ଆମ ଜିଲା ଖବର

ଚୂନରା ସେବାୟତଙ୍କ ଜୀବନ ବୀମା ନାହିଁ

ପୁରୀ ଅଫିସ,୨୫।୭: ଚୂନରା ସେବାୟତ ପ୍ରତିଦିନ ଜୀବନକୁ ବାଜି ଲଗାଇ ଶ୍ରୀମନ୍ଦିର ଉପରକୁ ଚଢ଼ି ବାନା ଲଗାଇଥାନ୍ତି। ସେହିପରି ରତ୍ନବେଦି ଉପରକୁ ପ୍ରାୟ ୪୦ ଫୁଟ୍‌ ଉପରେ ଚାନ୍ଦୁଆ ବାନ୍ଧିବା କାର୍ଯ୍ୟଠାରୁ ଆରମ୍ଭ କରି ଗରୁଡ଼ସ୍ତମ୍ଭ ଓ ଅରୁଣସ୍ତମ୍ଭର ସ୍ନାନ...

ସହାୟତା ଅପେକ୍ଷାରେ ଚାଇନାଙ୍କ ପରିବାର

କୃଷ୍ଣପ୍ରସାଦ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୁରୁପାଳ ଗ୍ରାମର ପ୍ରବୀର ଜେନାଙ୍କ ଝିଅ ଚାଇନା(୨୩)। ଜନ୍ମରୁ ଚାଇନା ଦିବ୍ୟାଙ୍ଗ। ଅଣ୍ଟା ପାଖରୁ ଗୋଡ଼ ପର୍ଯ୍ୟନ୍ତ କାମ କରୁନାହିଁ। ଘୋଷାରି ଘୋଷାରି ହୋଇ ଏ ଘରରୁ ସେ ଘରକୁ ଯିବା...

ଖୋର୍ଦ୍ଧା ସହରରେ ପରିମଳ ବିପର୍ଯ୍ୟସ୍ତ: ଆବର୍ଜନାରେ ପୋତିହେଲାଣି ଡ୍ରେନ୍‌

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଉଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ ଡ୍ରେନଗୁଡିକରେ ଆବର୍ଜନା ପଡି ରହି ପୋତି ହୋଇଗଲାଣି। ଘରୁ ବାହାରୁଥିବା ଅପରିଷ୍କାର ପାଣି...

ଉନ୍ନତୀକରଣ ଚାଲିଛି, ଚତୁଃପାର୍ଶ୍ୱକୁ ନଜର ନାହିଁ

ନିଶ୍ଚିନ୍ତକୋଇଲି,୨୫ା୭(ସ୍ବ.ପ୍ର.): କଟକ ଜିଲାର ଅନ୍ୟତମ ପ୍ରମୁଖ ହାଟ ନିଶ୍ଚିନ୍ତକୋଇଲିରେ ଅବସ୍ଥିତ। ଏହି ହାଟକୁ କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ଯାଜପୁର ଜିଲାର ଚାଷୀ ଓ ବ୍ୟବସାୟୀମାନେ ଆସି ବ୍ୟବସାୟ କରିଥାନ୍ତି। ଉକ୍ତ ହାଟକୁ ଅତ୍ୟାଧୁନିକ ରୂପ ଦେବା ପାଇଁ ଏବେ...

ତଦନ୍ତ ପାଇଁ ବଲାଙ୍ଗୀର ଗଲେ ୫ ଜଣିଆ ଟିମ୍‌

ପାରଳାଖେମୁଣ୍ଡି,୨୫।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଶନିବାର ପାରଳାଖେମୁଣ୍ଡି ପୋଲିସର ୫ ଜଣିଆ ଟିମ୍‌ ସେଠାରେ ହୋଇଥିବା ବ୍ୟାଚେଲର ପାର୍ଟି ସମ୍ପର୍କିତ ସମସ୍ତ ତଥ୍ୟ ସଂଗ୍ରହ କରିବା ପାଇଁ ବଲାଙ୍ଗୀର...

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା: ବଲାଙ୍ଗୀରରେ ଗଜପତି ପୋଲିସ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ,୨୫ା୭: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବାକୁ ଆସିଥିବା ଗଜପତି ପୋଲିସର ଏକ ଟିମ୍‌ ରବିବାର ସକାଳେ ବଲାଙ୍ଗୀର ଟାଉନ ଥାନା ଓ ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରକୁ ଆସି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରାଣୀଧନ...

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ କରାଯାଇଛି। ସେମାନେ ହେଲେ ଶାନ୍ତନୁ ଜେନା ଏବଂ ତାଙ୍କ ସ୍ତ୍ରୀ ସବିତା। ଶ୍ରମିକ...

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମାଓବାଦୀମାନଙ୍କ ସହିଦ ସପ୍ତାହକୁ ଦୃଷ୍ଟିରେ ରଖି ଯବାନମାନେ ସେହି ଅଞ୍ଚଳରେ କମ୍ବିଂ ଅପରେଶନ କରୁଥିବା...

ପ୍ରଥମ ନୀଳାଚଳ ଅବଢ଼ା ବାହାରିଲା

ପୁରୀ ଅଫିସ,୨୫।୭: ମହାବାହୁଙ୍କ ପ୍ରଥମ ନୀଳାଚଳ ଅବଢ଼ା ଶନିବାର ବାହାରିଛି। ଏଥର ପାଖାପାଖି ୧୦ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଅବଢ଼ା ପ୍ରସ୍ତୁତ ହୋଇଥିଲା। ସାଧାରଣତଃ ନୀଳାଚଳ ଅବଢ଼ା ସେବାୟତ ପରିବାରର ସମସ୍ତ ସଦସ୍ୟ ସେବନ କରିଥାନ୍ତି। ପାଖାପାଖି ୪ ହଜାର ସେବାୟତ...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା

ଅନୁଗୋଳ ଅଫିସ,୨୫।୭: ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ଅଞ୍ଚଳର ଜଣେ ୨୧ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶନିବାର ବଳାତ୍କାର ପରେ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଗୋଡ଼ ବନ୍ଧା ଅବସ୍ଥାରେ ଖଜୁରି ବୁଦାମୂଳରୁ ପୋଲିସ ମୃତଦେହ...

ପରକୀୟା ପ୍ରୀତି ସନ୍ଦେହ ନେଲା ଛବିରାଣୀଙ୍କ ଜୀବନ

ଭଦ୍ରକ ଅଫିସ,୨୪।୭: କୁରାଢ଼ିରେ ଅତି ନୃଶଂସ ଭାବେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ଏଡ଼ାଦେଇ ଗ୍ରାମରେ। ମୃତା...

ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri