ଆମ ଜିଲା ଖବର

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ୫ ଜଣଙ୍କୁ ଅଟକ ରଖିଲା ପୋଲିସ

କୁତ୍ରା,୨୬।୭(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କଣ୍ଡେଇମୁଣ୍ଡାଠାରେ ଥିବା ଶିବା ସିମେଣ୍ଟ କାରଖାନାକୁ ଜେଏସ୍‌ଡବ୍ଲ୍ୟୁ ଅଧିଗ୍ରହଣ କରିଛି। ସୋମବାର ପ୍ରଶାସନର ସାହାଯ୍ୟରେ କୁତ୍ରା ଥାନାରୁ କାରଖାନାକୁ ଯିବା ପାଇଁ ଥିବା ଦୀର୍ଘ ୧.୫ କିଲୋମିଟର ରାସ୍ତାକୁ କମ୍ପାନୀ ତରଫରୁ...

ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ରିପୋର୍ଟ ନେଇଛନ୍ତି। ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ଶରୀର ୯୫%...

ଖବରଦାତାଙ୍କୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର

ପାଟଣା,୨୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମପାଟଣା ପ୍ରେସ କ୍ଲବ ତରଫରୁ ସୋମବାର କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ପୋଲିସର ମାଡ଼ ମାରିବା ଘଟଣାକୁ ଦୃଢ଼ ନିନ୍ଦା କରାଯାଇଛି। ଏହା ସହ ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣା...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅବହେଳା: ଅଭିନବ ଉପାୟରେ ପ୍ରତିବାଦ

ବଲାଙ୍ଗୀର ଅଫିସ,୨୬।୭: କଳାହାଣ୍ଡି ଜିଲା ଭବାନୀପାଟଣାରୁ ବାହାରି ସୋମବାର କୋଶଳ ସ୍ବାଭିମାନ ପଦଯାତ୍ରା ବଲାଙ୍ଗୀର ସହରରେ ପହଞ୍ଚିଛି । ଏହି ଅବସରରେ କୋଶଳ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ରଙ୍କ ନେତୃତ୍ୱରେ ଜିଲାପାଳ ପାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗୀରର...

ସ୍କୁଲ ଆସିଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କଲେ ବିଧାୟକ, ବିଇଓ

ଛତ୍ରପୁର,୨୬।୭(ଡି.ଏନ୍‌.ଏ.): ସୋମବାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ହାଇସ୍କୁଲକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫୁଲ ଦେଇ ସ୍ବାଗତ କରାଯାଇଥିଲା। ସମସ୍ତଙ୍କ ଥର୍ମାଲ ସ୍କ୍ରିନିଂ ସହ ସ୍କୁଲ ଚଟାଣରେ ସାମାଜିକ...

ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର ସଦସ୍ୟଙ୍କୁ ପ୍ରତିପକ୍ଷ ଗୋଷ୍ଠୀର ଲୋକେ ମରଣାନ୍ତକ ଆକ୍ରମଣ କରିଛନ୍ତି। ନୀଳକଣ୍ଠଙ୍କ ଆଖି...

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବାସେଳିସାହି ଥାନା ଅଧୀନ ବଡ଼ଓଡ଼ିଆ ମଠ...

ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ ରଣା (୫୩)। ବ୍ରଜବନ୍ଧୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଲିଫ୍ଟ ଦେବା ଆଳରେ...

‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ

ଜଗତ୍‌ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ ଷ୍ଟାଣ୍ଡାର୍ଡସ୍‌ ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌) ପ୍ରସବ ଯନ୍ତ୍ରଣା ସମୟରେ ଉନ୍ନତ...

ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା ବଢ଼ାଇଛି। ପରିବାରର ଜଣେ ସଂକ୍ରମିତ ହେବା ପରେ ପଛକୁ ପଛ ଅନ୍ୟମାନେ...

ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ ଭାବେ କମିବା ପରେ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ...

ଟିକାକରଣ ନୈରାଶ୍ୟଜନକ

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଗ୍ରାମାଞ୍ଚଳରେ ସପ୍ତାହକ ବ୍ୟବଧାନ ପରେ ସୁସ୍ଥହାର କମିଥିଲେ ମଧ୍ୟ ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁହାର ବୃଦ୍ଧି ପାଇଥିବା ପ୍ରଶାସନର ରିପୋର୍ଟରୁ ଜଣାପଡ଼ିଛି। ରବିବାର ୯୬ଜଣ ଆକ୍ରାନ୍ତ ହୋଇଥିବାବେଳେ ୨୯ଜଣ ସୁସ୍ଥ ହୋଇଛନ୍ତି। ୭ଜଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri