ଆମ ଜିଲା ଖବର

ରାସ୍ତାକୁ ଦୁର୍ଘଟଣାପ୍ରବଣ ଘୋଷଣା ପାଇଁ କେନ୍ଦ୍ରାପଡ଼ା ଆର୍‌ଟିଓଙ୍କୁ ଚିଠି

ଆଳି,୩ା୩ (ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ଆଳି ଥାନା ଅନ୍ତର୍ଗତ ସିଙ୍ଗିରି କଟବନ୍ଧ ଛକ ନିକଟରେ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଥିବାରୁ ଓ ଆଇନ ଶୃଙ୍ଖଳା ବ୍ୟାହତ ହେଉଥିବାରୁ ପୋଲିସ ମୁଣ୍ଡ ବ୍ୟଥାର କାରଣ ପାଲଟୁଛି। ଏହି...

ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି ବେଣାଗଛ

ପଟ୍ଟାମୁଣ୍ଡାଇ,୩ା୩(ସ୍ବ.ପ୍ର .): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଉର୍ବର ଚାଷ ଜମିରେ ବେଣାଗଛ ହେବା ଯୋଗୁ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବାରେ ବେଣାଗଛ ବାଧକ ସାଜିଛି। ଏଥିଯୋଗୁ ଶତାଧିକ ଏକର ଉର୍ବର ଚାଷ ଜମି ପଡ଼ିଆ...

ରହସ୍ୟରେ ଭିସୁଟ୍‌ ପୁରାତନ ଛାତ୍ରୀ ମୃତ୍ୟୁ ଘଟଣା

ସମ୍ବଲପୁର,୩ା୩(ବ୍ୟୁରୋ):ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଉଦ୍ଧାର ହୋଇଥିବା ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ଏବେ ରହସ୍ୟଘେରକୁ ଠେଲି ହୋଇଯାଇଛି। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ତଦନ୍ତ ପାଇଁ...

ଘର ଉପରେ ୧୧ କେଭି ବିଦ୍ୟୁତ୍‌ ତାର

ନାଉଗାଁ,୩ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗ୍ରାମର ମଲିକ ସାହି ଦେଇ ୧୧ କେଭି ବିଦ୍ୟୁତ୍‌ ତାର ଯାଇଛି। ଏହି ତାର ଗ୍ରାମର ୧୧ରୁ ଊର୍ଦ୍ଧ୍ୱ ପରିବାରଙ୍କ ବାସଗୃହ ଉପରେ ଯାଇଥିବା ବେଳେ ଆଉ କେତେଜଣଙ୍କ ଘରର ପଛ ପାର୍ଶ୍ୱରେ...

ଅଶୃଙ୍ଖଳା ପାଟନାଳୀ ସ୍ଲୁଇସ୍‌ ଗେଟ୍‌ ପାଇଁ ବିଶୃଙ୍ଖଳା

କେନ୍ଦ୍ରାପଡା ଅଫିସ,୩ା୩: ଜଳ ନିଷ୍କାସନ ପାଇଁ ସ୍ଲୁଇସ ଗେଟ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ ତଳକୁ କଲେ କବାଟର ଉପରି ଭାଗ ଅଞ୍ଚଳରେ ଜଳକୁ ରୋକି ହେଉନି। କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ ବିଭାଗ ଅନ୍ତର୍ଗତ...

ବିଦ୍ୟୁତ୍‌ ସଂଯୋଗ ମିଳିନି, ଆସିଲା ବିଲ୍‌

ରସୁଲପୁର,୩ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ କୃଷ୍ଣପଡ଼ା ଗ୍ରାମର ମା’ କିଆଶୁଣୀ ପାଣି ପଞ୍ଚାୟତ ଏବଂ ଓଡ଼ିଶୋ ପଞ୍ଚାୟତ ମେଳକ ଗ୍ରାମର ମା’ମଙ୍ଗଳା ପାଣି ପଞ୍ଚାୟତ ନଁାରେ ଟାଟା ପାୱାର ପକ୍ଷରୁ ମିଥ୍ୟା ବିଦ୍ୟୁତ୍‌ ବିଲ୍‌ ଇସ୍ୟୁ କରାଯାଇଛି। ଏହାକୁ...

ଲିଙ୍ଗଗତ ଅସମାନତା ଉପରେ ଲଣ୍ଡନରେ ପିଜି କରୁଛନ୍ତି ଶ୍ୱେତରୂପା

ପାରାଦୀପ,୩ା୩(ସ୍ବ.ପ୍ର.): ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ମେଧାବୀ ଛାତ୍ରୀ ଶ୍ୱେତରୂପା ମିଶ୍ର ଏବେ ଲଣ୍ଡନର ସୋଆସ(ସ୍କୁଲ ଅଫ୍‌ ଓରିଏଣ୍ଟାଲ ଆଣ୍ଡ୍‌ ଆଫ୍ରିକାନ୍‌ ଷ୍ଟଡିଜ) ବିଶ୍ୱବିଦ୍ୟାଳୟରେ ପିଜି କରୁଛନ୍ତି। ଲିଙ୍ଗଗତ ଅସମାନତା ଉପରେ ସେ ଭାରତର ଏକମାତ୍ର ଛାତ୍ରୀ ଭାବେ ଲଣ୍ଡନର...

ପୁଣି ଭିଜିଲାନ୍ସର ଖୋଳତାଡ଼

ଧର୍ମଶାଳା,୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ତରଞ୍ଜିଆ ପଞ୍ଚାୟତର ନୂଆ ପୋଖରୀ ନିର୍ମାଣ ଓ ଗଙ୍ଗାଧରପୁର ପଞ୍ଚାୟତ ଇମାମନଗର ଗ୍ରାମରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର ପୁଣି ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ। ଯାଜପୁର ଭିଜିଲାନ୍ସ ଡିଏସ୍‌ପି ସୁଶୀଲ...

ଠିକାଦାରଙ୍କ ସ୍ବାର୍ଥରେ ଏମ୍‌ଆଇପି ଯୋଜନା

ଯାଜପୁର ଅଫିସ/କୋରେଇ (ଡି.ଏନ.ଏ.),୩ା୩: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ,...

ଛାତ୍ରୀଙ୍କ ଗଳା କାଟିଦେଲେ ଯୁବକ

ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ ଛାତ୍ରୀଙ୍କ ଗଳା କାଟି ଦେଇଛନ୍ତି। ଛାତ୍ରୀ ଜଣକ ଯୁକ୍ତ ୨ ପରୀକ୍ଷା...

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା...

ପୂର୍ବତନ ସିଜେଆଇ ଏ.ଏମ୍‌. ଅହମଦୀଙ୍କ ପରଲୋକ

ନୂଆଦିଲ୍ଲୀ, ୨ା୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଅଜିଜ୍‌ ମୁଶାବର ଅହମଦୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଦକ୍ଷିଣ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri