ଆମ ଜିଲା ଖବର

ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ଉଠାଣକୁ ଦେଢ଼ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନବିକ୍ରିରେ ଜିଲାର ଚାଷୀମାନେ ନାନା ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି। କଟନୀଛଟନୀ, ମିଲର୍ସଙ୍କ ଟ୍ୟାଗ ନ ଥିବା ଆଦି ଆଳ ଦେଖାଇ...

ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ ଆକ୍ରମଣ କରିଥିଲା। ଏଥିରେ ସମସ୍ତ ଆହତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ ଟାରେ ହତ୍ୟା ଉଦ୍ୟମ କରାଯାଇଥିଲା। ସହଦେବ...

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମହୋତ୍ସବକୁ ଉଦଘାଟନ...

ଐଶ୍ୱାନେଶ୍ୱର ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି, ଠାକୁରଙ୍କ ଉତ୍ସବ ପାଳନ ପାଇଁ ଆର୍ଥିକ ସଙ୍କଟ ଆଶଙ୍କା

ନିରାକାରପୁର, ୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଭୂଷଣ୍ଡପୁର ଅଞ୍ଚଳର ଇଷ୍ଟଦେବ ଶ୍ରୀ ଐଶ୍ୱାନେଶ୍ୱର ଦେବଙ୍କ ମନ୍ଦିର ହୁଣ୍ଡି ଭାଙ୍ଗି କେହି ଦୁର୍ବୁତ୍ତ ଚୋରି କରିଥିବା ଜଣାପଡିଛି। ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥାନୀୟ ଭୂଷଣ୍ଡପୁର ଫାଣ୍ଡିରେ ଅଭିଯୋଗ ହୋଇଛି। ମିଳିଥିବା...

ମଣ୍ଡିରେ ଚାଷୀ ଠକେଇର ଶିକାର ହେଲେ ହେବ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ମଣ୍ଡିରେ ଶୁକ୍ରବାର ଧାନକିଣା ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଥିଲେ ଯେ,...

ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ

ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍...

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ଭାଇଚାରା, ଶାନ୍ତି ସଦ୍‌ଭାବନା ପାଇଁ ନିଆରା ପ୍ରୟାସ

ଦାରିଙ୍ଗବାଡି,୩।୧ (ଅରୁଣ ସାହୁ ): କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ନୂତନ ବର୍ଷରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ  ଗୁରୁବାର ସାଂସ୍କୃତିକ କାର୍ଯ୍ୟକ୍ରମ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକ୍ରମକରେ...

ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ ହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜାହାଲ ପଞ୍ଚାୟତ ଗଜାହାଲ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଧୂଷୁରୀ,୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ହସନାବାଦ ପଞ୍ଚାୟତ ବନବାଗ ଗ୍ରାମରେ ଶୁକ୍ରବାର ଏକ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଭରତ ଦାସ ଏବଂ ଶରତ ଦାସଙ୍କ ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଘରର...

ଧନୁଯାତ୍ରାକୁ ସ୍ବାଗତ ପାଇଁ ସାଂସ୍କୃତିକ ଶୋଭାଯାତ୍ରା ଆରମ୍ଭ, ଦୁଲୁକିଲା ବରଗଡ

ବରଗଡ, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟାରେ ଉଦ୍‌ଘାଟିତ ହେବ। ତେବେ ବିଶ୍ୱ ପ୍ରସିଦ୍ଧ ଏହି ମହୋତ୍ସବକୁ ସ୍ବାଗତ କରିବା ପାଇଁ ଦିନ ପ୍ରାୟ ୩ଟାରୁ ଆରମ୍ଭ ହୋଇଛି ସାଂସ୍କୃତିକ ଶୋଭାଯାତ୍ରା।...

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ

ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ସିଆର୍‌ପିଏଫ୍‌ ଏବଂ ଡିଆର୍‌ଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri