ଆମ ଜିଲା ଖବର

ଲ୍ୟାଣ୍ଡଫଲ ପରେ ବି ଟଳିନି ବିପଦ: ଚାନ୍ଦବାଲିରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବାତ୍ୟା ‘ଦାନା’ ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର...

ତିହିଡ଼ି ବ୍ଲକରେ ସ୍ଥାନାନ୍ତର ହୋଇଛନ୍ତି ୧୦ ହଜାର ବାତ୍ୟା ବିପନ୍ନ

ତିହିଡ଼ି,୨୫ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାଯାଇଛି। ତିହିଡି ବ୍ଲକର ସନ୍ଥପୁରା, କମାରିଆ ଇତ୍ୟାଦି ସ୍ଥାନରେ ଏ ପ୍ରକାର ପରିସ୍ଥିତି ଉପୁଜିଛି। ଗୁରୁବାର ରାତିରେ ବାତ୍ୟା ଦାନାର ପ୍ରକୋପରେ ବିଭିନ୍ନ...

କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଗଛ କାଟି ସଫା...

ବାତ୍ୟା ପରେ ପବନ ସାଙ୍ଗକୁ ଲାଗି ରହିଛି ବର୍ଷା, ଆକଳନ ଠାରୁ…

ଭଦ୍ରକ,୨୫ା୧୦(ସନାତନ ରାଉତ): ପାଣିପାଗ ବିଭାଗ ସୂଚନା ମୁତାବକ ୨୪ ତାରିଖ ରାତିରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। କିନ୍ତୁ ଯେଉଁ ଆକଳନ କରାଯାଇଥିଲା ତା’ଠାରୁ କମ୍‌ ବର୍ଷା ପବନ ହୋଇଛି। ସେତେ ବଡ଼ ଧରଣର କ୍ଷୟକ୍ଷତି ହୋଇଥିବା ଜଣାପଡ଼ିନାହିଁ। ରାତି...

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ...

ପୋଲିସକୁ ଧକ୍କା ମାରି ଥାନାରୁ ଫେରାର ମାରିଥିଲେ ଗଞ୍ଜେଇ ବେପାରୀ, ଆଉ ଏବେ…

ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନାରୁ ପୋଲିସକୁ ଧକ୍କା ମାରି ଗତ ସେପ୍ଟେମ୍ବର ୩୦ ତାରିଖ ସକାଳ ୬ଟାରେ ଫେରାର ମାରିଥିବା ଗଞ୍ଜେଇ ବେପାରୀଙ୍କୁ ୨୫ ଦିନ ପରେ ଗିରଫ କରିବାରେ ପୋଲିସ ସଫଳ ହୋଇଛି। କନ୍ଧମାଳ...

ବାତ୍ୟା ଆଶ୍ରୟସ୍ଥଳୀରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଜନଗର,୨୫ା୧୦(କୁଣ୍ଡିବାସ ପ୍ରଧାନ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡ଼ାଙ୍ଗମାଳ ପଞ୍ଚାୟତ ବାଣ୍ଠୁଆଳ ଗ୍ରାମର ୮୦ ବର୍ଷୀୟ ମହିଳା ହେମଲତା ନାୟକଙ୍କର ଜୟଦୁର୍ଗା କଲ୍ୟାଣ ମଣ୍ଡପରେ ୨୨ତାରିଖ ରାତିରେ ଆଶ୍ରୟ ନେଇଥିଲେ। ଗୁରୁବାର ରାତିରେ ସେ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅଧୀନ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ କେ. ଅନିଲ କୁମାର ବିଜୟୀ ହୋଇ ପ୍ରଥମ ଥର ପାଇଁ ବିଧାୟକ ହୋଇଛନ୍ତି। ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ...

ମାନବିକତା ଦେଖାଇଲେ ଆଶାକର୍ମୀ: ବାତ୍ୟା ଆଶ୍ରୟସ୍ଥଳୀକୁ ବୃଦ୍ଧାଙ୍କୁ ବୋହି ଆଣିଲେ

ରାଜନଗର,,୨୫ା୧୦: ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ାକୁ ଅଧିକ କ୍ଷତି ପହଞ୍ଚିଥିଲା ବେଳେ ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନସ୍ତରଣ କରିଥିଲେ। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ତଟବର୍ତ୍ତୀ ରାଜନଗର ବ୍ଲକର ଉପାନ୍ତ ତଥା ଦୁର୍ଗମ ଅଞ୍ଚଳ ବାଘମାରି...

ଜମ୍ବୁ-ବାବର ମୁଖ୍ୟ ରାସ୍ତାରେ ଉପୁଡ଼ିଲା ଗଛ, କାଟି ସଫା କଲେ ବିଧାୟକ

ମହାକାଳପଡ଼ା, ୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗୁରୁବାର ରାତିରେ ବାତ୍ୟା ଦାନା ଉପକୂଳ ଅଞ୍ଚଳରେ ସ୍ଥଳଭାଗ ଛୁଇଁଥିଲା। ଏଥିପାଇଁ ରାତିରେ ଲୋକେ ନ ଶୋଇ ଚେଇଁ ରହିଥିଲେ। ମହାକାଳପଡ଼ା ବ୍ଲକ ଅଞ୍ଚଳ ବାତ୍ୟା ଆଶ୍ରୟସ୍ଥଳରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। କେଉଁ ରିଲିଫ୍‌...

ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ

ରାଜନଗର,,୨୫ା୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କେନ୍ଦ୍ରାପଡ଼ା ସାତଭାୟା ଅଂଚଳରେ ମାଡି ଆସିଛି ସୁଉଚ୍ଚ ସମୁଦ୍ର ଜୁଆର। ଫଳରେ ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆରେ ପାଣି ପଶିଯାଇଛି। ସୁମଦ୍ରର ଜୁଆର ମାଡି ଆସିବାରୁ ପାଣି ଘେରରେ ୫୭୧ ପରିବାର...

ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ

ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଖପ୍ରାଖୋଲ ବିଡ଼ିଓଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri