ଆମ ଜିଲା ଖବର

ସରପଞ୍ଚଙ୍କ ଦସ୍ତଖତ ଜାଲିଆତି କରି ଟଙ୍କା ଉଠାଣ

ଚଣ୍ଡିଖୋଲ,୧୦ା୩(ଡି.ଏନ୍‌.ଏ.):ଯାଜପୁର ଜିଲା ବଡ଼ଚଣା ବ୍ଲକ ମଝିପଡ଼ା ପଞ୍ଚାୟତର ସରପଞ୍ଚଙ୍କ ଦସ୍ତଖତ ଜାଲିଆତି କରି ଏହି ପଞ୍ଚାୟତର ନିର୍ବାହୀ ଅଧିକାରୀ(ପିଇଓ) ଟଙ୍କା ଉଠାଇ ନେଇଛନ୍ତି। ଏନେଇ ସରପଞ୍ଚ ଶୋଭା ବଜ୍ରକବାଟ ପିଇଓ ପ୍ରଶାନ୍ତ ଜେନାଙ୍କ ନାମରେ ବାଲିଚନ୍ଦ୍ରପୁର ଥାନାରେ ଏତଲା ଦେବା...

ଓଡ଼ିଆ ବୈଜ୍ଞାନିକଙ୍କୁ ଆନ୍ତର୍ଜାତିକ ପୁରସ୍କାର

ବାଲିକୁଦା,୧୦।୩(ସ୍ବ.ପ୍ର.):ଭାବା ପରମାଣୁ ଗବେଷଣା କେନ୍ଦ୍ର, ମୁମ୍ବାଇରେ କାର୍ଯ୍ୟରତ ଓଡ଼ିଆ ମହିଳା ବୈଜ୍ଞାନିକ ଡ. ଜ୍ୟୋତିର୍ମୟୀ ମହାନ୍ତି ୨୦୨୩ ମସିହାର ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର (ଆଇୟୁପିଏସି ଡିଷ୍ଟିଂଉଇସ୍‌ ଓମା୍ୟନ ଇନ୍‌ କେମେଷ୍ଟି ଅର୍‌ କେମିକାଲ ଇଞ୍ଜିନିୟରିଂ) ପାଇଁ ମନୋନୀତ ହୋଇଛନ୍ତି। ଭାରତର...

ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ନେଇ ଉଠିଲା ଅନେକ ପ୍ରଶ୍ନ

ପୁରୀ ଅଫିସ, ୧୦ା୩: ମରୀଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। କିପରି ଓ କାହିଁକି ଏହି ଘଟଣା ଘଟିଲା, ଏଥିପାଇଁ ଦାୟୀ କିଏ ଏବଂ କେଉଁ କାରଣରୁ ନିଆଁ...

ପ୍ଲାଷ୍ଟିକ୍‌ ଅଲିଭ ରିଡ୍‌ଲେଙ୍କ ପାଇଁ ବିପଦ ସାଜିଛି

କେନ୍ଦ୍ରାପଡା ଅଫିସ,୧୦ା୩:ରାଜନଗର ବ୍ଲକ ପେଣ୍ଠଠାରେ ସାଗରବେଳା ମହୋତ୍ସବ ଗତ ୩ ତାରିଖରୁ ୩ ଦିନ ଧରି ଅନୁଷ୍ଠିତ ହୋଇଥିଲା। ମହୋତ୍ସବ ସରିଯାଇଥିବା ବେଳେ ଏହି ପର୍ଯ୍ୟଟନ କ୍ଷେତ୍ରରେ ଆବର୍ଜନା କୁଢ଼ କୃଢ଼ ପଡ଼ି ରହିଛି; ଯାହା ପର୍ଯ୍ୟଟକଙ୍କ ପାଇଁ ବିରକ୍ତି...

ଉନ୍ନୟନ କାମ ଯୋଗୁ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ,୧୦ା୩ :ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥର ପୂର୍ବ ପାର୍ଶ୍ୱରେ ଏକାଧିକ ନୂତନ ବୃହତ୍‌ ପ୍ରକଳ୍ପ ଚାଲିଛି। ଏଥିରେ ବିଶାଳ ସୌଧ, ସେତୁ, ବଡ଼ ନାଳ, ବ୍ୟାରେଜ, ଖାଲୁଆ ଅଞ୍ଚଳକୁ ପୋତା କାର୍ଯ୍ୟ, ରାସ୍ତା ଆଦି...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥ୍ୟ ଦେବାକୁ ପ୍ରଶାସନର ଭୟ

ନାଉଗାଁ,୧୦ା୩(ସ୍ବ.ପ୍ର):କେନ୍ଦ୍ର ସରକାରଙ୍କର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) କାର୍ଯ୍ୟକାରୀ ହେଉଛି। ଦାରିଦ୍ର୍ୟ ଦୂରିକରଣ କରିବା ସହ ସମସ୍ତ ଶ୍ରମିକଙ୍କୁ ଶ୍ରମ ପ୍ରଦାନ କରିବା । ଏଥିସହ ରାଜ୍ୟ ତଥା ବାହାରକୁ ଦାଦନ ଖଟିବାକୁ...

ପାସ୍‌ ହେଲା ୬୦୫ କୋଟିର ବଜେଟ

କଟକ ଅଫିସ,୧୦ା୩: କଟକ ମହାନଗର ନିଗମ (ସିଏମ୍‌ସି)ର ଚିଠା ବଜେଟରୁ ପୂର୍ଣ୍ଣାଙ୍ଗ ବଜେଟ୍‌ ଆୟବ୍ୟୟ ବୃଦ୍ଧି ପାଇଛି। ପୂର୍ବରୁ ଚିଠା ବଜେଟ୍‌ରେ ସମ୍ଭାବ୍ୟ ଆୟ ୫୮୭ କୋଟି ଦର୍ଶାଯାଇଥିବାବେଳେ ଏହାକୁ ପରିବର୍ତ୍ତନ କରାଯାଇ ପୂର୍ଣ୍ଣାଙ୍ଗ ବଜେଟ୍‌ରେ ସମ୍ଭାବ୍ୟ ଆୟ ୬୦୫...

୫୪ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି

ପଟ୍ଟାମୁଣ୍ଡାଇ, ୧୦ା୩ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପିଇବା ପାଣି ଏବେବି ପ୍ରମୁଖ ସମସ୍ୟା ହୋଇ ରହିଛି। ସରକାର ଅମୃତ ଯୋଜନାରେ ବିଶୁଦ୍ଧ ପାଣି ଯୋଗାଣ ବାବଦରେ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। କେଉଁ ୱାର୍ଡରେ...

ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି...

ବରଗଡ଼ରେ ଗୁଳିମାଡ଼, ଯୁବକ ଗୁରୁତର

ବରଗଡ଼ ଅଫିସ,୯।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗରୁବାର ରାତିରେ ଗୁଳି ଏବଂ ଭୁଜାଲି ମାଡ଼ ହୋଇଛି। ଏଥିରେ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ର ଏକ ଘରୋଇ...

କର୍ଲାପାଟରେ ପୁଣି ହାତୀ ମୃତ୍ୟୁ

ଭବାନୀପାଟଣା,୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ କର୍ଲାପାଟ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଯାକମରୁ ୧୦୦ ମିଟର କୁକୁରଘାଟିର ସେମିଝରନଠାରେ ହାତୀର ମୃତ୍ୟୁ ଘଟିଛି। ଏହି ଘଟଣା ଗତ ୪ ତାରିଖରେ ଘଟିଥିବା...

ଟଙ୍କା ବ୍ୟାଗ ଝାମ୍ପି ନେଲେ ଦୁର୍ବୃତ୍ତ

ବଡ଼ଗାଁ, ୯।୩(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ନିକଟ ବସ୍‌ଷ୍ଟାଣ୍ଡର ଏକ ଚା ଦୋକାନରୁ ଲୁଟ ହୋଇଛି। ୨ ଲକ୍ଷ ଟଙ୍କା ଥିବା ବ୍ୟାଗକୁ ୨ଜଣ ଦୁର୍ବୃତ୍ତ ସର୍ବସମ୍ମୁଖରେ ଝାମ୍ପିନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri