ ସମେତ ଜଣେ ଶିକ୍ଷୟିତ୍ରୀ ଆହତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri