ଆମ ଜିଲା ଖବର

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କା ହେବାରୁ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଏହି ଘଟଣାରେ ଛାତ୍ରୀ ଜଣକ...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା...

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତା...

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ ହୋଇପଡିଛି। ତୁହାକୁ ତୁହା ବର୍ଷା ଲାଗିରହିବାରୁ ସହର, ଗ୍ରାମ, ବଜାର, ହାଟ, ସ୍କୁଲ,...

ମନ୍ଦିର ପରିସରରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଆତ୍ମହତ୍ୟା

ଧରାକୋଟ,୨୬ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ମା’ଘୋଡ଼ାଦେଈ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ବୁଗୁଡ଼ା ନିକଟସ୍ଥ ନଗୁଡୁ ଗ୍ରାମର ଅବସରପ୍ରାପ୍ତ...

ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ଚାଲିଗଲା ଯୁବତୀଙ୍କ ଜୀବନ

ଭବାନୀପାଟଣା,୨୬।୯(ଉତ୍ତମ ଦାଶ): କଳାହାଣ୍ଡି ଜିଲା ସଦର ବ୍ଲକ ଯୁଗସାଏପାଟଣା ମାଣ୍ଡିଆବିରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ ରାସ୍ତାର ଜଣେ ଯୁବତୀଙ୍କୁ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ସୂଚନା ମୁତାବକ, ଯୁବତୀ...

କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଦାବି ପୂରଣ ନ ହେଲେ…

ଛତ୍ରପୁର,୨୬ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କୁ ଗତ ୬ ମାସ ହେଲା ଦରମା ମିଳିନି। ଉକ୍ତ ବକେୟା ପାରିଶ୍ରମିକ ପ୍ରଦାନ ଦାବି ନେଇ ଏମାନେ କଲମ ଛାଡ଼ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ...

ମହାନଦୀ ମୁହାଣରୁ ସୁରକ୍ଷିତ ଉଦ୍ଧାର ହେଲେ ୧୪ ମତ୍ସ୍ୟଜୀବୀ

ଭୁବନେଶ୍ୱର,୨୬।୯: ପାରାଦୀପ ମହାନଦୀ ମୁହାଣରେ ଫସି ରହିଥିବା ୧୪ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ, ମତ୍ସ୍ୟଜୀବୀମାନେ ଗୁରୁବାର ଏକ ମାଛଧରା ବୋଟ ମଝି ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ହେଲେ ସମୁଦ୍ର ମଝିରେ ବୋଟ...

ପ୍ରଶାସନିକ ସ୍ତରରେ ବଡ଼ ପରିବର୍ତ୍ତନ: ବଦଳିଲେ ଦାରିଙ୍ଗବାଡ଼ି ବିଡିଓ, ଆସିଲେ…

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ରାଜ୍ୟରେ ଗତ ଦୁଇଦିନ ହେଲା ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଛି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବଦଳି ତାଲିକାରେ ଦାରିଙ୍ଗବାଡ଼ିକୁ ନୂତନ ବିଡିଓ ଭାବେ ପ୍ରୀତିରଞ୍ଜନ ରଥଙ୍କୁ...

ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ

ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ଭେଣ୍ଟିଲେଟରରେ ରଖାଯାଇଥିଲା। ରାତି...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ଏକ ବନ୍ୟା ଆଶଙ୍କା, ଲୋକେ ଭୟଭୀତ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉତ୍ତର ବାଲେଶ୍ୱର ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। ୩ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବାରୁ ଗ୍ରାମ, ବଜାର, ହାଟ ବର୍ଷା ପାଣିରେ ବୁଡ଼ିଯାଇ ବେହାଲ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri