ଆମ ଜିଲା ଖବର

ଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓ

କେନ୍ଦ୍ରାପଡ଼ା,୩୦।୧୦: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏହାର ତଦନ୍ତ ନିର୍ଦ୍ଦେଶ...

କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧିକଲେ ହାଇକୋର୍ଟ, ଜାଣନ୍ତୁ କେତେ ପର୍ଯ୍ୟନ୍ତ ବଢ଼ିଲା…

କଟକ,୩୦ା୧୦: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ/ସିପାହୀ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି କରିଛନ୍ତି। ନଭେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ କରିପାରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।...

୩୫ ଲକ୍ଷ ଟଙ୍କା ବିନିମୟରେ ହେବ ସଂସ୍କୃତି ଭବନ

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକକଳା ଦିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଦସ୍ୟ ମହେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ...

ଦୁଲୁକିଲା ଦାରିଙ୍ଗବାଡି: ପାରମ୍ପରିକ ଲୋକ କଳା ଦ୍ୱିତୀୟ ବର୍ଷ ମହୋତ୍ସବ, ବାଦ୍ୟ, ନୃତ୍ୟରେ…

ଦାରିଙ୍ଗବାଡି,୩୦।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକ କଳା ଦ୍ୱିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଲୋକକଳା ସଂଗଠନର ଜିଲା ସଦସ୍ୟ ମହେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅତିଥିଭାବେ...

ଗର୍ଭବତୀ କିରାଣିଙ୍କୁ ସିଡିପିଓଙ୍କ ନିର୍ଯାତନା: କରୁଣ କାହାଣୀ ବଖାଣିଲେ, ପେଟରେ ମଲା…

ଡେରାବିଶ,୩୦।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ୍‌ ମହିଳା ଓ ଶିଶୁ ସମନ୍ବିତ ବିଭାଗର ଜଣେ ଗର୍ଭବତୀ କିରାଣିଙ୍କୁ ସିଡିପିଓ ନିର୍ଯାତନା ଦେବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହେବା ଅଭିଯୋଗ ଘଟଣା ଏବେ କେବଳ କେନ୍ଦ୍ରାପଡ଼ା...

ଦର ବୃଦ୍ଧି ସତ୍ତ୍ୱେ ଧନତେରସରେ ୨୫ କୋଟିର ବ୍ୟବସାୟ

ବ୍ରହ୍ମପୁର,୩୦।୧୦(ସ୍ମୃତି ରଞ୍ଜନ ମହାଲିକ): ଧନତେରସ ଓ ଅକ୍ଷୟ ତୃତୀୟା ଭଳି ଦିନରେ ଗହଣା ସାମଗ୍ରୀ କିଣିଲେ ଶୁଭ ଓ ମା ଲକ୍ଷ୍ମୀଙ୍କ ଆଶୀର୍ବାଦ ରହିଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି। ଯାହାକୁ ନେଇ ଏହି ଦିନ ମାନଙ୍କରେ ସହରର ସୁନା...

ବାତ୍ୟା ଗଲା, ସରିଲାନି ଦୁର୍ଦ୍ଦଶା

ସିମୁଳିଆ, ୩୦।୧୦(ସନ୍ତୋଷ ନାୟକ): ଗୁରୁବାର ରାତିରୁ ଶୁକ୍ରବାର ଅପରାହ୍ନ ପର୍ଯ୍ୟନ୍ତ ବାତ୍ୟା ‘ଦାନା’ର ତାଣ୍ଡବ ଜାରି ରହିବା ପରେ ଥମିଯାଇଥିଲା। ତେବେ ବାତ୍ୟା ଛାଡ଼ିଯିବା ପରେ ମଧ୍ୟ ଜନସାଧାରଣଙ୍କ ଦୁର୍ଦ୍ଦଶା ସରିନାହିଁ। ବାତ୍ୟାରେ ସିମୁଳିଆ ବ୍ଲକରେ ହଜାର ହଜାର ଗଛ...

ସାଂଘାତିକ ଗୋଷ୍ଠୀ ସଂଘର୍ଷ:୩ ମହିଳା ସହ ୫ ଜଣଙ୍କୁ ନିର୍ମମ ହତ୍ୟା, ୪ ଗୁରୁତର

ସୁନ୍ଦରଗଡ,୩୦/୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ...

୮୪୩ ଜିଓ ଟ୍ୟାଗ୍‌ଡ ଅଧିକାରୀଙ୍କ ଦରମା ବନ୍ଦ

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍‌ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି ା ଏ ନେଇ ଜିଲାପାଳ ହେମକାନ୍ତ ସୟ ବିଭାଗୀୟ ଚିଠି ନଂ. ୮୪୫୯/୨୮ ଅକ୍ଟୋବର...

‘୫ ମାସ ହେଲା ଦଳରେ ଅଣଦେଖା ହେଉଥିଲି’, ବିଜେଡି ଛାଡିଲେ ଶ୍ରେଷ୍ଠ ବିଧାୟିକା ସୁନନ୍ଦା ଦାସ

ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ...

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର...

ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri