ଆମ ଜିଲା ଖବର

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା...

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜରେ ଆଣ୍ଟିଂ ରାଗିଂ କମିଟିର ବୈଠକ ପରେ ପ୍ରମାଣ...

ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ...

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ ଜଳିପୋଡ଼ି ଛାରଖାର ହୋଇଯାଇଛି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ...

ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି...

ଘରୋଇ ହସ୍ପିଟାଲକୁ ସିଲ୍‌ କରିବା ପାଇଁ ଉପଜିଲାପାଳଙ୍କ ନିର୍ଦ୍ଦେଶ

କଟକ,୩୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସିଡିଏସ୍ଥିତ ନ୍ୟୁ ବର୍ନ ଆଣ୍ଡ୍‌ ପେ୍‌ ହେଲ୍‌ଥ ସେଣ୍ଟର ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ। କଟକ ଉପଜିଲାପାଳ ଜ୍ୟୋତିଶଙ୍କର ରାଏଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ହସ୍ପିଟାଲରେ...

ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଜେଲ୍‌ ଗଲେ ସ୍ବାମୀ

ଦିଗପହଣ୍ଡି,୩୦ା୧୦:(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ ୪୨୧/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ...

କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ଖାଦ୍ୟର ବଢୁଛି ଚାହିଦା, ହଜି ଯାଉଥିବା ପାରମ୍ପରିକ ଚାଷକୁ…

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ବଢୁଛି ପାରମ୍ପରିକ ଖାଦ୍ୟର ଚାହିଦା। ହଜିଯାଇଥିବା ଖାଦ୍ୟର ପୁନରୁଦ୍ଧାର ସହ ସ୍ବାସ୍ଥ୍ୟର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଶ୍ରୀ ଅନ୍ନ ଅଭିଯାନରେ ବ୍ୟାପକ ଜନସଚେତନ କାର୍ଯ୍ୟ କରାଯାଉଛି। ପାରମ୍ପରିକ ଶସ୍ୟରେ ବିଭିନ୍ନ ଖାଦ୍ୟ ତଥା କାଙ୍ଗୁ ଖିରି,...

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା ପରେ ଝରିଗାଁରେ ଏତିକି ଟଙ୍କା କମିଲା ପେଟ୍ରୋଲ-ଡିଜେଲ ଦର

ଝରିଗାଁ,୩୦ା୧୦: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ପରେ ମଙ୍ଗଳବାର ରାତି୧୨ଟାରୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଥିବା ସମସ୍ତ ପେଟ୍ରୋଲ ଟାଙ୍କିରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଛି। ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ଝରିଗାଁ ବ୍ଲକର ପେଟ୍ରୋଲ...

ସରକାରୀ ରାସ୍ତା ଉଚ୍ଛେଦ ପାଇଁ ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

କେସିଙ୍ଗା,୩୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ପଞ୍ଚାୟତ ଅଧିନସ୍ଥ ଡୁମେର ମୁଣ୍ଡା ଗ୍ରାମ ନିକଟରେ ଥିବା ବିଶ୍ୱନାଥ ରାଇସ ମିଲ୍‌କୁ ସଂଯୋଗ ହୋଇଥିବା ସରକାରୀ ଗୋଚର ଜମି ଉପରେ ରାସ୍ତା ନିର୍ମାଣ କରି ଥିବାରୁ ଗ୍ରାମବାସୀ ଜିଲାପାଳଙ୍କ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଦାୟିତ୍ୱ ନେଲେ ବିନୋଦ ବେହେରା, କହିଲେ ରାଜସ୍ବ ସମମ୍ବନ୍ଧୀୟ ସେବା ଯେମିତି…

ପୁରୁଷୋତ୍ତମପୁର,୩୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବେ ବିନୋଦ କୁମାର ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ବର ମହାନଗର ନିଗମର ଡେପୁଟି କମିଶନର ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ଥିବା ତହସିଲଦାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri