ଆମ ଜିଲା ଖବର

ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା

କଣ୍ଟାବାଞ୍ଜି,୧୦ା୧୦(ଗୁରୁ ଦୟାଲ ହଂସ):ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା’ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀର ତୁରେକେଲା ବ୍ଲକ ଝରଣି ଗ୍ରାମ ପଞ୍ଚାୟତର ସଦର ଗ୍ରାମରେ...

ପୁଣି କୂଅରେ ପଡିଲା ଦନ୍ତା ହାତୀ: ଉଦ୍ଧାର ଜାରି

ଭବାନୀପାଟଣା/ନର୍ଲା ୧୦।୧୦(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଜାମ ପଡା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ଏକ ଦନ୍ତା ହାତୀ ପଡିଯାଇଛି। ଗୁରୁବାର ସକାଳରେ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନବିଭାଗ ଅଧିକାରୀଙ୍କୁ ଖବର...

ମା’ ସମଲେଶ୍ବରୀଙ୍କ ମହାଗୌରୀ ବେଶ: ପ୍ରବଳ ଭକ୍ତଙ୍କ ସମାଗମ

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ...

କଜଳପାତିଆରୁ ଚାଲାଣ ହେଉଛି ସବୁଜ ଗେଣ୍ଡା

ମହାକାଳପଡ଼ା, ୧୦ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଉପରମୁଣ୍ଡରୁ ବନ୍ୟାଜଳ ସମୁଦ୍ରରେ ମିଶିଲେ ବିରଳ ପ୍ରଜାତିର ସବୁଜ ଗେଣ୍ଡା ମାଟି ଗୋଳି ପାଣି ଖାଇଥାନ୍ତି। ବିଶେଷକରି ବର୍ଷାଦିନରେ ଏହି ଗେଣ୍ଡା ମହାନଦୀ ଅବବାହିକା ତ୍ରିକୋଣଭୂମି ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବହୁସଂଖ୍ୟାରେ...

ଆଇସିୟୁରେ ଶେଷନିଃଶ୍ୱାସ ନେଉଛି ବିଜେଡି: ଜୟନାରାୟଣଙ୍କୁ ପାଲଟା ଜବାବ ଦେଲେ ରୋହିତ

ସମ୍ବଲପୁର, ୧୦।୧୦(ଭବାନୀ ଶଙ୍କର ଭୋଇ):କିଛିଦିନ ପୂର୍ବରୁ ଯୁଯୋମୁରାଠାରେ ବିଜେଡି ଜନସମ୍ପର୍କ ପଦଯାତ୍ରାବେଳେ ସମ୍ବଲପୁର ଜିଲା ବିଜେଡି ସଭାପତି ରୋହିତ ପୂଜାରୀ କହିଥିଲେ, ରାଜ୍ୟର ଭାଜପା ସରକାର ରଙ୍ଗମରା ତଥା କପିପେଷ୍ଟ ସରକାର। ଏ ପ୍ରସଙ୍ଗରେ ବୁଧବାର ଭାଜପା ବରିଷ୍ଠ ବିଧାୟକ...

ଆଜିଠୁୁ ହାଇକୋର୍ଟର ପୂଜା ଛୁଟି: ଜରୁରିକାଳୀନ ମାମଲା ପାଇଁ ୪ ଦିନ ଖୋଲା

କଟକ,୧୦ା୧୦ (କାର୍ତ୍ତିକ ସାହୁ):ହାଇକୋର୍ଟରେ ଚଳିତ ଦୁର୍ଗାପୂଜା ଛୁଟି ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ପୂଜା ଛୁଟି ସମୟରେ କେବଳ ଜରୁରିକାଳୀନ ମାମଲାଗୁଡ଼ିକର ଆବେଦନ ପାଇଁ ୪ ଦିନ ହାଇକୋର୍ଟ ଅଫିସ ଖୋଲା ରହିବ।...

ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କୁ ମୁମ୍ବାଇ ଗୌରବ ସମ୍ମାନ

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): ଚଳିତ ମାସ ୬ ତାରିଖରେ ମୁମ୍ବାଇସ୍ଥିତ ଦାଦର ସ୍ବାତନ୍ତ୍ର୍ୟବୀର ସାବରକର ଅଡ଼ିଟୋରିୟମଠାରେ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଆରମ୍ଭରେ ଏଲ୍‌ଆଇସି ଇଡି ରତ୍ନାକର ପଟ୍ଟନାୟକ, ଆର୍‌ବିଆଇ ଇଡି ଚାରୁଲତା କର,...

୨୫ ହଜାରରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ୍ୟ

ଭବାନୀପାଟଣା,୯ା୧୦ (ଉତ୍ତମ କୁମାର ଦାଶ): ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବୁଧବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀଠାରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବର ଶଙ୍ଖ ଭବନଠାରେ ଆୟୋଜିତ ସଭାରେ ନବୀନ...

ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ, ଜଣେ ଗୁରୁତର

ଥୁଆମୂଳ ରାମପୁର,୯ା୧୦(ଦୁର୍ଗା କୀର୍ତ୍ତି): ପୋଲିସ ପ୍ରଶାସନର ଘନଘନ ରୋଡ୍‌ ସୁରକ୍ଷା ସଚେତନତା ସତ୍ତ୍ୱେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଉ ବିଶେଷକରି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କର୍ଲାପାଟ ଥାନା ଅଧୀନରେ ଗତ କିଛିଦିନ ହେବ...

୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି...

ତାରରେ ଲୁଗା ଶୁଖାଉଥିବାବେଳେ ମହିଳାଙ୍କୁ ମାରିଲା କରେଣ୍ଟ, ଆଉ ତା’ ପରେ…

ବାଲିଗୁଡ଼ା,୯ା୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗୁଳିମରା ସାହିରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ଆଘାତ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ କୁନି ତ୍ରିପାଠୀ। ସୂଚନା ଅନୁସାରେ, ଗୁଳିମରା ସାହିର ମହିଳା ଜଣକ ବୁଧବାର...

ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେହିପରି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri