ଆମ ଜିଲା ଖବର

ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୯ା୧୦: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପୁଣି ଓଡ଼ିଶା ଆସିବ ୫ ବାଘୁଣୀ

ଭୁବନେଶ୍ୱର,୨୯।୧୦: ରାଜ୍ୟରେ ବାଘ ବଂଶ ବିସ୍ତାର ପାଇଁ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏନେଇ କିଛିଦିନ ତଳେ ମହାରାଷ୍ଟ୍ରରୁ ଏକ ମହାବଳ ବାଘୁଣୀ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ବାଘୁଣୀଙ୍କୁ ଅଣାଯାଇଛି। ଏଭଳି...

ବିବାହକୁ ପୁରିନି ୭ ମାସ: ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ,୨୯ା୧୦(ରତନ ନାୟାର): ଢେଙ୍କାନାଳ ସହର ଗାନ୍ଧୀ ମନ୍ଦିର ରୋଡ୍‌ର ଶରତ ମହାପାତ୍ରଙ୍କୁ ଗତ ୭ ମାସ ତଳେ ବିବାହ କରିଥିବା ମୌସୁମୀ ମଧୁସ୍ମିତାଙ୍କ ରବିବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନ...

ପରକୀୟା ପ୍ରୀତି: ତହସିଲଦାରଙ୍କ ଡ୍ରାଇଭରଙ୍କୁ ଉଲଗ୍ନ କରି ଆଣ୍ଠେଇ ଚଲାଇଲେ

ପାଟଣା,୨୯ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପାଟନାଳୀ ସାହିରେ ପରକୀୟା ପ୍ରୀତିକୁ ନେଇ କଙ୍ଗାରୁ କୋର୍ଟ ହୋଇଛି। ଜଣେ ଯୁବକଙ୍କୁ ଗ୍ରାମବାସୀ ମାଡ଼ ମାରିବା ସହ ଉଲଗ୍ନ କରି ଆଣ୍ଠେଇ ଚଲାଇଥିବା ଜଣାପଡ଼ିଛି। ଘଟଣାର ଭିଡିଓ...

ସିମନବାଡି ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ଦାରିଙ୍ଗବାଡି,୨୯।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ବଢୁଛି ଚୋରି। ସୋମବାର ବିଳମ୍ବିତ ରାତିରେ ସିମନବାଡିର ବ୍ୟବସାୟୀ ବିଭୁତିଭୂଷଣ ସାହୁଙ୍କ ଗୋଦାମରୁ ଏକାଧିକ ହଳଦୀ ବସ୍ତା ଚୋରିଯାଇଛି, ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ...

ନଭେମ୍ବର ଆରମ୍ଭରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟ ବାୟୁମଣ୍ଡଳରେ ଏକ ପୂର୍ର୍ଣ୍ଣିି ବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ଜଳୀୟବାଷ୍ପକୁ ଧରି ରଖିଥିବାରୁ ରାଜ୍ୟରେ ତାପମାତ୍ରା କମୁନାହିଁ। ଏହା ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେବାରେ ବାଧା ସୃଷ୍ଟି କରୁଛି। କେବଳ...

ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ

ଭୁବନେଶ୍ୱର,୨୯।୧୦ (ସୁନିତ୍‌ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍‌ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର କରିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଶ୍ରମିକମାନେ ବରଗଡ଼ ଜିଲା ଗାଇସିଲେଟ ଥାନା...

ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରରେ ଲିଖିତ ଅଭିଯୋଗ କରାଯାଇଛି। ସୂଚନା ଯୋଗ୍ୟ, ଓଡ଼ିଶା ପଞ୍ଚାୟତିରାଜ...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତି ଲେଖା ବାରିକ ଏହି...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ବ୍ୟାଚର ଆଇଏଏସ ଅଫିସର ଦାସ ଆସନ୍ତା...

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଉପସ୍ଥିତ ନ ଥିବାରୁ ଏହାକୁ ଅତିରିକ୍ତ ଜିଲାପାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri