ଆମ ଜିଲା ଖବର

ବିଜ୍ଞାନ ଏକ ବିଷୟ ନୁହେଁ,ଏହା ଏକ ଦୃଷ୍ଟିଭଙ୍ଗୀ

କୋରାପୁଟ,୪।୩(ସ୍ବ.ପ୍ର.): ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୈଜ୍ଞାନିକ ଦୃଷ୍ଟିଭଙ୍ଗୀ ସୃଷ୍ଟି କରିବା ପାଇଁ ଉଦ୍ୟମ ଚାଲିଛି ବୋଲି କୋରାପୁଟ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ ଜାନି ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆୟୋଜିତ ଜାତୀୟ ବିଜ୍ଞାନ ଦିବସରେ ଅତିଥିଭାବେ...

ବିପଜ୍ଜନକ ସ୍ଥିତିରେ କାମ କରୁଛନ୍ତି ମହିଳା ବିଡ଼ି ଶ୍ରମିକ

ଏମ୍‌ଭି ୭୯,୪।୩(ଡି.ଏନ୍‌.ଏ.): ଏବେ ପ୍ରତ୍ୟେକ ଜିନିଷର ଦାମ ବଢୁଥିବା ବେଳେ ବିଡ଼ି ଦାମ କମୁଛି । ହଜାରେ ବିଡ଼ି ପାଇଁ ମିଳୁଛି ୧୨୦ଟଙ୍କା। ଟଙ୍କା ପାଇଁ ମାରାତ୍ମକ ନିଶାଦ୍ରବ୍ୟ ତିଆରି କରୁଛନ୍ତି ମାଲକାନଗିରି ଜିଲା କାଲିମେଳା ବ୍ଲକର ବିଭିନ୍ନ ଅଞ୍ଚଳର...

ନଗର ବୁଲି ଭୋଗ ଖାଉଛନ୍ତି ରାଧାକୃଷ୍ଣ

ନବରଙ୍ଗପୁର,୪।୩ (ବି.ପ୍ର.): ନବରଙ୍ଗପୁରରେ ଚଳିତ ବର୍ଷ ଶ୍ରୀ ଜୀଉଙ୍କ ଦୋଳ ଉତ୍ସବ ଆରମ୍ଭ ହୋଇଯାଇଛି। ଏହି ଦୋଳ ଉତ୍ସବ ନବରଙ୍ଗପୁର ଜଗନ୍ନାଥ ମନ୍ଦିରରୁ ଆରମ୍ଭ ହେଉଛି। ପ୍ରତ୍ୟେକ ଦିନ ସା ଆଳତୀ ପରେ ରାଧାକୃଷ୍ଣଙ୍କୁ ବିମାନ ଯୋଗେ ନିଆଯାଇ ପ୍ରଥାନୁସାରେ...

ଏପ୍ରିଲ ୧ରେ ତାଳଚେର ବନ୍ଦ ନିଷ୍ପତ୍ତି

ତାଳଚେର, ୪।୩ (ନି.ପ୍ର.): ତାଳଚେର ସରକାରୀ ମେଡିକାଲ କଲେଜକୁ ଅବିଳମ୍ବେ କାର୍ଯ୍ୟକ୍ଷମ କରିବା ପାଇଁ କ୍ରିୟାନୁଷ୍ଠାନ କମିଟିର ପ୍ରତିଷ୍ଠା ବାର୍ଷିକୀରେ ଏକ ସଚେତନ ନାଗରିକ ସମାବେଶ ମେଡିକାଲ କଲେଜ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି। ଆବାହକ ପଦ୍ମଚରଣ ସାମଲଙ୍କ ସଭାପତିତ୍ୱରେ ଆୟୋଜିତ...

୨ ହଜାର ପୋଖରୀ ପୁନରୁଦ୍ଧାର ହେବ

ଅନୁଗୋଳ ଅଫିସ, ୪।୩: ଅନୁଗୋଳ ସଭାଘରଠାରେ ‘ଆମ ପୋଖରୀ’ ନେଇ କ୍ଲଷ୍ଟରସ୍ତରୀୟ କର୍ମଶାଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଜଳାଶୟ ପୁନରୁଦ୍ଧାର କରାଯିବା ସମ୍ପର୍କରେ ଆଲୋଚନା ହୋଇଥିଲା। ରାଜ୍ୟରେ ଥିବା ୨ ହଜାର ପରିତ୍ୟକ୍ତ ପୋଖରୀ ପୁନଃଜୀବନ ପାଇବା...

‘କାର୍ଯ୍ୟ କରୁନି, ଲାଭ ନେଉଛି ଏସ୍‌ଏଚ୍‌ଜି’

ଅନୁଗୋଳ ଅଫିସ, ୪।୩:  ଅନୁଗୋଳ ସଭାଘରଠାରେ ଶୁକ୍ରବାର ‘ଆମ ପୋଖରୀ’ ନେଇ କ୍ଲଷ୍ଟରସ୍ତରୀୟ କର୍ମଶାଳା ଚାଲିଥିବା ବେଳେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତ। ପୌରାଞ୍ଚଳରେ ଏସ୍‌ଏଚ୍‌ଜି କୌଣସି ଉନ୍ନୟନ...

୩ ଦିନ ପରେ ସାଇଣ୍ଟିଫିକ୍‌ ତଦନ୍ତକୁ ନେଇ ସନ୍ଦେହ

ସମ୍ବଲପୁର,୪ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲ ଭିତରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ଗତ ବୁଧବାର ଉଦ୍ଧାର କରିଥିଲା। ପରିବାର ବର୍ଗଙ୍କ ଅଭିଯୋଗ କ୍ରମେ ହତ୍ୟା ମାମଲା ରୁଜୁ...

ଚୋରିକୁ ନେଇ ଚିନ୍ତିତ ନାଲ୍‌କୋବାସୀ

ବଅଁରପାଳ, ୪।୩ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଅପରାଧ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଘନ ଘନ ଚୋରି ଅଞ୍ଚଳବାସୀଙ୍କ ଚିନ୍ତାର କାରଣ ପାଲଟିଛି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ ନ ଥିବାରୁ ଏପରି...

କାମ ହୋଇନି, ବିଲ୍‌ ଉଠିଛି

କୁତ୍ରା,୪ା୩ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର କୁସୁମଡେଗି ପାହାଡପଡ଼ା ଓ କୁସୁମଡେଗି ଗୋସେଇପଡା କାଜୁ ବଗିଚା ନିକଟରେ ଏହି ଯୋଜନାରେ ୨ଟି ପୋଖରୀ ଖୋଳା...

ନକଲି ଶିକ୍ଷକଙ୍କୁ ବହିଷ୍କାର ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଷଷ୍ଠ ଜିଲାପରିଷଦର ଚତୁର୍ଥ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷ ନାରାୟଣଚନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା,...

୫ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୪।୩: ଆସନ୍ତା ୫ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। ସରକାରୀ ଭାବେ ଦିଆଯାଇଥିବା ସୂଚନା ଅନୁଯାୟୀ, ସେହିଦିନ ପୂର୍ବାହ୍ନ ୯ଟା ୪୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରୁ ବି-୨୦୦ ଭିଟି-ଜେପିଭି ଏୟାରକ୍ରାଫ୍ଟ ଯୋଗେ...

ରିଂରୋଡ୍‌କୁ ମିଳିଲା ସଂଶୋଧିତ ପ୍ରଶାସନିକ ମଞ୍ଜୁରୀ

ବରଗଡ଼ ଅଫିସ,୪।୩: ବରଗଡ଼ ଜିରା ନଦୀ କୂଳ ବାମପାର୍ଶ୍ୱରେ ଥିବା ସିରିଡି ସାଇ ମନ୍ଦିରରୁ ରୁହୁଣିଆ ଗ୍ରାମ ପର୍ଯ୍ୟନ୍ତ ରିଂରୋଡ୍‌ର ସଂଶୋଧିତ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏହାସହିତ ୨୦୨୩-୨୪ ଆର୍ଥିକ ବର୍ଷରେ ଏଥିପାଇଁ ୩୮କୋଟି ୫୫ଲକ୍ଷ ଟଙ୍କା ବ୍ୟୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri