ଆମ ଜିଲା ଖବର

ବନ୍ଦ ହେଲା ଖଣ୍ଡୋଲାଇଟ୍‌ ଖଣି

ଚଣ୍ଡିଖୋଲ,୨ା୩(ଡି.ଏନ୍‌.ଏ.): ଖ୍ରୀ.ପୂ. ୨ୟ ଶତାବ୍ଦୀର ପାରାଭାଡ଼ି ବୌଦ୍ଧସ୍ତୁପ ଅଞ୍ଚଳରେ ଓଡ଼ିଶା ମାଇନିଂ କର୍ପୋରେଶନ୍‌(ଓଏମ୍‌ସି) ଖଣ୍ଡୋଲାଇଟ୍‌ ଖଣି ଖନନ କରିବା ଦ୍ୱାରା ଐତିହାସିକ ପାରାଭାଡ଼ି ପାହାଡ଼ ନଷ୍ଟ ହୋଇଗଲା। ଏ ସମ୍ପର୍କରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ରେ ଖବର ପ୍ରକାଶ ପରେ...

ପୁରୁଣା ଭର୍ସନ କମ୍ପ୍ୟୁଟର କିଣିବାକୁ ଟେଣ୍ଡର

ଯାଜପୁର ଅଫିସ,୨ା୩: ଶିକ୍ଷାର ଗୁଣାମତ୍କ ମାନ ବୃଦ୍ଧି କରିବା ସହିତ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଓ ମାନସିକ ଶକ୍ତିର ବିକାଶ ନିମନ୍ତେ ସରକାର କମ୍ପ୍ୟୁଟର ମାଧ୍ୟମରେ ଶିକ୍ଷା ପଦ୍ଧତି ପ୍ରଣୟନ କରିଛନ୍ତି। ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଜପୁର ଜିଲାରେ ଓଡ଼ିଶା...

ସୌର ଶୀତଳ କକ୍ଷ ଘୋଷଣାରେ ସୀମିତ

ରସୁଲପୁର,୨ା୩(ଡି.ଏନ.ଏ.): ୨୦୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ପଞ୍ଚାୟତରେ, ଦୈନିକ ପରିବାହାଟ ନିକଟରେ ଓ ପରିବା ପରିବହନ କେନ୍ଦ୍ର ଆଦି ସ୍ଥାନରେ ସୌରଚାଳିତ ଶୀତଳ କକ୍ଷ ସ୍ଥାପନ ପାଇଁ ଘୋଷଣା କରାଯାଇଥିଲା। ହେଲେ ସରକାରଙ୍କ ଏତାଦୃଶ୍ୟ...

ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମି: ୭ ଦିନରେ ୬, ୨୩, ୬୩୨ କଇଁଛଙ୍କ ଅଣ୍ଡାଦାନ

ଗଞ୍ଜାମ,୨।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେ ସାମୁଦ୍ରିକ କଇଁଛମାନଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ସାତ ଦିନ ମଧ୍ୟରେ ସର୍ବକାଳୀନ ରେକର୍ଡ ସୃଷ୍ଟି ହୋଇଛି। ଗତ ଗୁରୁବାରଠାରୁ ବେଳାଭୂମିରେ ଆରମ୍ଭ ହୋଇଥିବା...

ପଟ୍ଟାମୁଣ୍ଡାଇ ବ୍ଲକରେ ଜଳ କଷ୍ଟ

ପଟ୍ଟାମୁଣ୍ଡାଇ,୨ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ମାର୍ଗ ବାହାରି ପାରୁନି। କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ କରାଯାଇ ଥିବା ପାନୀୟଜଳ ପ୍ରକଳ୍ପର ଓଭରହେଡ୍‌ ଟାଙ୍କି କାମରେ...

ଆସନ୍ତା ୧୪ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ମାଗଣାରେ ଦର୍ଶନ କରିବେ ଭକ୍ତ

ଛତ୍ରପୁର,୨।୩ (ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖଠାରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଅନୁଷ୍ଠିତ ହେବ । ଏହି ପର୍ବ ୪ ପାଳି ଅର୍ଥାତ୍‌ ମାର୍ଚ୍ଚ ମାସ ୧୪, ୨୧ ଓ ୨୮ ତାରିଖ ଏବଂ...

ମୟୂରଭଞ୍ଜରେ ପହଞ୍ଚିଲେ ୫-ଟି ସଚିବ

ବାରିପଦା ଅଫିସ,୨ା୩: ଗୁରୁବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଜିଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା’ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ...

ଅକାଳରେ ମରୁଛନ୍ତି ବନ୍ୟପ୍ରାଣୀ

କେନ୍ଦୁଝର,୨ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ  ଅନ୍ତର୍ଗତ ଘଟଗାଁଠାରୁ ପ୍ରାୟ ୧୦ କି.ମି. ଦୂର ଅଟେଇ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ ନଂ.୨୦ରେ ବୁଧବାର ଭୋର୍‌ ସମୟରେ ରାସ୍ତା ଅତିକ୍ରମ ସମୟରେ ଅଜଣା ଗାଡ଼ି ଧକ୍କାରେ...

କୁଲଡ଼ିହାରେ ପୁଣି ଏକ ଦନ୍ତା ଅସୁସ୍ଥ, ଚିନ୍ତାରେ ବନବିଭାଗ

ନୀଳଗିରି,୨।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଗତ ରବିବାର ଏକ ମାଈ ହାତୀର ମୃତ୍ୟୁ ପରେ ଅନ୍ୟ ଏକ ଦନ୍ତା ଅସୁସ୍ଥ ହେବା ନେଇ ବନବିଭାଗର ଚିନ୍ତା ବଢ଼ିଯାଇଛି। ଦନ୍ତାର ବୟସ ୩୦ରୁ ୪୦ବର୍ଷ ହେବ ବୋଲି...

ସୂର୍ଯ୍ୟମୁଖୀ ଚାଷକୁ ମିଳୁନି ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୨ା୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ। ପ୍ରଥମ ବର୍ଷର ଅଭିଜ୍ଞତା ସେମାନଙ୍କୁ...

ଭିସୁଟ୍‌ ପୁରାତନ ଛାତ୍ରୀଙ୍କ ମୃତଦେହ ମିଳିଲା

ସମ୍ବଲପୁର,୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍‌ ଉପରୁ ଡେଇଁ ନିଖୋଜ ଥିବା ଭିସୁଟ୍‌ ଆଇଟି ବିଭାଗ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ବୁଧବାର ସକାଳେ ପାୱାର ଚ୍ୟାନେଲରୁ ଜବତ କରିଛି। ପ୍ରିୟଦର୍ଶିନୀଙ୍କ...

ମାସକ ମଧ୍ୟରେ ଧାର୍ଯ୍ୟଲକ୍ଷ୍ୟ ପୂରଣ ନେଇ ସନ୍ଦେହ

ନାଉଗାଁ ,୨ା୩ (ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପାଇଁ ୭ଟି ମଣ୍ଡି ଖୋଲାଯାଇଛି। ସେଥିମଧ୍ୟରୁ ୬ଟି ସୋସାଇଟି ରହିଥିବା ବେଳେ ପ୍ରଥମ ଥର ନନ୍ଦମଣୀ ସ୍ବୟଂ ସହାୟିକା ଦଳକୁ ଧାନ ସଂଗ୍ରହ ପାଇଁ ଦାୟିତ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri