ଆମ ଜିଲା ଖବର

ମାଲ୍‌ ପରିବହନ ଗାଡ଼ିରେ ଜିପିଏସ୍‌ ଲାଗୁ ପାଇଁ ଦାବି କଲେ ସୋଫିଆ

କଟକ,୨୦ା୧୦: ମାଲ୍‌ ପରିବହନକାରୀ ଗାଡ଼ିରେ ଜିପିଏସ୍‌ ଲାଗୁ କରିବାକୁ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ଦାବି କରିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଆୟୋଜିତ ସମୀକ୍ଷା ବୈଠକରେ ସୋଫିଆ  ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଡିପ୍‌ରୁ ଡିଲର ପଏଣ୍ଟ...

ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବ

କେସିଙ୍ଗା,୨୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳଯାତ୍ରୀ ସଂଘର ପ୍ରଥମ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ୟଙ୍ଗ୍‌ ବ୍ଲଡ୍‌ ପବ୍ଲିକ ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାରୁ ଭୁବନେଶ୍ୱରକୁ ସିଧାସଳଖ ଏକ ଟ୍ରେନ ଚଳାଚଳ କରିବା ସହ ଟିଟିଲାଗଡ଼ରୁ କେସିଙ୍ଗା,...

ବିନା କୋଚିଂରେ ଓଏଏସ୍‌ ପାାଇଲେ ସବ୍‌ନମଶ୍ରୀ: ଧରିତ୍ରୀକୁ ସାକ୍ଷାତକାର ଦେଇ କହିଲେ…

ଅମରପାଲି,୨୦।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ଚମ୍ପାମାଳ ଗ୍ରାମର ସବ୍‌ନମଶ୍ରୀ ମେହେର ଓଡ଼ିଶା ପ୍ରଶସନିକ ପରୀକ୍ଷା(ଓଏଏସ୍‌)ରେ  କୃତକାର୍ଯ୍ୟ ହୋଇଛନ୍ତି। ସେ ୪୪୯  ର଼୍ୟାଙ୍କରେ ରହିି ଏହି ସଫଳତା ପାଇଛନ୍ତି। ସେ ଚମ୍ପାମାଳ ଗ୍ରାମର ମା’ ନନକା ମେହେର ଓ ବାପା...

କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା

କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି।  ସେମାନେ ହେଲେ  ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ...

କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ…

ବଲାଙ୍ଗୀର,୨୦।୧୦: ପାରିବାରିକ ବିବାଦରୁ ସ୍ବାମୀଙ୍କ ଅଜବ କାଣ୍ଡ। ନିଜର ଛୋଟ ପୁଅକୁ ରେଳଧାରଣାରେ ବାନ୍ଧି ମାରିବାକୁ ଉଦ୍ୟମ କରିଥିଲେ। ପରିବାରଲୋକେ ବଲାଙ୍ଗୀର ପୋଲିସକୁ ଖବର ଦେବା ପରେ ପୁଅଙ୍କୁ ଉଦ୍ଧାର କରାଯାଇଛି। ଏଥିସହ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ବଲାଙ୍ଗୀର...

ଫାର୍ମହାଉସ୍‌ରେ ପଶି କଦଳୀ-ନଡ଼ିଆ ଗଛ ଭାଙ୍ଗିଲେ ହାତୀପଲ, ଖାଇଗଲେ ପଇଡ଼

ପାଟଣା,୨୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ରେଞ୍ଜରେ ୨୯ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଶୁକ୍ରବାର ରାତିରେ ରାସପଶି ଗାଁରେ ୨ଟି ଘର ଭାଙ୍ଗିବା ପରେ ଶନିବାର ବିଳମ୍ବିତ ରାତିରେ ହାତୀପଲ ପାଟଣା ରେଞ୍ଜ ଡିମିରିଡିହା ଗାଁ...

ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ତ୍ରୀ, ବଞ୍ଚାଇବାକୁ ଯାଇ ପୋଡ଼ିହୋଇଗଲେ ସ୍ବାମୀ

ବାଲେଶ୍ୱର,୨୦ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ...

ଜିଲା ପାଇଁ ଗୌରବ ଆଣିଲେ ସ୍ମୃତିରଞ୍ଜନ, ଓଏଏସ୍‌ ପାଇବା ପରେ କହିଲେ…

ଜଗତସିଂହପୁର,୨୦ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ (ଓସିଏସ୍‌) ପରୀକ୍ଷା ୨୦୨୨ର ଫଳ ଶନିବାର ପ୍ରକାଶ ପାଇଛି। ମୋଟ ୬୮୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ଜଗତସିଂହପୁର ଜିଲା ବିରିଡ଼ି ବ୍ଲକ ମହାତଳ ଗ୍ରାମର ସ୍ମୃତିରଞ୍ଜନ...

ସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜି

ଭବାନୀପାଟଣା,୨୦।୧୦ (ଉତ୍ତମ କୁମାର ଦାଶ)- ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ପୁଣି ଥରେ କୃତ କାର୍ଯ୍ୟ ହୋଇଛନ୍ତି କଳାହାଣ୍ଡି ସହକାରୀ ଜିଲା ଶ୍ରମ ଅଧିକାରୀ ଅମିତ କୁମାର ବେହେରା। ରାଜ୍ୟରେ ତାଙ୍କ ସ୍ଥାନ ୧୭୫ ନମ୍ବର ରହିଥିବାବେଳେ ଗତ...

ଭାଜପାରେ ସରପଞ୍ଚଙ୍କୁ ମିଶିବାକୁ ବିରୋଧ

କାଏମା,୨୦ା୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ବେଶ୍‌ କିଛିଦିନ ହେବ ଚର୍ଚ୍ଚାରେ ରହିଆସିଛି। ଗତ ସାଧାରଣ ନିର୍ବାଚନରେ ଏଠାରେ ବିଜେଡିର ପରାଜୟ ହୋଇଛି। ସ୍ବାଧୀନ ପ୍ରାର୍ଥୀଭାବେ ହିମାଂଶୁ ଶେଖର ସାହୁ ନିର୍ବାଚନରେ ବିଜୟ ହୋଇ ଭାଜପାକୁ ସମର୍ଥନ...

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍‌ ଓ କେ. ରାଜେଶ । ନାରାୟଣପୁର...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri