ଆମ ଜିଲା ଖବର

ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ

ରାଜନଗର,,୨୫ା୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କେନ୍ଦ୍ରାପଡ଼ା ସାତଭାୟା ଅଂଚଳରେ ମାଡି ଆସିଛି ସୁଉଚ୍ଚ ସମୁଦ୍ର ଜୁଆର। ଫଳରେ ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆରେ ପାଣି ପଶିଯାଇଛି। ସୁମଦ୍ରର ଜୁଆର ମାଡି ଆସିବାରୁ ପାଣି ଘେରରେ ୫୭୧ ପରିବାର...

ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ

ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଖପ୍ରାଖୋଲ ବିଡ଼ିଓଙ୍କୁ...

ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍‌ପି ଷଡ଼ଙ୍ଗୀ

ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ ଏମ୍‌ପି ଷଡ଼ଙ୍ଗୀ ବସ୍ତା, ବାଲିଆପାଳ ଏବଂ ଜଳେଶ୍ୱର ବ୍ଲକର ବିଭିନ୍ନ ଅଞ୍ଚଳରୁ ବାତ୍ୟା...

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା ବେଳେ ଧାମରା ଠାରୁ ୧୧୦ କିମି ଦୂରରେ ରହିଛି। ଏପରିକି ଘଣ୍ଟାକୁ ୧୩...

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍‌ ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାକୁ ଖଣ୍ଡନ...

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ ନିଆଁ ଲାଗି ପୋଡି ଯାଇଛି। ଗ୍ରାମବାସୀ ଏହା ଦେଖି ତୁରନ୍ତ ସ୍ଥାନୀୟ ବିଦ୍ୟୁତ୍‌...

ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ବାତ୍ୟା ଦାନା ପାଇଁ ଟେଲିକମ୍‌ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟା...

ଦୀର୍ଘ ବର୍ଷ ପରେ ଦୂର ହେଲା ପାନୀୟ ଜଳ ସମସ୍ୟା

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର ଗୌନ୍ତିଆ ପଡ଼ାରେ ଦୀର୍ଘ ବର୍ଷ ପରେ ପାନୀୟଜଳର ସମସ୍ୟା ସମାଧାନ ହୋଇଛି। ପାନୀୟ ଜଳ ପାଇଁ ଅନେକ ଥର ପଞ୍ଚାୟତ ଓ ପ୍ରଶାସନ...

ଧାନଫସଲରେ ରୋଗପୋକ, ଚିନ୍ତାରେ ଚାଷୀ

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ଚଳିତ ବର୍ଷ ବ୍ଲକର ୨୨ ପଞ୍ଚାୟତରେ ଖରିଫ ଧାନ ଚାଷ ପାଖାପାଖି ୧୮ହଜାର ୪୫ ହେକ୍ଟରରେ ହୋଇଥିବା କୃଷି ବିଭାଗ ପକ୍ଷରୁ...

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ଭୁବନେଶ୍ୱର ରାଜ ଭବନ ଅଫିସ କାର୍ଯ୍ୟାଳୟ...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର ପୁଣି ଫ୍ଲାଏ ଓଭର ଦବି ଯାଇଛି। ଠିକା ସଂସ୍ଥା ପକ୍ଷରୁ ମରାମତି କରାଯାଉଥିବା...

ପାଠପଢ଼ା ଛାଡି ମଦ କୋଠିରେ ମାତାଲ ଶିକ୍ଷକ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହାଲ କ୍ଲଷ୍ଟର ଧନସରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ଦିବ୍ୟଲାଲ ଛତ୍ରିଆ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଇବା ଛାଡି ବିଦ୍ୟାଳୟ ନିକଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri