ଆମ ଜିଲା ଖବର

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ ଟ୍ରାନ୍ସଫର୍ମର ପୋଡି ଯିବାରୁ ଫେର୍ନାନ୍ଦଙ୍କ ସାନଝିଅ କୁନ୍ତଳା ମହମବତୀ ଲଗାଇ ପାଠ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା...

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି । ଗୋଳମୁଣ୍ଡା କଲେଜର ଏକାଡେମିକ୍‌ ଉତ୍ସବରେ ଯୋଗଦେବାକୁ ଯାଇଥିବା ବେଳେ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଫାଇନାନ୍ସ କମ୍ପାନୀର କର୍ମଚାରୀ ଜଣକ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସୁଭଦ୍ରା ଯୋଜନା ରାଶି ଉଠାଇବାକୁ, ଏବଂ ଆବେଦନ କରିବାକୁ ମହିଳାଙ୍କ ବିଭିନ୍ନ ବ୍ୟାଙ୍କ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍‌ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। ନିମ୍ନମାନର ଘିଅ ବ୍ୟବହାର...

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ କଡ଼ରେ ପଥପ୍ରାନ୍ତ ସେବାକେନ୍ଦ୍ର ସ୍ଥାପନ କରିଥିଲେ। ଏହାକୁ ପୂର୍ତ୍ତ ବିଭାଗ ପରିଚାଳନା କରୁଥିବା...

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଟଙ୍କା...

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର...

ମା’ ବନଦୁର୍ଗା ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ, ରାଇକିଆ ଉତ୍ସବମୁଖର

ରାଇକିଆ, ୪।୧୦(ପ୍ରଦୀପ ବେହେରା):ରାଇକିଆର ପ୍ରତିଷ୍ଠିତ ଦେବୀ ମା’ ବନଦୁର୍ଗାଙ୍କର ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ ଶୁକ୍ରବାର ଅନୁଷ୍ଠିତ ହେଉଛି । ଏହାକୁ ଅତ୍ୟନ୍ତ ଜାକଜମକରେ ରାଇକିଆବାସୀ ପାଳନ କରୁଛନ୍ତି । ପ୍ରତ୍ୟେକ ବର୍ଷ ଆଶ୍ୱିନ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ...

ପୋଖରୀରେ ବୁଡି ଚାଲିଗଲା ୪ ବର୍ଷ ଶିଶୁ ପୁତ୍ରଙ୍କ ଜୀବନ

ପାଟଣା,୪।୧୦(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଟାଙ୍ଗରପଡ଼ା ଦେଉଳିସାହିର ଗାଁ ପୋଖରୀରେ ବୁଡି ଜଣେ ୪ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ପୁତ୍ର ହେଉଛନ୍ତି କୋରେଇ ଥାନା ତୁଳତିପୂର ଗ୍ରାମର ରାଜୁ ମୁଣ୍ଡାଙ୍କ ପୁଅ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri