ଆମ ଜିଲା ଖବର

୧୦% ସୁଧ ଲୋଭ ଦେଖାଇ ୩.୮ ଲକ୍ଷ ଠକିନେଲେ

କଟକ ଅଫିସ,୧।୮: ଏକ ସରକାରୀ ସଂସ୍ଥାରେ ଟଙ୍କା ବିନିଯୋଗ କରି ମାସିକ ୧୦ ପ୍ରତିଶତ ସୁଧ ପାଇବାର ପ୍ରଲୋଭନ ଦେଖାଇ ଜଣେ ବ୍ୟକ୍ତି ୩ଲକ୍ଷ ୮୦ ହଜାର ଟଙ୍କା ଠକି ନେଇଥିବା ମଧୁପାଟଣା ଥାନାରେ ଅଭିଯୋଗ ହୋଇଛି। ମଧୁପାଟଣା ଥାନା...

୫ରୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ,୧ା୮: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଦୀର୍ଘ ୩ ମାସର ବ୍ୟବଧାନ ପରେ ଆସନ୍ତା ୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବା ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା...

ବେଳାଭୂମିରେ ଜମିବ ଗହଳି

ପୁରୀ ଅଫିସ,୧।୮: କୋଭିଡ୍‌ କଟକଣା ନେଇ ଶନିବାର ରାଜ୍ୟ ସରକାରଙ୍କ ନୂଆ ଗାଇଡ୍‌ ଲାଇନ୍‌ ଆସିବା ପରେ ଶ୍ରୀମନ୍ଦିର ଖୋଲିବା ଓ ବେଳାଭୂମି ପୁଣି ଚଳଚଞ୍ଚଳ ହେବା ଆଶା ଉଜ୍ଜିବୀତ ହୋଇଛି। ୧ ତାରିଖରୁ ନୂଆ ଗାଇଡ୍‌ଲାଇନ ଆଧାରରେ କଟକଣା...

ସବୁଠି ଆବର୍ଜନା: ଘାରିଛି ଡେଙ୍ଗୁ ଭୟ

ଜଟଣୀ,୧।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ ଡ୍ରେନ୍‌ଗୁଡ଼ିକରେ ଆବର୍ଜନା ପଡ଼ି ରହି ପୋତି ହୋଇଗଲାଣି। ଘରୁ ବାହାରୁଥିବା ଅପରିଷ୍କାର...

ମୋ ନିମାପଡ଼ା, ମୋ ସ୍ବାଭିମାନ ଲୋକାର୍ପିତ

ନିମାପଡ଼ା,୧।୮(ଡି.ଏନ୍‌.ଏ.): ନିମାପଡ଼ା ଏନ୍‌ଏସି ପକ୍ଷରୁ ନବନିର୍ମିତ ମୁକ୍ତସ୍ଥାନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ‘ମୋ ନିମାପଡ଼ା, ମୋ ସ୍ବାଭିମାନ’କୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକାର୍ପଣ କରିଛନ୍ତି। ଏହି ନୂତନ ପ୍ରକଳ୍ପ ଦ୍ୱାରା ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ଓ ମୁଖ୍ୟତଃ ସ୍କୁଲ, କଲେଜର...

ନିଅଣ୍ଟିଆ ବର୍ଷାକୁ ସାର ଅଭାବ

ଭଦ୍ରକ ଅଫିସ,୧।୮-ଜୁନ୍‌ରେ କମ୍‌ ବୃଷ୍ଟିପାତ ଯୋଗୁ ଭଦ୍ରକ ଜିଲାରେ ଖରିଫ ଧାନ ଚାଷ ସମ୍ଭବ ହୋଇପାରି ନ ଥିଲା। ଜୁଲାଇ ଶେଷରେ କେନାଲ ଜଳ ଯୋଗାଣ ଏବଂ ଏହାପରେ ସାମୟିକ ବୃଷ୍ଟିପାତ ଫଳରେ ଖରିଫ ଧାନ ଚାଷ ଆରମ୍ଭ ହୋଇଛି।...

ଓଡ଼ିଶା ମାଟିରେ ଫଳୁଛି ସେଓ: ପ୍ରେରଣା ସାଜିଛନ୍ତି ଅରୁଣ

ଖୋର୍ଦ୍ଧା ଅଫିସ,୧।୮: କାଶ୍ମୀର କି ହିମାଚଳ ପ୍ରଦେଶ ନୁହେଁ, ଏବେ ଓଡ଼ିଶା ମାଟିରେ ଫଳୁଛି ସେଓ। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଆରିକମା ଗାଁର ଅରୁଣ କୁମାର ନାୟକ ଅନ୍‌ଲାଇନରେ ସେଓ ଚାରାକିଣି ନିଜ ବାରିରେ ଲଗାଇଥିଲେ। ଏବେ ସେଥିରେ...

ଟ୍ୟାପ୍‌ ପାଣି ପିଇ ମାନ ପରଖିଲେ ମନ୍ତ୍ରୀ

ପୁରୀ ଅଫିସ,୧।୮: ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଶନିବାର ପୁରୀରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବଡ଼ଦାଣ୍ଡସ୍ଥିତ ଏକ ଟ୍ୟାପ୍‌ରୁ ପାଣି ପିଇଛନ୍ତି। ଏଥିସହ ପାଣିର ମାନ ନେଇ...

ଢାବା ମାଲିକାଣୀଙ୍କୁ ଗୁଳି କରି ହତ୍ୟା

ନୂଆପଡ଼ା ଅଫିସ, ୩୧।୭: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଡୁଆଝର ଗାଁରେ ଗୁଳିକାଣ୍ଡ ଘଟିଛି। ଶନିବାର ରାତିରେ ବିଭୀଷଣ ମେହେରଙ୍କ ଢାବାରେ ତାଙ୍କର ସ୍ତ୍ରୀ ବାସନ୍ତୀ ମେହେର(୪୭)ଙ୍କ ଉପରକୁ କେହି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ...

ଜଳଖିଆ ପାଇଁ ଯାଇଥିଲେ ୨ ଭଉଣୀ, ଫେରିବା ବେଳେ କୂଅରେ ଖସିପଡ଼ିଲେ

କାମାକ୍ଷାନଗର,୩୧।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା କହ୍ନେଇପାଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ କୂଅରେ ପଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶେଷ ପାତ୍ରଙ୍କ ଝିଅ ଶ୍ରୁତି (୫) ଏବଂ ତାଙ୍କ...

କଲେଜ ଛାତ୍ରୀଙ୍କୁ ବଳାତ୍କାର

ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର...

ବୋଲେରୋରେ ନେଉଥିଲେ ଧରାପଡ଼ିଲେ

କୋକସରା, ୩୧ା୭ (ଡି.ଏନ.ଏ): ପଡୋଶୀ ଆନ୍ଧ୍ରପ୍ରଦେଶରୁ କୋରାପୁଟକୁ ଲମ୍ବିଛି ଗଞ୍ଜେଇ ବ୍ୟବସାୟୀଙ୍କ ଚେର। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରୁ ରାଜପଥ ଦେଇ ପ୍ରତିଦିନ ଗଞ୍ଜେଇ ଚାଲାଣ ହେଉଛି । ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri