ଆମ ଜିଲା ଖବର

ଟ୍ରାଙ୍କୁଲାଇଜ ପାଇଁ ଜଗିଛି ଟିମ୍‌

ନୀଳଗିରି,୪।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ବୁଲୁଛି ଅସୁସ୍ଥ ଦନ୍ତା। ଅସୁସ୍ଥ ଦନ୍ତାର ଚିକିତ୍ସା ଲାଗି ପ୍ରଥମେ ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା କରିବା ପାଇଁ ବିଶେଷଜ୍ଞ ଟିମ୍‌ ପହଞ୍ଚତ୍ଛି। ହେଲେ ପ୍ରଥମ ଦିନରେ ବନବିଭାଗ ଟ୍ରାଙ୍କୁଲାଇଜ୍‌ କରିବାରେ ବିଫଳ...

ମେଳା ପରେ ସ୍ବଚ୍ଛତାକୁ ଭୁଲିଗଲେ

ରାଉରକେଲା ଅଫିସ,୪।୩: ରାଉରକେଲା ବାସନ୍ତୀ କଲୋନୀ ଡିଏଭି ପଡିଆରେ ଗତ ଫେବୃଆରୀ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ପରିଷଦ ପକ୍ଷରୁ ରାଜସ୍ଥାନ ମେଳା ଅନୁଷ୍ଠିତ ହୋଇଥିଲା। ଏହି ମେଳା ଶେଷ ହେବାର ୪ ଦିନ ବିତିଯାଇଥିଲେ ମଧ୍ୟ ଡିଏଭି...

ଅନ୍ତେବାସୀଙ୍କ ସହ ଖାଇଲେ, ବିକାଶ ପ୍ରକଳ୍ପ ବୁଲି ଦେଖିଲେ

ବାରିପଦା ଅଫିସ,୪।୩: ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ମୟୂରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ଜନକଲ୍ୟାଣ ମୂଳକ ବିକାଶ କାର୍ଯ୍ୟର ଅଗ୍ରଗତି ଓ ନୂତନ ପ୍ରକଳ୍ପଗୁଡ଼ିକର କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ୫-ଟି ସଚିବଙ୍କ ଏହି ଗସ୍ତ ପରେ ଜିଲାର...

ମିଠା ନାଁରେ ଜହର ବିକ୍ରି

ରାଉରକେଲା ଅଫିସ,୪।୩: ରାଉରକେଲାରେ ଶତାଧିକ ଫାଷ୍ଟ୍‌ଫୁଡ୍‌, ଜଳଖିଆ, ବେକେରୀ ଓ ମିଠା ଦୋକାନ ରହିଛି। ତେବେ ଅଧିକାଂଶ ଦୋକାନରେ ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଘଂନ କରାଯାଉଥିବା ଅଭିଯୋଗ ହୋଇଛି। ବିଶେଷ କରି ସହରରେ ଥିବା କେତେକ ମିଠା ଦୋକାନରେ ଏଭଳି...

ସୋଲାର ଜଳପ୍ରକଳ୍ପ ଅଧାପନ୍ତରିଆ

ଅମରପାଲି,୪ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣପାଲି ଗ୍ରାମରେ ଏବେ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟରେ ଥିବା ଏକ ଓ୍ବାର୍ଡ ବିଶିଷ୍ଟ ଏହି ଗାଁର ସମସ୍ୟା ପ୍ରତି କାହାର ଦଷ୍ଟି...

ଆଜିଠୁ ନାମାଙ୍କନ ଦାଖଲ

ବ୍ରହ୍ମପୁର ଅଫିସ,୪ା୩: ଚଳିତ ବର୍ଷ ପାଇଁ ଗଞ୍ଜାମ ଓକିଲ ସଂଘର ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ଦିନ ଧାର୍ଯ୍ୟ ହୋଇଛି। ଏନେଇ ୪ ରୁ ୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ସେହିପରି ୧୦ତାରିଖ...

ଢେଙ୍କାନାଳରୁ ଅଭିଯୁକ୍ତଙ୍କୁ ଆଣି ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁର ଅଫିସ,୪ା୩ ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନୀଙ୍କ ହତ୍ୟା ଘଟଣାରେ ଢେଙ୍କାନାଳ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁଙ୍କୁ ବ୍ରହ୍ମପୁର ଏସ୍‌ଡ଼ିଜେଏମ୍‌ଙ୍କ ନିର୍ଦ୍ଦେଶରେ କୋର୍ଟରେ ହାଜର କରାଯାଇଛି। ଶଙ୍କରକୁ ଶୁକ୍ରବାରଠାରୁ ୧୩ତାରିଖ ପର୍ଯ୍ୟନ୍ତ ସ୍ପେୟାରରେ ବ୍ରହ୍ମପୁର...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ବ୍ରହ୍ମପୁର ଅଫିସ,୪ା୩: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ଚିକିତ୍ସା ଅବହେଳାରୁ ପୁଣି ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରୋଗୀଙ୍କୁ ଆଇସିୟୁ ନ ମିଳିବାରୁ ରୋଗୀ ଜଣଙ୍କ ଗୁରୁତର ହୋଇ ଶେଷରେ ପ୍ରାଣ ହରାଇଥିବା ପରିବାର ଲୋକେ...

୧୫ରେ ଡ୍ରାଇଭର ମହାସଂଘର ଧର୍ମଘଟ

ଭଞ୍ଜନଗର,୪।୩(ଡି.ଏନ.ଏ): ଓଡ଼ିଶା ଡ଼୍ରାଇଭର ମହାସଂଘ ଆସନ୍ତା ୧୫ ତାରିଖରେ ୯ ଦଫା ଦାବି ନେଇ ରାଜ୍ୟବ୍ୟାପୀ ଧର୍ମଘଟ କରିବା ସହ ଅଖଚକ ବନ୍ଦ କରିବାକୁ ଚେତାବନୀ ଦେଇଛି । ଏନେଇ ଭଞ୍ଜନଗର ଶାଖା ପକ୍ଷରୁ ଶୁକ୍ରବାର ସହରରେ ଏକ ଶୋଭାଯାତ୍ରା...

ରାସ୍ତା ଅବରୋଧ କଲେ ଛାତ୍ରୀ

ଧାମନଗର, ୪।୩ (ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ମଙ୍ଗଳବାର କିଛି ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ଚପାଇ ଦେବା ପାଇଁ ପ୍ରଧାନ ଶିକ୍ଷୟିତ୍ରୀ ଉଦ୍ୟମ କରିଥିବା...

ଟଙ୍କା ପାଇଁ ତଣ୍ଟି କାଟିଲେ ସାନଭାଇ

ସୋର,୪୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସବିରା ପଞ୍ଚାୟତର ମୁନିସବିରା ଗ୍ରାମର ରଘୁନାଥ ବେହେରା (୩୫) ଓ ତାଙ୍କ ସ୍ତ୍ରୀ ପ୍ରଭାତିଙ୍କୁ ଗଳାକାଟି ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ରଘୁନାଥଙ୍କ ସାନଭାଇ ମଧୁସୂଦନ ବେହେରା ହିଁ ମୁଖ୍ୟ...

ନୂଆ ରୂପରେ ଚମକିବ ଭୂଆବନ୍ଧ

ଭୋଗରାଇ, ୩।୩(ଡି.ଏନ.ଏ.):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବନ୍ୟା ପ୍ରତିରୋଧକ ଭୂଆବନ୍ଧ ଏବେ ନୂଆ ରୂପ ନେବାକୁ ଯାଉଛି। ବ୍ରିଟିଶ୍‌ ଅମଳ ଏବଂ ମରହଟ୍ଟା ଅମଳର ନିର୍ମିତ ଏହି ଭୂଆବନ୍ଧ ଦକ୍ଷିଣଭୋଗରାଇ ୩୨ ପଞ୍ଚାୟତକୁ ବନ୍ୟା ଦାଉରୁ ରକ୍ଷା ପାଇଁ ପାଚେରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri