ଆମ ଜିଲା ଖବର

ଆମ୍ବ ଟାକୁଆ ଖାଇ ମୃତ ଘଟଣା: ସାଧାରଣ ଚାଉଳ ବଣ୍ଟନ ଆରମ୍ଭ, ୨ ମୃତକଙ୍କ ଚାଉଳ ପାଇବା ପାଇଁ…

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ ): ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ଘଟଣା ପରେ ପ୍ରଶାସନ ତତ୍ପର ହୋଇପଡିଛି । ଅକ୍ଟୋବର ମାସ ଠାରୁ ଡିସେମ୍ବର ପର୍ଯ୍ୟନ୍ତ ତିନିମାସର ଚାଉଳ ବଣ୍ଟନ କାର୍ଯ୍ୟ ବ୍ରାହ୍ମଣୀଗାଁ ବହୁ ମୁଖି...

ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗିରଫ କରିବା ପରେ ତାଙ୍କୁ କୋର୍ଟ...

ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର ଘଟଣାରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛ। ରୁନୁ ମାଝୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ...

ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ...

ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ୨ଜଣ ରାଜସ୍ଥାନର ବୋଲି ସୂଚନା ମିଳିଛି। ସେମାନେ ସହରରେ ବୁଲି ବୁଲି...

ହସ୍ପିଟାଲରେ ଭର୍ତ୍ତି ହେଲେ ବରିଷ୍ଠ ଭାଜପା ନେତା

କଟକ,୧।୧୧: ବରିଷ୍ଠ ଭାଜପା ନେତା ସମୀର ଦେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲର ତାଙ୍କୁ ଭର୍ତ୍ତି କରାଯାଇଛି। ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସମୀର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା ଗସ୍ତରେ ଯାଇ  ମୁଖ୍ୟମନ୍ତ୍ରୀ ମୋହନ ମାଝି ଖବରଦାତାଙ୍କୁ ଏଭଳି କହିଛନ୍ତି। ସେ କହିଛନ୍ତି...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍‌ ଗ୍ୟାରେଜରେ ବିଦ୍ୟୁତ୍‌ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର କଂଗ୍ରେସ ସାହୁଙ୍କ ଏକମାତ୍ର ପୁଅ ଆଲୋକ ସାହୁ(୧୭)। ଆଲୋକ ବୁଗୁଡା ପିପୁଲ୍ସ କଲେଜରେ...

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା...

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ ଏଭଳି ଘଟଣା ସାମ୍‌ନାକୁ ଆସିଛି। ୧୧ ଦିନ ଧରି ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ...

ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ ବିଭାଗର ମନ୍ତ୍ରୀ। ସେପଟେ ସ୍ବାସ୍ଥ୍ୟ...

ବୁଢା ମାଣ୍ଡିଆକୁ ଜିଆଇ ଟ୍ୟାଗ୍‌ ପାଇଁ ପ୍ରୟାସ ଆରମ୍ଭ: ଚାଲିଛି ସର୍ଭେ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ): କ୍ଷୁଦ୍ରଦାନା ଶସ୍ୟର ବହୁଳ ବ୍ୟବହାରକୁ ନେଇ ରାଜ୍ୟ ସରକାର ଲୋକଙ୍କ ପାଇଁ ଶ୍ରୀ ଅନ୍ନ ଅଭିଯାନ ମାଧ୍ୟମରେ ଜନସଚେତନ କାର୍ଯ୍ୟ କରୁଛନ୍ତି। ହଜିଯାଇଥିବା ପାରମ୍ପରିକ ଖାଦ୍ୟର ପୁନରୁଦ୍ଧାର ପାଇଁ ପ୍ରୟାସ କରାଯାଉଛି। ଏହି କ୍ରମରେ ମଣିଷ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri