ଆମ ଜିଲା ଖବର

ହଟୁନି ଜବରଦଖଲ, ଚାଲିଛି ବେଆଇନ ପାର୍କିଂ

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଲେଙ୍ଗୁ ମିଶ୍ର ଛକଠାରୁ ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ହଟାଇବାକୁ ଦୀର୍ଘଦିନରୁ ଦାବି ହୋଇଆସୁଛି। ଉଚ୍ଚ ନ୍ୟାୟାଳୟ ମଧ୍ୟ ଉଚ୍ଛେଦ ସପକ୍ଷରେ ରାୟ ଦେଇଛନ୍ତି। ଏଭଳି ସ୍ଥଳେ ପ୍ରଶାସନ ସମ୍ପୃକ୍ତ ଜବରଦଖଲକୁ ଉଚ୍ଛେଦ କରିବା...

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା...

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ ଔଷଧ ପଡ଼ିଥିବା ଦେଖି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ସ୍ବାସ୍ଥ୍ୟ ବିଭାଗର ସତନ୍ତ୍ର ଟିମ...

ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ଥୁଆମୂଳ ରାମପୁର,୨୭।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଟିକ୍ରାଗୁଡା ନିକଟରେ ଏକ ପଥର ବନ୍ଧେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାରୁ ଜଣାପଡିଛି ଯେ, ଥୁଆମୁଳ ରାମପୁର ଗ୍ରାମ ପଞ୍ଚାୟତ ତରଫରୁ ମନରେଗା ଯୋଜନାରେ...

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା ସହରରେ କଂଗ୍ରେସର ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଜାତୀୟ ରାଜପଥ...

ସନ୍ତରାଗଡ଼ିଆ ନୋଡାଲ ହାଇସ୍କୁଲରେ ହୀରକ ଜୟନ୍ତୀ

ପଞ୍ଚଲିଙ୍ଗେଶ୍ୱର,୨୮ା୧୨(ଲେନିନ କୁମାର ଦେ): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡ଼ିଆ ଅଞ୍ଚଳବାସୀ ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ ସକାଳ ୮ରେ ତୃତୀୟ ଶ୍ରୀକ୍ଷେତ୍ରରେ ପୂଜାର୍ଚ୍ଚନା କରି ଅଜ୍ଞାମାଳ ଆଣି ଏକ ବିଶାଳ ବାଇକ୍‌ ଶୋଭାଯାତ୍ରାରେ ନୀଳଗିରି ବସ୍‌ଷ୍ଟାଣ୍ଡ୍‌ରୁ ଈଶ୍ବରପୁର...

କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍‌

ଭବାନୀପାଟଣା,୨୮।୧୨(ଉତ୍ତମ କୁମାର ଦାଶ): କଟନିଛଟନୀ ଅଭିଯୋଗରେ ଶନିବାର ଭବାନୀପାଟଣା ସଦର ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ। କଲେଜ ଛକ ନିକଟ ରାସ୍ତାରେ ବିକ୍ଷୋଭ, ଯାତାୟାତ ଠପ୍‌ ରହିଛି। ଦୋକାନ,...

ସବୁଜରୁ ହେଲା କମଳା ରଙ୍ଗ:ଉଦ୍‌ଘାଟନ ଅପେକ୍ଷାରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ

ଭଦ୍ରକ,୨୮ା୧୨(ସନାତନ ରାଉତ):ଭଦ୍ରକ ଗେଲପୁର ମୌଜାରେ ନିର୍ମାଣ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ଉଦ୍‌ଘାଟନ ଅପେକ୍ଷାରେ ରହିଛି। ପୂର୍ବ ସରକାର ସମୟରୁ ନିର୍ମାଣ ସରିଥିଲେ ମଧ୍ୟ ଅଳ୍ପ କିଛି କାର୍ଯ୍ୟ ବାକି ଥିବାରୁ ସ୍ଥାନାନ୍ତର ନେଇ ସମୟ ଗଡ଼ି...

ମୁଁ ନଇଁବି ନାହିଁ…ଅର୍ଦ୍ଧଶତକ ପରେ ପୁଷ୍ପା ଷ୍ଟାଇଲ୍‌ରେ ସେଲିବ୍ରେଶନ କଲେ ନୀତୀଶ

ମେଲବୋର୍ନ,୨୮।୧୨: ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ଏପର୍ଯ୍ୟନ୍ତ ଭାରତୀୟ ଏବଂ ଅଷ୍ଟ୍ରେଲିଆ ଦ୍ୱାରା ପାଞ୍ଚ ଅର୍ଦ୍ଧଶତକ ଏବଂ ଏକ ଶତକୀୟ ସ୍କୋର କରାଯାଇଛି। ଏଥିରେ ଅଷ୍ଟ୍ରେଲୀୟ...

ପର୍ଯ୍ୟଟକଙ୍କୁ ଆକର୍ଷଣ କରୁଛି ଯୋଗୀମଠ: ବିକାଶ ପାଇଁ ଅନୁଦାନ ଅପେକ୍ଷାରେ ପ୍ରଶାସନ

ଦାରିଙ୍ଗବାଡି ୨୮।୧୨(ଅରୁଣ ସାହୁ)- ଏବେ ପର୍ଯ୍ୟଟନ ଋତୁ, ଶୀତ ଛୁଟି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର, ଆଧ୍ୟାତ୍ମିକ ସ୍ଥଳ, ସମୁଦ୍ର କୂଳ, ପାହାଡ଼, ଜଙ୍ଗଲ ଆଦି ପରିବାର, ସାଙ୍ଗ ସାଥୀଙ୍କ ସହ ବୁଲିବାକୁ ପସନ୍ଦ କରୁଛନ୍ତି। ଓଡିଶାର କଶ୍ମୀର ଭାବେ...

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ଟ୍ରକ୍‌: ଡ୍ରାଇଭର୍‌ ଜୀବନ୍ତ ଦଗ୍ଧ

ଭବାନୀପାଟଣା/କେସିଙ୍ଗା,୨୮।୧୨(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ପାଷ୍ଟିକୁଡି-ନାସିଗାଁ ମଝିରେ ଥିବା ୨୬ ନମ୍ବର ଜାତୀୟ ରାଜପଥରେ ଚାଉଳ ବୋଝେଇ ଟ୍ରକ ଓ କୋଇଲା ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ଟ୍ରକ ନିଆଁ ଲାଗି...

ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା

ବାଲିଗୁଡ଼ା,୨୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ):୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା, ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଥିବା ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri