ଆମ ଜିଲା ଖବର

ଆଷାଢ଼ ସରିଲା, ବର୍ଷା ନାହିଁ: ଚିନ୍ତାରେ ଚାଷୀ

କଣାସ,୧୯ା୭(ସ୍ବ.ପ୍ର.): ଅକ୍ଷୟ ତୃତୀୟାଠାରୁ ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି। ଜମି ଚାଷ କରିବା ପରେ ବିହନ ବୁଣି ବର୍ଷାକୁ ଅପେକ୍ଷା କରିଥାଆନ୍ତି। ଆଷାଢ଼ ମାସରେ ବର୍ଷାଋତୁ ଆରମ୍ଭ ହେଉଥିବାରୁ ଚାଷୀମାନେ ବୁଣିଥିବା ଧାନ ଗଛହୋଇ ବଢିବାରେ ଲାଗେ। କିନ୍ତୁ...

ଅବହେଳାର ଚରମ ସୀମାରେ ବିଜୁ ଷ୍ଟାଡିୟମ: ୧୩ ବର୍ଷରେ ଥରେ ହୋଇନି ଖେଳ

କେନ୍ଦ୍ରାପଡ଼ା ଅଫିସ,୧୯।୭: କେନ୍ଦ୍ରାପଡ଼ାର ଦୌଡ଼ରାଣୀ ଲିଜା ବେହେରା କରୋନା କଟକଣା ପାଇଁ କ୍ରୀଡ଼ା ଛାତ୍ରାବାସରୁ ଆସି ଘରେ ରହୁଛନ୍ତି। ପ୍ରାୟ ବର୍ଷେ ଧରି ଉପଯୁକ୍ତ ତାଲିମ ଅଭାବ ସହ ଦୌଡ଼ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି। ମହାକାଳପଡ଼ା ବ୍ଲକ ତେରଗାଁ...

ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡ଼ା ଧରାଳିଙ୍କ ଭିଡ଼

ମହାକାଳପଡ଼ା,୧୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡା ଧରାଳିଙ୍କ ଭିଡ଼ ଜମୁଛି। ସେମାନେ ଅଭୟାରଣ୍ୟ ଭିତରକୁ ବେଆଇନ ଭାବେ ପ୍ରବେଶ କରି ଅବାଧରେ କଙ୍କଡା ଧରିବା ସହ ମାଛ ମାରୁଛନ୍ତି। ଏହି ସୁଯୋଗରେ...

ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାହାର ଲୋକଙ୍କ ଉପରେ ନଜର ରଖିବ ୨୨ ଟିମ୍‌

ପୁରୀ ଅଫିସ,୧୯।୭: ବାହୁଡ଼ା ଯାତ୍ରା ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି। ପୋଲିସର ପ୍ରସ୍ତୁତି ଓ କଟକଣା କାର୍ଯ୍ୟକାରୀ ସମ୍ପର୍କରେ ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ବି.କେ. ଶର୍ମା ପୁରୀ ଆସି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ...

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି। ସୋମବାର ନବମୀ ସନ୍ଧ୍ୟା ଦର୍ଶନ। ତେବେ କଟକଣା ଯୋଗୁ ଗତବର୍ଷ ପରି ଚଳିତବର୍ଷ...

କଅଁଳ ହାତରେ ହଳଲଙ୍ଗଳ

କେନ୍ଦୁଝର, ୧୯।୭(ସ୍ବ.ପ୍ର.): ବଳଦ ଓ ଲଙ୍ଗଳ ଦ୍ୱାରା ବିଲରେ ହଳ କରିବା ପିଲା ଖେଳ ନୁହେଁ ବୋଲି ସମସ୍ତେ କୁହନ୍ତି। ବଡ଼ ବଡ଼ ଲୋକମାନେ ମଧ୍ୟ ଲଙ୍ଗଳ ଧରି ଚାଷ କରିପାରନ୍ତି ନାହିଁ। କିନ୍ତୁ କେନ୍ଦୁଝର ଜିଲା ତେଲକୋଇ ବ୍ଲକ...

ବିଳମ୍ବିତ ହେଉଛି ବିକାଶ

ବଇଣ୍ଡା,୧୯ା୭:  ବିକାଶର ମାର୍ଗ ବା ରାଜପଥ ପ୍ରଶସ୍ତ ହେବ। ସେଥିପାଇଁ ୩ ବର୍ଷ ତଳୁ କ୍ଷେତ୍ର ପ୍ରସ୍ତୁତ କରାଗଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ବଜାରର ବହୁ ବ୍ୟବସାୟିକ ପ୍ରତିଷ୍ଠାନ ଉଚ୍ଛେଦ ହେଲା। ସରକାରୀ କାର୍ଯ୍ୟାଳୟ, ବିଦ୍ୟାଳୟ, ଚିକିତ୍ସାଳୟ,...

ତାଳଦଣ୍ଡା କେନାଲ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ

କଟକ ଅଫିସ,୧୯ା୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର କଟକ ତାଳଦଣ୍ଡା କେନାଲ, ନେତାଜୀ ବସ୍‌ ଟର୍ମିନାଲ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ତାଳଦଣ୍ଡା କେନାଲର ଉନ୍ନତୀକରଣ କାର୍ଯ୍ୟ...

ଜଙ୍ଗଲ ପଦା, ସଙ୍କଟରେ ବନ୍ୟପ୍ରାଣୀ

କେନ୍ଦୁଝର, ୧୯।୭(ଡି.ଏନ.ଏ.): କେନ୍ଦୁଝର ଜିଲାର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ସଙ୍କଟ ଅବସ୍ଥାରେ। ଜଙ୍ଗଲ ପଦା ହେବାରୁ ଜନବସତି ମୁହଁା ହୋଇ ମଣିଷଙ୍କ ଶିକାର ହୋଇ ବନ୍ୟପ୍ରାଣୀମାନେ ପ୍ରାଣ ହରାଉଛନ୍ତି। ବନ୍ୟଜନ୍ତୁଙ୍କୁ ସୁରକ୍ଷା ଦେବା ପାଇଁ କର୍ମଚାରୀ ଅଭାବ, କାଠ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ଶ୍ରେୟାସୀ

ବାରିପଦା ଅଫିସ,୧୯।୭-ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର,...

ଯବାନ ପରିଚୟ ଦେଇ ମହିଳା ଫରେଷ୍ଟଗାର୍ଡଙ୍କ ସହ ପ୍ରତାରଣା

ସୁନ୍ଦରଗଡ଼/ବଣାଇଁ, ୧୮।୭ (ଡି.ଏନ୍‌.ଏ./ସ୍ବ.ପ୍ର): ନିଜକୁ ସିଆର୍‌ପିଏଫ୍‌ ଯବାନ ପରିଚୟ ଦେଇ ସୁନ୍ଦରଗଡ଼ ଜିଲା ବଣାଇଁରେ ଜଣେ ମହିଳା ଫରେଷ୍ଟ ଗାର୍ଡଙ୍କୁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ନୟାଗଡ଼ ଜିଲା ଶରଣକୂଳରୁ...

ରାସ୍ତା ନିର୍ମାଣକୁ ନେଇ ସଂଘର୍ଷ, ୭ ଆହତ

ବାସୁଦେବପୁର/ପଦ୍ମପୁର,୧୮।୭(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ କାଶୀପୁର ଗ୍ରାମରେ ଏକ ରାସ୍ତା ନିର୍ମାଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଞ୍ଜନ ବେହେରା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri