ଆମ ଜିଲା ଖବର

ସୁରକ୍ଷିତ ନୁହେଁ ଶିଶୁ ଉଦ୍ୟାନ

ସୁନାବେଡ଼ା, ୧।୩(ସ୍ବ.ପ୍ର.): ବହୁଦିନ ଧରି ହାଲ୍‌ ଟାଉନଶିପର ବିଭିନ୍ନ ନିଛାଟିଆ ଅଞ୍ଚଳ ଏବେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ଏନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ପୋଲିସ ପାଟ୍ରୋଲିଂ ଦାବି ହୋଇଥିଲେ ମଧ୍ୟ ଏହାର କୌଣସି...

ଠିକ୍‌ ସମୟରେ ପିଡିଏସ୍‌ ଚାଉଳ ଦେଉନି ଏସ୍‌ଏଚ୍‌ଜି

ରାୟଗଡ଼ା,୧।୩(ସ୍ବ.ପ୍ର.): ବିଭିନ୍ନ ପଞ୍ଚାୟତରେ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ହିତାଧିକାରୀଙ୍କୁ ପିଡିଏସ୍‌ ଚାଉଳ ବଣ୍ଟନ କରାଯାଉଛି। ତେବେ କାଶୀପୁର ବ୍ଲକ ଅଡ଼ାଜୋର ପଞ୍ଚାୟତର ୭ଟି ଗ୍ରାମରେ ହିତାଧିକାରୀମାନେ ଠିକ୍‌ ସମୟରେ ଚାଉଳ ପାଉ ନ ଥିବା ଅଭିଯୋଗ ହୋଇଛି। ଏହି...

ଚଞ୍ଚକତା କରି ଜମି ହଡ଼ପ

ଢେଙ୍କାନାଳ ଅଫିସ, ୧।୩: ଢେଙ୍କାନାଳ ଜିଲାରେ ଜମି ମାଫିଆଙ୍କ ପ୍ରାଦୁର୍ଭାବ କମୁନାହିଁ। ବିଭିନ୍ନ ଉପାୟରେ ଚଞ୍ଚକତା କରି ସେମାନେ ଜମି ହଡ଼ପ କରି ନେଉଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଅଭିଯୋଗରେ ପୂର୍ବରୁ ଜଣେ ଅତିରିକ୍ତ ତହସିଲଦାରଙ୍କ ସମେତ ତହସିଲ...

ହିନ୍ଦୋଳ ରାଜନୀତି ଚଳଚଞ୍ଚଳ

ହିନ୍ଦୋଳ, ୧।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିରେ ଆସନ୍ତା ଏପ୍ରିଲ ୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପଟେ ନିର୍ବାଚନୀ ବିଗୁଲ୍‌ ବାଜିବା ପରେ ସହରାଞ୍ଚଳ ରାଜନୈତିକ ବାତାବରଣରେ ଉଷ୍ମତା ପରିଲକ୍ଷିତ ହୋଇଛି।...

ଉପାନ୍ତ ଅଞ୍ଚଳ ବିକାଶକୁ ଗୁରୁତ୍ୱ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ଦୁର୍ଗମ ତଥା ଉପାନ୍ତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ...

୩ ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ

ବଇଣ୍ଡା, ୧।୩(ଡି.ଏନ.ଏ.): ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ଅଭିମୁଖି କରିବା ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ହେଲେ ଅନେକ ସ୍କୁଲରେ ଏହି ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ବିଶେଷକରି ଜଙ୍ଗଲ ଅଞ୍ଚଳରେ ଥିବା ବିଦ୍ୟାଳୟଗୁଡିକରେ ଠିକଣା ଭାବେ ଚାଉଳ...

ଡିସେମ୍ବର ସୁଦ୍ଧା ଇନର ରିଙ୍ଗ ରୋଡ୍‌

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ସହର ପ୍ଲାନିଂରେ ଯୋଡିହେବ ଇନର ରିଙ୍ଗ ରୋଡ୍‌। ଜିଲାପାଳଙ୍କ ଏହି ପରିକଳ୍ପନା ପରେ ଏ ନେଇ ପ୍ରଶାସନ ପକ୍ଷରୁ ମଙ୍ଗଳବାର ସର୍ଭେ ଆରମ୍ଭ ହୋଇଛି। ଆସନ୍ତା ଡିସେମ୍ବର ସୁଦ୍ଧା ଯୋଜନାକୁ ରୂପାୟନ କରାଯିବ। ଫଳରେ...

ଷ୍ଟାଣ୍ଡପୋଷ୍ଟରେ ଜଳ ଯୋଗାଣ ବନ୍ଦ

ବ୍ରହ୍ମପୁର ଅଫିସ,୧।୩:  ବ୍ରହ୍ମପୁର ସହରରେ ଜଳ ସଙ୍କଟର ସ୍ଥାୟୀ ସମାଧାନ ଓ ୨୪ ଘଣ୍ଟିଆ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାନିବିଲି ବୃହତ୍‌ ପ୍ରକଳ୍ପ ନିମନ୍ତେ ନୂତନ ପଦକ୍ଷେପ ନିଆଯାଇଛି। କିନ୍ତୁ ଉକ୍ତ ପ୍ରକଳ୍ପରୁ...

କାର୍ଯ୍ୟରେ ଲାଗୁନି ଗୋଷ୍ଠୀ ଶୌଚାଳୟ

ଖଜୁରିପଡ଼ା,୧।୩:  ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି କାର୍ଯ୍ୟରେ ଲାଗୁ ନାହିଁ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛି ପ୍ରତ୍ୟେକ...

ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି

ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍‌ଏସ୍‌ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା ନୋଟିସରେ ବଦଳି କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଇଆର୍‌ଏସ୍‌ ରେସମା ଲେଖାନୀ ଶ୍ରୀମନ୍ଦିରକୁ...

ପ୍ରକଳ୍ପ କାମ ଶୀଘ୍ର ସାରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଶେରଗଡ଼/ ହିଞ୍ଜିଳିକାଟୁ, ୧।୩(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜୋତି ପରିଡ଼ା। ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, କ୍ଷୁଦ୍ର ଜଳସେଚନ, ଉଠା...

ବଜାରରେ ବୁଲିଲା ଗୋଠଛଡ଼ା ଦନ୍ତା

ତେଲକୋଇ,୧।୩(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବଜାର ଅଞ୍ଚଳରେ ମଙ୍ଗଳବାର ଏକ ଗୋଠଛଡ଼ା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଥିଲା। ବଜାର ପାର୍ଶ୍ୱରେ ଥିବା କ୍ଷେତରେ ପଶି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛି। ଫଳରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri