ଆମ ଜିଲା ଖବର

ରାଉରକେଲାରେ ଲଜ୍ଜାଜନକ ଘଟଣା: ନାବାଳିକା ଭଉଣୀକୁ ଗର୍ଭବତୀ କଲେ ନାବାଳକ ଭାଇ

ରାଉରକେଲା,୩।୧୧: ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଉରକେଲା ସହରରେ ଜଣେ ନାବାଳକ ନିଜର ସାନ ଭଉଣୀକୁ ବଳାତ୍କାର କରିଥିବା ଅଭିଯୋଗ ହେଉଛି। ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅଭିଯୁକ୍ତଙ୍କ ମା’ ଉଦିତ ନଗର ଥାନାରେ ଅଭିଯୋଗ କରିଥିଲେ। ସୂଚନା ଅନୁସାରେ,...

ପରିବା ହାଟରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ପନିପରିବା

ଡେଲାଙ୍ଗ,୩ା୧୧: ପୁରୀ ଜିଲା ଡେଲାଙ୍ଗ ହାଟରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ପନିପରିବା ଦୋକାନ ଓ ସାମଗ୍ରୀ ପୋଡ଼ିଯାଇଛି। ଏଥିରେ ପରିବା ବ୍ୟବସାୟୀ ପ୍ରଦୀପ ସ୍ବାଇଁ, ରବୀନ୍ଦ୍ର ସାହୁ, କେଶବ ସାହୁ, ପ୍ରଶାନ୍ତ ପାଲଟାସିଂହ, କୃଷ୍ଣଚନ୍ଦ୍ର ପ୍ରଧାନ, ହରିହର ମାଲିକ,...

ଲକ୍ଷ୍ମୀ ବସ୍‌ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ...

ମନ୍ଦିର ମେଘନାଦ ପାଚେରିରେ ଫାଟ: ଖବର ପ୍ରସାରଣ ପରେ ବି ଏଏସଆଇ ନୀରବଦ୍ରଷ୍ଟା

ପୁରୀ,୩।୧୧(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ଥିବା ନେଇ ପୂର୍ବରୁ ଧରିତ୍ରୀରେ ଖବର ପ୍ରସାରଣ ହେବା ସହ ଏ ନେଇ ଏଏସଆଇ ଅବଗତ ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସ୍ଥାୟୀ କାଳୀନ କାର୍ଯ୍ୟ ହେଉ ନଥିବାରୁ ପାଣି ଝରୁଥିବାକୁ...

ବଜାର ଯାଉଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ବୋଲୋରୋ

ଅମରପାଲି,୩ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର ଛକଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ଜଣକ ହେଲେ ଟେଭାପଦର ଗ୍ରାମର ପ୍ରେମାନନ୍ଦ କ୍ଷେତି(୬୦)। ପ୍ରେମାନନ୍ଦ ଘରୁ ବାହାରି ସୁବଳୟା ଦୈନିକ ବଜାରକୁ...

ଦୁର୍ବୁତ୍ତଙ୍କ ଗୁଳି ମାଡ଼ରେ ଯୁବକ ଗୁରୁତର

ଭଦ୍ରକ/ବାସୁଦେବପୁର, ୩।୧୧(ସନାତନ ରାଉତ) (ନାରାୟଣ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କଇଁଥଖୋଲା ନିକଟରେ ଶନିବାର ରାତିରେ ଗୁଳି କାଣ୍ଡ ହୋଇଛି। ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି l ସୂଚନା ମୁତାବକ, ଧାମରା- କଇଁଥଖୋଲା ରାସ୍ତାର କିଶୋରପ୍ରସାଦ ଛକ...

ଆମ୍ବଟାକୁଆ ଜନିତ ମୃତ୍ୟୁ ଘଟଣା: ପ୍ରଶାସନର ବଡ଼ ପଦକ୍ଷେପ, ଘରକୁ ଘର ବୁଲି ସଚେତନ କରୁଛନ୍ତି ଅଙ୍ଗନବାଡ଼ି କର୍ମୀ

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ଆମ୍ବଟାକୁଆ ଖାଇ ମାଣ୍ଡିପଙ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଗାଁରେ ଏପରି ଅଘଟଣ ଘଟିବା ପରେ ପ୍ରଶାସନ ତତ୍ପର ହୋଇଉଠିଛି। ତେବେ ଆମ୍ବଟାକୁଆକୁ ଖାଦ୍ୟ ଭାବେ...

ସ୍କୁଲ ଭିତରେ ମଦ୍ୟପାନ କରି ନିଲମ୍ବିତ ହେଲେ କିରାଣି, ଭିଡିଓ ଭାଇରାଲ

ରିଷିଡ଼ା,୩ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ହାଇସ୍କୁଲ ପରିସର ମଧ୍ୟରେ ସ୍କୁଲର ବରିଷ୍ଠ କିରାଣି ଭୋପାଳ ଚନ୍ଦ୍ର ବେହେରା ସ୍କୁଲ ଭିତରେ କିଛି ଶିକ୍ଷକଙ୍କ ସହ ମିଶି ଦେଶୀ ମହୁଲି ପାଉଚ୍‌ ମଦ ପିଉଥିବାର...

ବଲାଙ୍ଗୀର ପ୍ରତି ଅବହେଳା ହୋଇଛି: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୩।୧୧(ସୁନିଲ କୁମାର ମହାନ୍ତି): ବିଭିନ୍ନ ସରକାର ଅମଳରେ ବଲାଙ୍ଗୀର ଜିଲା ପ୍ରତି ଅବହେଳା ହୋଇଛି। ବଲାଙ୍ଗୀରର ଯେତିକି ବିକାଶ ହେବା କଥା ହୋଇନାହିଁ। ତେବେ ଆମ ସରକାର ସମସ୍ତ ଅସମାନତା ଦୂର କରି ଜିଲାକୁ ସମୃଦ୍ଧ ଓ ବିକଶିତ...

 ଦୁର୍ଗମ ଅଞ୍ଚଳ ବିକାଶ ପାଇଁ ଦାବି ଦୋହରାଇଲେ ବିଧାୟକ: ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା କରନ୍ତୁ ସରକାର 

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ...

ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର ଚାପା ଉତ୍ତେଜନା ଦେଖାଦେଇଛି। ଲୋକମାନଙ୍କୁ ବୁଝାସୁଝା କରାଯାଉଥିଲେ ହେଁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।...

ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍‌

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri