ଆମ ଜିଲା ଖବର

ଅମାନିଆଙ୍କ ଉପରେ ନଜର ରଖିବ ଡ୍ରୋନ୍‌

ପୁରୀ ଅଫିସ,୨୦।୭: ରଥଯାତ୍ରାରେ ଥିବା ସୁରକ୍ଷା ବ୍ୟବସ୍ଥା ବାହୁଡ଼ାଯାତ୍ରାରେ ମଧ୍ୟ ବଳବତ୍ତର ରହିବ। ଜୋନ୍‌ସ୍ତରରେ ହୋଇଥିବା ପୋଲିସ ମୁତୟନକୁ ଅପରିବର୍ତ୍ତିତ ରଖାଯିବ। ଏହାବ୍ୟତୀତ ଅନଧିକାର ପ୍ରବେଶକୁ ରୋକିବା ପାଇଁ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ହେବ। ଏହି ସୁରକ୍ଷା ବ୍ୟବସ୍ଥା ବାହୁଡ଼ା...

ଟିଏସ୍‌ଏମ୍‌ଏଲ୍‌, ଜେଏସ୍‌ଏଲ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୨୦।୭: ଟାଟା ଷ୍ଟିଲ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ଓ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ମଧ୍ୟରେ ମିଳିତ କ୍ରୋମପଥର ଖନନକୁ ନେଇ ଏକ ଚୁକ୍ତି ସ୍ବାକ୍ଷର ହୋଇଛି। ଯାଜପୁର ଜିଲା ଅନ୍ତର୍ଗତ ସୁକିନ୍ଦାଠାରେ ଉଭୟ କମ୍ପାନୀର ଖଣି...

ଯୋଜନ ଦୂରରେ ଯୋଜନା

ଖମାର,୨୦ା୭(ଡି.ଏନ.ଏ.) – ଗରିବ, ଅସହାୟଙ୍କ ଉନ୍ନତି ପାଇଁ ସରକାର କରିଛନ୍ତି ଅନେକ ଯୋଜନା। ରହିବାକୁ ପକ୍କା ଘର, ପିଇବାକୁ ବିଶୁଦ୍ଧ ପାନୀୟ ଜଳ ଓ ଖାଦ୍ୟ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ଚାଉଳ ଯୋଗାଇ ଦିଆଯାଉଛି। ବୃଦ୍ଧାବୃଦ୍ଧ, ବିଧବା ଓ...

ଚୋରି ବଢ଼ୁଥିବାରୁ ପଶିଲା ଚେତା

ଅନୁଗୋଳ ଅଫିସ, ୨୦ା୭ – ଚାରିଆଡ଼େ ସିସିଟିଭି ଲଗାଯାଇଛି। ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି। ହେଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଘନ ଘନ ଚୋରି ଚାଲିଛି। କେତେଜଣ ଠିକା ସଫେଇ କର୍ମଚାରୀ କେତେବେଳେ କେଉଁ ସାମଗ୍ରୀ ଚୋରାଇ...

ବେବିନା ହତ୍ୟା ଅଭିଯୁକ୍ତ ନାବାଳକ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ ହତ୍ୟାକାରୀ ସାବାଳକ ନୁହେଁ ନାବାଳକ ବୋଲି ଜଣାପଡିଛି। ଜନ୍ମ ତାରିଖର ସତ୍ୟତା...

ମା’ସହ ୩ ବର୍ଷର ପୁଅକୁ ହତ୍ୟା

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪)...

ଡିଜିପିଙ୍କୁ ଦାବିପତ୍ର ଦେଲେ ସୌମ୍ୟଙ୍କ ବାପା

କଟକ ଅଫିସ, ୨୦।୭: ପୋଡ଼ି ହୋଇ ମୋ ପୁଅ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ଫରେଷ୍ଟ ଅଫିସ୍‌ ଆଗରେ ଆମ୍ବୁଲାନ୍ସକୁ ଘଣ୍ଟାଏ କାଳ ଅଟକାଯାଇଥିଲା। କିଛି ସମୟ ଆଗରୁ ମେଡିକାଲରେ ପହଞ୍ଚିଥିଲେ ସେ ବଞ୍ଚି ଯାଇଥାନ୍ତା। ବିଳମ୍ବରେ ହସ୍ପିଟାଲରେ ପହଞ୍ଚିବା...

ଅଗଷ୍ଟ ୨୭ରେ ଓଏଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୨୦।୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ରାଜ୍ୟର ୫ଟି ସ୍ଥାନରେ ଏହି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓପିଏସ୍‌ସି ପକ୍ଷରୁ ସୋମବାର ବିଜ୍ଞପ୍ତି...

ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୨୦।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ...

ନକଲି ଡାକ୍ତର ନେଲେ ନାବାଳିକାଙ୍କ ଜୀବନ

ମାଲକାନଗିରି,୧୯ା୭: ମାଲକାନଗିରି ଜିଲା ମାଥିଲି ଥାନା ସଦର ମହକୁମା ଆମ୍ବାଗୁଡ଼ା ପଞ୍ଚାୟତ ମାର୍କାମ୍‌ଗଡ଼ା ଗ୍ରାମରେ ଜଣେ ନକଲି ଡାକ୍ତରଙ୍କ ପାଇଁ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରାମ ବାରିକଙ୍କ ଝିଅ ଲଳିତା (୧୪)। ଝିଅର ପେଟ ଯନ୍ତ୍ରଣା...

ଲାଞ୍ଚ ଭାଗବଣ୍ଟା ଭିଡିଓ ଭାଇରାଲ: ୨ ଯନ୍ତ୍ରୀ ସସ୍‌ପେଣ୍ଡ

ନୂଆପଡ଼ା ଅଫିସ,୧୯।୭: ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ଲାଞ୍ଚ ଟଙ୍କା ଭାଗବଣ୍ଟାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜିଲାପାଳ ସ୍ବାଧାଦେବ ସିଂ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଜିଲାପାଳ ତରଣିସେନ ନାଏକ ଏବଂ ଜିଲା ପଞ୍ଚାୟତ ଅଧିକାରୀ ବିବେକାନନ୍ଦ...

ପୁଅକୁ ମାନସିକ ନିର୍ଯାତନା ଦିଆଯାଉଥିଲା: ମା’

ଖଇରା/କପ୍ତିପଦା,୧୯।୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସୁଛି। ପାରଳାଖେମୁଣ୍ଡି ଆଇଆଇସି ବିବେକାନନ୍ଦ ସ୍ବାଇଁଙ୍କ ନେତୃତ୍ୱରେ ୫ଜଣିଆ ଟିମ୍‌ ସୋମବାର ପ୍ରଥମେ ସୌମ୍ୟରଞ୍ଜନଙ୍କ ଘର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri