ଆମ ଜିଲା ଖବର

କୁଚିଣ୍ଡା ନାବାଳିକା ଗଣବଳାତ୍କାର ମାମଲା: ମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି

କୁଚିଣ୍ଡା,୨୩ା୧୦(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ଦଳିତ ନାବାଳିକାଙ୍କୁ ଅପହରଣ ପରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ରାଜନୈତିକ ଚାପରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ନ କରି ଘଣ୍ଟ ଘୋଡ଼ାଉଛି ବୋଲି...

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି ସଫଳତା ହାସଲ କରିିଛନ୍ତି। ତାଙ୍କ ବାପା ଭାଗବତ ନାଏକ କେନ୍ଦୁଝର ସଦର ବ୍ଲକ୍‌ର...

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା ପଡ଼ୁଛି ବାତ୍ୟା ଆଶ୍ରୟସ୍ଥଳ। ତିହିଡ଼ି ବ୍ଲକରେ କେଉଁଠି ଆଶ୍ରୟସ୍ଥଳ ବିପଦସଙ୍କୁଳ ତ କେଉଁଠି...

ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଟିକେଟ ପାଇ ନ ଥିଲେ। ବିଜେଡି ଅନ୍ୟ ଜଣଙ୍କୁ...

ବାତ୍ୟା ମୁକାବିଲା ପାଇଁ ପାରାଦୀପ ବନ୍ଦରର ପ୍ରସ୍ତୁତି: ବର୍ଥ ଛାଡ଼ି ସମୁଦ୍ରରେ ରହିବେ ଜାହାଜ

ପାରାଦୀପ,୨୩।୧୦(ଶରତ ରାଉତ):ବାତ୍ୟା ‘ଦାନା’କୁ ନେଇ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷକରି ବନ୍ଦର ପୋତାଶ୍ରୟ ମଧ୍ୟରେ ଥିବା ସମସ୍ତ ପଣ୍ୟବାହୀ ଜାହାଜ ବୁଧବାର ମଧ୍ୟାହ୍ନଠାରୁ ବର୍ଥ ଛାଡ଼ି ସମୁଦ୍ର ଭିତରକୁ ଯିବେ ଏବଂ ବାତ୍ୟା ପ୍ରଭାବ...

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

ବାତ୍ୟା ପୂର୍ବରୁ ବୁଡିଲା ଟ୍ରଲର, ଥିଲେ ୧୦ ମତ୍ସଜୀବୀ…

ଭଦ୍ରକ,୨୨।୧୦: ବୈତରଣୀ ମୁହାଁଣରେ ବୁଡିଲା ମାଛଧରା ଟ୍ରଲର। ଟ୍ରଲର ବୁଡିଲେ ମଧ୍ୟ ଅଳ୍ପକେ ବର୍ତ୍ତିଛନ୍ତି ମତ୍ସଜୀବୀ। ଉପକୂଳକୁ ଫେରିବା ସମୟରେ ଧାମରା ବନ୍ଦର ନିକଟରେ ମାଛଧରା ଟ୍ରଲର ବୁଡି ଯାଇଛି। ଏଥିରେ ଥିବା ୧୦ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।...

ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ତାଙ୍କୁ ମହଙ୍ଗା ପଡିଛି। ବରଗଡ ଜିଲା ମୁଖ୍ୟ...

ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….

ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ ମଙ୍ଗଳବାର ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ କୋଡ଼ି, କୋଦଳ, ଡଲା ଭାର...

କୋଦାଳ ଧରି ରାସ୍ତା ସଫା କଲେ ସିଆରପିଏଫ ଯବାନ

ତୁମୁଡିବନ୍ଧ,୨୨।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ବେଲଘର ସିଆରପିଏଫ କ୍ୟାମ୍ପର ୧୨୭ କେନ୍ଦ୍ରୀୟ ବଳ ଦ୍ୱାରା ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ୧୨୭ ସିଆରପିଏଫ ବାଲିଗୁଡା ମୁଖ୍ୟ କାର୍ଯ୍ୟାଳୟ, କନ୍ଧମାଳର କମାଡେଣ୍ଟ ପଙ୍କଜ...

ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ ସ୍ବାମୀ

ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଏସ. ବେଦମୋତି ଦୋରାଙ୍କୁ ତାଙ୍କ ସାମୀ ଏସ.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ...

ଆସୁଛି ବାତ୍ୟା, ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣ ଖୋଲିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ପ୍ରସ୍ତୁତି ଜୋରଦାର ଚଳାଇଛନ୍ତି। ବାତ୍ୟା ସମୟରେ ହେବାକୁ ଥିବା ଦ୍ରୁତ ପବନକୁ ନଜରରେ ରଖି ଢେଙ୍କାନାଳ ଏବଂ କେନ୍ଦ୍ରାପଡା ଲକ୍ଷ୍ମୀପୂଜା କମିଟି ମାନଙ୍କୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣମାନ ଖୋଲିବାକୁ କୁହାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri