ଆମ ଜିଲା ଖବର

ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ। ପୂର୍ବରୁ ବର୍ଷା ଆଶଙ୍କାରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଭିଯୁକ୍ତମାନେ ଗଛରେ ବାନ୍ଧି...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର ଜିଲାର ଉମରକୋଟ ବ୍ଲକରେ ବିଡିିଓ ଏବଂ  ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟନିର୍ବାହୀ...

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ ବିପୁଳ ପରିମାଣର ବାଣ ଜବତ କରିଛି। ସୁଚନାନୁଯାୟୀ, ଉମରକୋଟ ପୁରୁଣା ବ୍ୟାଙ୍କ ରୋଡ୍‌ଠାରେ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ଓଡିଶା...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଶ୍ମଶାନରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା...

ଶନିବାର କେନ୍ଦୁଝରର ସମସ୍ତ ସ୍କୁଲ ଛୁଟି: ପିଲାଙ୍କ ଛୁଟି, ଶିକ୍ଷକ ରହିବେ ଉପସ୍ଥିତ  

କେନ୍ଦୁଝର,୨୫।୧୦(ନରେଶଚନ୍ଦ୍ର ପଟ୍ଟନାୟକ): ବାତ୍ୟା ଦୁର୍ବଳ ହୋଇଛି ସତ ହେଲେ ବିପଦ ଟଳିନି। ଏବେ ବି ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ବର୍ଷାର ଭୟ ଅଛି। ଏ ନେଇ ରେଡ ଆର୍ଲଟ ମଧ୍ୟ କରାଯାଇଛି। ପାଣିପାଗ ପୂର୍ବାନୁମାନ କହୁଛିଯେ, ଶନିବାର ପ୍ରବଳରୁ ଅତି ପ୍ରବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri