ଆମ ଜିଲା ଖବର

୧୦ ଦିନ ଧାରଣା ପରେ ମିଳିଲା ନ୍ୟାୟ :୩ ଅଙ୍ଗନୱାଡି କର୍ମୀଙ୍କୁ ପୁନଃ ନିଯୁକ୍ତି

ଛତ୍ରପୁର,୧୭।୭(ଡି.ଏନ୍‌.ଏ.): ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ, ଛତ୍ରପୁର ବ୍ଲକ ପକ୍ଷରୁ ୩ ଜଣ ଅଙ୍ଗନୱାଡି କର୍ମୀଙ୍କୁ ୬୦ ବର୍ଷ ବୟସରେ କାର୍ଯ୍ୟରୁ ବହିଷ୍କାର କରାଯାଇଥିଲା। ଏ ନେଇ ସିଡିପିଓଙ୍କ କାର୍ଯ୍ୟାଳୟ ଓ ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ୧୦...

ରାତିରେ ଦୁର୍ବୃତ୍ତ ତାଡ଼ିଲେ ଏଟିଏମ୍‌

ପଦ୍ମପୁର,୧୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ବଜାରରେ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଏଟିଏମ୍‌ ଭାଙ୍ଗିଥିଲେ ମଧ୍ୟ କୌଣସି କାରଣରୁ ଟଙ୍କା ଉଠାଇବାରେ ସଫଳ ହୋଇ ନ ଥିଲେ। ଖବର...

ଘରୁ କେଉଁଆଡ଼େ ଗଲେଯେ ଆଉ ଫେରିଲେନି, ବିଲରୁ ମିଳିଲା ମୁଣ୍ଡବିହୀନ ମୃତଦେହ

ଆରଡ଼ି,୧୭।୭ (ଡି.ଏନ୍‌.ଏ. ): ଭଦ୍ରକ ଜିଲା ଅସୁରାଳି ନିକଟସ୍ଥ କାକୁଡ଼ିଗଡିଆ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ଗଳିତ ମୃତଦେହ ଜବତ ହୋଇଛି। ଉକ୍ତ ମୃତଦେହ ଧୂଷୁରୀ ଥାନା ଅଧୀନ ଉଚ୍ଚପଦା ଗ୍ରାମର ଜିତେନ୍ଦ୍ର କୁମାର ସେନ (୩୩)ଙ୍କର। ତାଙ୍କ ପରିବାର...

ଅନୁମତି ସତ୍ତ୍ୱେ ଗଡ଼ିଲା ନାହିଁ ବସ୍‌

କଟକ ଅଫିସ, ୧୭ା୭: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶୁକ୍ରବାର ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ସ୍ୱାଭାବିକ ହୋଇଥାନ୍ତା। ତେବେ କଟକ ବାଦାମବାଡି ଅଞ୍ଚଳରୁ ସକାଳୁ ଗୋଟିଏ ବି ବସ୍‌ ଗଡିନାହିଁ। ବସ୍‌ ଚଳାଚଳ ନେଇ ବିଭିନ୍ନ ସମସ୍ୟା ରହିଥିବାରୁ ଏ...

ବିଭିନ୍ନ ଯୋଜନାର କାର୍ଯ୍ୟ ଅଗ୍ରଗତିକୁ ଗୁରୁତ୍ୱ

କଟକ ଅଫିସ ୧୭ା୭: କଟକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ପଞ୍ଚମ ଜିଲା ଉନ୍ନୟନ, ସମନ୍ବୟ ଓ ତଦାରଖ କମିଟି (ଦିଶା) ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୃଷି,...

ତହସିଲଦାରଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ

ଗଞ୍ଜାମ,୧୭ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ପେଟ୍ରୋଲ ପମ୍ପରେ ଗତ ୧୪ ତାରିଖରେ ଜଣେ କର୍ମଚାରୀ ବିନା ମାସ୍କରେ ତେଲ ପକାଉଥିଲେ। ସେହି ରାସ୍ତା ଦେଇ ଯାଉଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ତାଙ୍କୁ ସର୍ବସମ୍ମୁଖରେ...

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ...

୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ

କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଥିବା ମାମଲାର ଶୁଣାଣି ପାଇଁ...

୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା

ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ ଡିଜିଜ୍‌ ଷ୍ଟଡି)ଡାଇଗ୍ନୋଷ୍ଟିକ ଆକ୍ସନ ରିସର୍ଚ୍ଚ ପ୍ରୋଜେକ୍ଟ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ସରୋଜ...

ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଶୁକ୍ରବାର ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସାଇଣ୍ଟଫିକ ଟିମ୍‌ ଓ ପୋଲିସ ପହଞ୍ଚି...

ଆଖଣ୍ଡଳମଣି ପୀଠରେ ବୈଷୟିକ ଟିମ୍‌

ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍‌। ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାର ପ୍ରାଚୀର ନିର୍ମାଣ, ଗର୍ଭଗୃହ ଚଟାଣ ମରାମତି,...

ଅଣଓଡ଼ିଆଙ୍କ ନିୟନ୍ତ୍ରଣରେ ନିଶା କାରବାର

ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ ନକଲି ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ ସ୍ପିରିଟ ଓ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri