ଆମ ଜିଲା ଖବର

୩ ଶହ ବର୍ଷର ପତିରାଜପୁର ଦୋଳମେଳନ

ଖଇରା, ୭।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ପତିରାଜପୁରଠାରେ ୩ଶହ ବର୍ଷ ଧରି ପାଳିତ ହୋଇଆସୁଥିବା ପ୍ରସିଦ୍ଧ ଦୋଳମେଳନ ଆରମ୍ଭକୁ ଆଉ ମାତ୍ର ଗୋଟିଏ ଦିନ ଥିବା ବେଳେ ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ା ରାଜ୍ୟର...

ଆଜି ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ

ପୁରୀ ଅଫିସ,୭।୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତକାନ୍ତି କରାଯାଉଛି। ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ସହ ଫଗୁ ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ...

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହ ହୋଲି ଖେଳିଲେ ବିଧାୟକ

ବାଲେଶ୍ବର ଅଫିସ ୭।୩: ସ୍ବେଚ୍ଛାସେବୀ ଅନୁଷ୍ଠାନ ଦେବଦୀବ ଫାଉଣ୍ଡେସନ ପକ୍ଷରୁ ବାଲେଶ୍ବର ରାଣୀପାଟଣାସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟରେ ହୋଲି ଉତ୍ସବ ବଡ଼ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନ ଅଧ୍ୟକ୍ଷା ରଶ୍ମିରେଖା ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର କାର୍ଯ୍ୟକାରୀ...

ଭୋଜି ଖାଇ ଫେରୁଥିଲେ: ଓଲଟିଲା ଅଟୋ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଛତ୍ରପୁର ବ୍ଲକ ସିନ୍ଦୁରପୁର ଗ୍ରାମରୁ ଏକ ବିଭାହ ଭୋଜି ଖାଇ ଫେରୁଥିବା ବଳେ ୧୬ ନମ୍ବର ଜାତୀୟ ରାଜପଥ ରାଜପଥ ଥାନା ନିକଟରେ ଏକ ଅଟୋ ଓଲଟି ପଡିଥିଲା। ଅଟୋରେ ବସିଥିବା ଡ୍ରାଇଭରଙ୍କ ସମେତ ସମସ୍ତ ୮ ଜଣ...

ବିଜୁ ଜୟନ୍ତୀରେ ଅତିଥିଙ୍କ ଟିପ୍ପଣୀ ଚର୍ଚ୍ଚାରେ

ପାରାଦୀପ,୭।୩(ସ୍ବ.ପ୍ର.):ପାରାଦୀପରେ ରବିବାର ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ ପାଳନ କରାଯାଇଥିଲା। ସେଥିରେ ଯୋଗଦେଇଥିବା ନେତାଙ୍କ ବୟାନ ସୋମବାର ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ସାରେ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ସ୍ମୃତିଚାରଣ ସଭାରେ ଖଣ୍ଡପଡ଼ା ବିଧାୟକ...

ବିଛାଖଣ୍ଡିରୁ କଳାପଥର ଲୁଟ୍‌ ପୁଣି ଆରମ୍ଭ

ଯାଜପୁର ଅଫିସ/ଜେନାପୁର (ଡି.ଏନ.ଏ.),୭ା୩:ନିୟନ୍ତ୍ରଣ ହେବ ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌। ବେଆଇନ ଉତ୍ତୋଳନକାରୀଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ସହ ବଡ଼ଧରଣର ଅର୍ଥ ଜରିମାନା ଆଦାୟ କରାଯିବ। ଗତ ସେପ୍ଟେମ୍ବରରେ ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି(ଏସିଡିସି) ବୈଠକରେ...

ଠିକାରେ ହେଉଛି ଡିଜାଇନ, ନକ୍ସା

ଯାଜପୁର ଅଫିସ,୭ା୩:ରାଜ୍ୟରେ ଦ୍ରୁତ ଶିଳ୍ପାୟନକୁ ସରକାର ପ୍ରୋତ୍ସାହନ ଯୋଗାଇ ଚାଲିଛନ୍ତି। ହେଲେ ବାହାର ରାଜ୍ୟର ଠିକାସଂସ୍ଥା ଜରିଆରେ କର୍ମଚାରୀ ଓ ଶ୍ରମିକ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। କେବଳ ଖଣି ଓ ଶିଳ୍ପ କାରଖାନା ନୁହେଁ, ବିଭିନ୍ନ ସରକାରୀ ବିଭାଗରେ ମଧ୍ୟ...

ପାଣି ପାଇଁ ହରିଣ ଗାଁମୁହାଁ

ମହାକାଳପଡ଼ା,୭ା୩ (ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଯୋଗୁ ଜନଜୀବନ ଓ ଜଙ୍ଗଲୀ ପ୍ରାଣୀ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମୁନ୍ଦେ ପାଣି ପାଇଁ ସୋମବାର ମହାକାଳପଡ଼ା ବନାଞ୍ଚଳ ଅଧୀନ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲର ପାରେଶ୍ୱରପୁର (ବାଲିଗଣ୍ଡ) ଜେନାସାହି...

ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳମେଳା

ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ଶହେରୁ ଊର୍ଦ୍ଧ୍ୱ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଓଡ଼ିଶା ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳ ମେଳା। ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ ଏହା ପିଞ୍ଛାବଣିଆ ହୋଲି ଭାବେ ଖ୍ୟାତି ଅର୍ଜନ...

ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୭ା୩(ଡି.ଏନ.ଏ.):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଡେଙ୍ଗାଡି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍‌ଲାଇନ୍‌ ଗେମ୍‌ ଖେଳରୁ ଜୟସେନ ମହାନ୍ତି ନାମକ ଜଣେ ଶିକ୍ଷକ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀ ନୀଳେନ୍ଦ୍ରି ସ୍ବାଇଁଙ୍କୁ ହତ୍ୟା କରିବା ପରେ...

ବାପାଙ୍କୁ ହତ୍ୟାକରି ସାବତ ମା’ଙ୍କୁ ବଳାତ୍କାର

କଳିଙ୍ଗନଗର,୭ା୩ (ଡି.ଏନ୍‌.ଏ.):ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ସାବତ ମା’ଙ୍କୁ ବଳାତ୍କାର କରିଛନ୍ତି। ଯାଜପୁର ଜିଲା ଦାନଗଦି ବ୍ଲକର ଟମକା ଥାନା ଅଞ୍ଚଳରେ ରବିବାର ରାତିରେ ଏଭଳି ଘଟଣା ଘଟିଛି।...

୯୮ ପ୍ରାର୍ଥୀଙ୍କ ନାମାଙ୍କନ

କଟକ ଅଫିସ,୭ା୩: ଆସନ୍ତା ଏପ୍ରିଲ ୧୫ରେ ହେବାକୁ ଥିବା ଓଡ଼ିଶା ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ବାର୍‌ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୧ରୁ ନାମାଙ୍କନପତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri