ଆମ ଜିଲା ଖବର

ସାଙ୍ଗଙ୍କୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ସାଙ୍ଗ

ବ୍ରଜରାଜନଗର,୧୨ା୩(ଡି.ଏନ୍‌.ଏ.): ବ୍ରଜରାଜନଗର ଥାନା ଅଧୀନ ରେମଜା ଗ୍ରାମର ରୋହିତ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଗୋକୁଳ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଛେଣ୍ଡିପଦା,୧୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଜରପଡ଼ା ଥାନା ଅଧୀନ ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ତୁବେ ପଞ୍ଚାୟତର ୩ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା...

ବନ୍ୟଜନ୍ତୁଙ୍କ ଫଟୋ ପ୍ରସାରିତ ପରେ ବଢ଼ିଲା ସୁରକ୍ଷା ଚିନ୍ତା

କେନ୍ଦୁଝର,୧୨।୩(ସ୍ବ.ପ୍ର.): ଅଟେଇ ସଂରକ୍ଷିତ ଜଙ୍ଗଲରେ ୭ଟି ବିଲୁପ୍ତ ପ୍ରାଣୀଙ୍କୁ ମିଶାଇ ୨୧ ପ୍ରକାରର ପ୍ରାଣୀଙ୍କ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ଟ୍ରାପ୍‌ କ୍ୟାମେରାରେ ରେକର୍ଡ ହୋଇଥିବା ଫଟୋ ପ୍ରସାରିତ ପରେ ଜୀବଜନ୍ତୁଙ୍କ ସୁରକ୍ଷା ନେଇ ପରିବେଶବିତ୍‌ ଚିନ୍ତାବ୍ୟକ୍ତ କରିଛନ୍ତି।...

ରାମନବମୀ ମହୋତ୍ସବ ଉପଲକ୍ଷେ ଗଣଦୌଡ଼

ଭଦ୍ରକ ଅଫିସ,୧୨।୩: ଶ୍ରୀରାମ ମହାଯଜ୍ଞ ସମିତି ଭଦ୍ରକ ପକ୍ଷରୁ ଶ୍ରୀରାମ ନବମୀ ମହୋତ୍ସବ ଉପଲକ୍ଷେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ତାରିଣୀ ମନ୍ଦିରରୁ ଗଣଦୌଡ଼ ଆରମ୍ଭ ହୋଇ ୨ କିମି ସହର...

ସୁନ୍ଦରଗଡ଼ ଗସ୍ତରେ ୫-ଟି ସଚିବ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

ସୁନ୍ଦରଗଡ଼,୧୨ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ ରବିବାର ସୁନ୍ଦରଗଡ଼ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପାଣ୍ଡିଆନ ପ୍ରଥମେ ରବିବାର ସକାଳେ ରାଉରକେଲା ହକି ଭିଲେଜରୁ ଆସି ପ୍ରଥମେ ରାଜଗାଙ୍ଗପୁର ଘୋଘର...

ଜଳିଗଲା ୨୮ ବଖରା, ୧୪ ପରିବାର ସର୍ବସ୍ବାନ୍ତ

ସୋରଡ଼ା,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ନୂଆଗଡ଼ ପଞ୍ଚାୟତ ବ୍ରାହ୍ମଣଦେଇ ଗ୍ରାମରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ୧୪ ପରିବାରର ୨୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ବିପନ୍ନମାନେ ହେଲେ ଅପୂର୍ବ ସେଠୀ, କାଶୀନାଥ ସେଠୀ, ଜୟସେନ ଜେନା,...

ଓଡ଼ିଶା ଡ୍ରାଇଭର ମହାସଂଘ-ମୋଟର ଚାଳକ ସଂଘ ମୁହାଁମୁହିଁ

ବରଗଡ଼ ଅଫିସ,୧୨ା୩: ଡ୍ରାଇଭରମାନଙ୍କ ସମ୍ମାନ, ସୁରକ୍ଷା ଏବଂ ଅଧିକାର ଦାବି ନେଇ ଓ ଡ୍ରାଇଭର ମହାସଂଘ ଆସନ୍ତା ୧୫ରୁ ରାଜ୍ୟବ୍ୟାପୀ ଧର୍ମଘଟ ଏବଂ ଅଖଚକ ବନ୍ଦ ଡାକରା ଦେଇଛି। ଡ୍ରାଇଭରଙ୍କ ଦାବି ସମୂହକୁ ସରକାର ବାରମ୍ବାର ଅଣଦେଖା କରୁଥିବା ଅଭିଯୋଗ...

ଉପଯୁକ୍ତ ପ୍ରାର୍ଥୀ ଚୟନରେ ଦ୍ୱନ୍ଦ୍ୱ

ସରଣ୍ଡା,୧୨।୩(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଉଭୟ ସରକାରୀ କଳ ଓ ରାଜନୈତିକ ଦଳ ଚଳଚଞ୍ଚଳ ହୋଇପଡିଛନ୍ତି। ମୁକ୍ତ ଓ ଅବାଧ ନିର୍ବାଚନ ପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଚାଲିଛି। ବିଭିନ୍ନ...

୫୦ ଲକ୍ଷ ଟଙ୍କା ନ ଦେବାରୁ କରିଥିଲେ ଗୁଳି

ଜୟପୁର, ୧୨।୩ (ନି.ପ୍ର.): କୋରପୁଟ ଜିଲା ଜୟପୁର ସହରରେ ସ୍ପଷ୍ଟ ଦିବାଲୋକରେ ଜଣେ ବ୍ୟବସାୟୀଙ୍କ ଉପରକୁ ହୋଇଥିବା ଗୁଳିକାଣ୍ଡ ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି ଟାଉନ ଥାନା ପୋଲିସ। ଏଥିରେ ସମ୍ପୃକ୍ତ ୫ଜଣଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରାଯାଇଛି।...

‘ଖାଣ୍ଟି ଓଡ଼ିଆଭାବେ ମାତୃଭୂମି, ମାତୃଭାଷାକୁ ଭଲ ପାଅ’

ନବରଙ୍ଗପୁର,୧୨।୩(ବି.ପ୍ର.): ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ପକ୍ଷରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ଏଥିରେ ଓଡ଼ିଆ ବିଭାଗର ମୁଖ୍ୟ ତଥା ମହିଳା ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷା ମାଲେଶ୍ବରୀ ସାହୁ ଅଧ୍ୟକ୍ଷତା କରି ଶାସ୍ତ୍ରୀୟ ଓଡ଼ିଆ...

କାଜୁ, ଲେମନ ଗ୍ରାସ୍‌ କେଳେଙ୍କାରି : ଜୀବନ ଜୀବିକା ନାଁରେ ହରିଲୁଟ୍‌

ଚିତ୍ରକୋଣ୍ଡା,୧୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ, ପାପରମେଟେଲା ଏବଂ ପଣସପୁଟ ଅଞ୍ଚଳରେ ବିକାଶ ନାମକ ଏକ ଏନ୍‌ଜିଓ କାର୍ଯ୍ୟ କରୁଛି। ଏହି ଅନୁଷ୍ଠାନ ଜିଲା ଆଇଟିଡିଏ ଆନୁକୂଲ୍ୟରେ ଓଟିଇଏଲ୍‌ପି ପ୍ରକଳ୍ପ ମାଧ୍ୟମରେ ଆଦିବାସୀଙ୍କ ଜୀବନଜୀବିକାରେ ପରିବର୍ତ୍ତନ କରିବାକୁ...

ପୂର୍ବତନ କଲେଜ ଅଧ୍ୟକ୍ଷ ଗିରଫ

ଢେଙ୍କାନାଳ ଅଫିସ, ୧୨।୩: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ବୀରାଶାଳା ଆଞ୍ଚଳିକ ଡିଗ୍ରୀ କଲେଜର ପୂର୍ବତନ ଅଧ୍ୟକ୍ଷ ଅଟଳ ବିହାରୀ ବାରିକ ଗିରଫ ହୋଇଛନ୍ତି। ତାଙ୍କ ବିରୋଧରେ ଜାଲ ପ୍ରମାଣପତ୍ର ଦେଇ ଅଧ୍ୟକ୍ଷ ପଦବୀ ହାତେଇବା ଏବଂ ଶିକ୍ଷାନୁଷ୍ଠାନର ୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri