ଆମ ଜିଲା ଖବର

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୭ ଟାରେ ୨ଜଣ ଅଜଣା ଦୁର୍ବୃତ୍ତ ଏକ ବୁଲେଟରେ ଆସି ଜଣେ...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ ହୋଇଥିବା ଏଭଳି ଏକ ଜାଲିଆତି ପଦାକୁ ଆସିଛି। ଏ ନେଇ ଉପଜିଲାପାଳ ପ୍ରସନ୍ନ...

ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର ନେମ୍ପେର ରୟାଲ ୟୁନିଭରସିଟି ଅଫ୍‌ ଲ’ ଆଣ୍ଡ୍‌ ଇକୋନିମିକ୍ସରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ ବୋକାରୋର ବୋଲି ଜଣାପଡ଼ିଛି। ଗତ କିଛି ଦିନ ହେବ ଉଭୟ ବଲାଙ୍ଗୀର ସହର...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର ଗଞ୍ଜାମ ଥାନାକୁ ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏଥିସହ...

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ। ଘରେ ବା ଦାଣ୍ଡଦୁଆରେ ଦୀପ ଜଳିଲେ ଅମାବାସ୍ୟା ରାତି ହୋଇଉଠେ ଆଲୋକମୟ। ହେଲେ...

କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ

ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି କଫି ବଗିଚା ସମେତ କଫି କାଫେ, ଡୁଲୁରୀ ପାଇନ ବଣ ବୁଲି ଦେଖିଛନ୍ତି।...

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଓଡ଼ିଶା ମ୍ୟୁନିସିପାଲ ମାନୁଆଲ...

ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍‌ କ୍ୟାମେରା ଖଞ୍ଜିଲା ବନ ବିଭାଗ

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଛି। ନରସିଂହଗଡ଼ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲକୁ...

ଜଙ୍ଗଲରୁ ମଳିଲା ମହିଳାଙ୍କ ମୃତଦେହ: ହତ୍ୟା କରି…

ଶେରଗଡ,୨୬ା୧୦(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ ବ୍ଳକ ଅଧୀନ ବାଦଗଡ ଗ୍ରାମ ଠାକୁରାଣୀ ମନ୍ଦିର ନିକଟସ୍ଥ ଶାଗୁଆନ ଜଙ୍ଗଲରୁ ଜଣେ ମହିଳାଙ୍କ ମୃତଦେହ ଜବତ ହୋଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୧୭/୨୪) ରୁଜୁ କରି...

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌...

ବାତ୍ୟା ପରେ ଦୁଃଖ ଦେଉଛି ବର୍ଷାପାଣି

ତିହିଡ଼ି,୨୬ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପ୍ରଭାବରେ ୩ଦିନ ଧରି ଲଗାଣ ବର୍ଷା ହୋଇଛି। ଯାହାଫଳରେ ତିହିଡ଼ି ବ୍ଲକର ବିଭିନ୍ନ ଗାଁକୁ ବର୍ଷାପାଣି ପ୍ରବେଶ କରିଛି। ଗୁଆମାଳ ପଞ୍ଚାୟତର ଇଶାଣପୁର ଗାଁଦାଣ୍ତରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ଏଥିଯୋଗୁ ଗ୍ରାମବାସୀ ବିଭିନ୍ନ ସମସ୍ୟାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri