ଆମ ଜିଲା ଖବର

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି। ମାନସ ଡେରା...

ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ ମାଲ ବୋଝେଇ ଟ୍ରକ ମାଲିକ ଫେଡେରେସନ ପକ୍ଷରୁ ଏକ ଦାବିପତ୍ର ଗତ ୭...

ଟଳିନି ବିପଦ: ଗାଁରେ ପଶିଲା ବନ୍ୟାଜଳ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ) ବାତ୍ୟା ଦାନା ପରେ ବାଲେଶ୍ୱରରେ ଲାଗିରହିଛି ଲଗାଣ ବର୍ଷା l ଉପରମୁଣ୍ଡରୁ ପ୍ରବଳ ବର୍ଷା ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ହୋଇ ଶନିବାର ବନ୍ୟା ପରିସ୍ଥିତି ଦେଖାଦେଇଛି। ସଦର ବ୍ଲକ ଅନ୍ତର୍ଗତ ବଇଁଚl, ସିନ୍ଧିଆ, ଗୋପୀନାଥପୁର,...

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ବସର କର୍ମଚାରୀ ଦମକଳ ବାହିନୀକୁ ଖବର ଦେଇଥିଲେ l...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ ଡ୍ରେନ ସଫା କରାଯାଉଛି l ଉକ୍ତ ସ୍ଥାନରେ କେଭିନ ଓ ଉଠା ଦୋକାନ...

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ ଚାଷ ଜମି ଜୁଆର ପାଣି ମାଡି ନଷ୍ଟ ହୋଇଛି l ଶନିବାର ଭାଜପା...

ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି

ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ସମେତ ସାହି ବସ୍ତି ଜଳମଗ୍ନ ହୋଇଛି l...

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା। ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଗୁରୁବାର ସନ୍ଧ୍ୟାରେ...

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ଖୋଲିବ। ତେବେ ବାତ୍ୟା ସମୟରେ ପ୍ରାଣୀଙ୍କ ସୁରକ୍ଷା ପାଇଁ...

ଧନୁଯାତ୍ରା ପୂର୍ବରୁ ତେଜୁଛି ଦାବି:ବିବାଦୀୟଙ୍କୁ ମହୋତ୍ସବରୁ ବାଦ୍‌ ଦିଆଯାଉ

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୨ମାସ ୧ସପ୍ତାହ ବାକି ରହିଲା। ଏପର୍ଯ୍ୟନ୍ତ ମହୋତ୍ସବକୁ ନେଇ ଧନୁଯାତ୍ରା କମିିଟିର ସାଧାରଣ ପରିଷଦ ବୈଠକ ବସିନାହିଁ। ଅନ୍ୟପଟେ କଂସ ଅଭିନେତାଙ୍କଠାରୁ ଆରମ୍ଭ କରି କମିଟିକୁ ନେଇ...

ଗର୍ଜିଲେ ସ୍ବଚ୍ଛକର୍ମୀ: ମିଳିନି ୪ ମାସର ଦରମା

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛକର୍ମୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପାରିଶ୍ରମିକ ମିଳି ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ଶତାଧିକ ସ୍ବଚ୍ଛକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଧାରଣାରେ ବସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ...

ରାସ୍ତାରୁ ଗଛକାଟି ସଫାକଲେ ବିଧାୟକ

ରାଜନଗର, ୨୬ା୧୦(ଭାସ୍କର ରାଉତରାୟ):ବାତ୍ୟା ଦାନା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛି। ବାତ୍ୟାର ତାଣ୍ଡବରେ ବହୁ ଗଛ ଭାଙ୍ଗିଛି। ଶୁକ୍ରବାର ସକାଳୁ ସ୍ଥାନୀୟ ବିଧାୟକ ଧ୍ରୁବ ସାହୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ବେଳେ ରାସ୍ତାରେ ପଡ଼ିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri