ଆମ ଜିଲା ଖବର

ଅନୁମତି ସତ୍ତ୍ୱେ ଗଡ଼ିଲା ନାହିଁ ବସ୍‌

କଟକ ଅଫିସ, ୧୭ା୭: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶୁକ୍ରବାର ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ସ୍ୱାଭାବିକ ହୋଇଥାନ୍ତା। ତେବେ କଟକ ବାଦାମବାଡି ଅଞ୍ଚଳରୁ ସକାଳୁ ଗୋଟିଏ ବି ବସ୍‌ ଗଡିନାହିଁ। ବସ୍‌ ଚଳାଚଳ ନେଇ ବିଭିନ୍ନ ସମସ୍ୟା ରହିଥିବାରୁ ଏ...

ବିଭିନ୍ନ ଯୋଜନାର କାର୍ଯ୍ୟ ଅଗ୍ରଗତିକୁ ଗୁରୁତ୍ୱ

କଟକ ଅଫିସ ୧୭ା୭: କଟକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ପଞ୍ଚମ ଜିଲା ଉନ୍ନୟନ, ସମନ୍ବୟ ଓ ତଦାରଖ କମିଟି (ଦିଶା) ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୃଷି,...

ତହସିଲଦାରଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ

ଗଞ୍ଜାମ,୧୭ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ପେଟ୍ରୋଲ ପମ୍ପରେ ଗତ ୧୪ ତାରିଖରେ ଜଣେ କର୍ମଚାରୀ ବିନା ମାସ୍କରେ ତେଲ ପକାଉଥିଲେ। ସେହି ରାସ୍ତା ଦେଇ ଯାଉଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ତାଙ୍କୁ ସର୍ବସମ୍ମୁଖରେ...

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ...

୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ

କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଥିବା ମାମଲାର ଶୁଣାଣି ପାଇଁ...

୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା

ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ ଡିଜିଜ୍‌ ଷ୍ଟଡି)ଡାଇଗ୍ନୋଷ୍ଟିକ ଆକ୍ସନ ରିସର୍ଚ୍ଚ ପ୍ରୋଜେକ୍ଟ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ସରୋଜ...

ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଶୁକ୍ରବାର ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସାଇଣ୍ଟଫିକ ଟିମ୍‌ ଓ ପୋଲିସ ପହଞ୍ଚି...

ଆଖଣ୍ଡଳମଣି ପୀଠରେ ବୈଷୟିକ ଟିମ୍‌

ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍‌। ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାର ପ୍ରାଚୀର ନିର୍ମାଣ, ଗର୍ଭଗୃହ ଚଟାଣ ମରାମତି,...

ଅଣଓଡ଼ିଆଙ୍କ ନିୟନ୍ତ୍ରଣରେ ନିଶା କାରବାର

ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ ନକଲି ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ ସ୍ପିରିଟ ଓ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ...

ଜିଲା ବାହାରେ ଡିଏମ୍‌ଏଫ୍‌ ଖର୍ଚ୍ଚ ବନ୍ଦକର

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ। କେନ୍ଦ୍ର ସରକାରଙ୍କ ବିନା ଅନୁମୋଦନରେ ରାଜ୍ୟ ସରକାର ଏହି ପାଣ୍ଠିର କାର୍ଯ୍ୟ,...

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ସହର ଭିତରେ ପ୍ରବେଶ କରୁଛି ଭାଲୁ। ଗତ ବୁଧବାର ଭାଲୁ ଜିଲାପାଳଙ୍କ...

ବାପ-ଝିଅଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ବାପ ଝିଅ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାସ୍ତାରେ ବାଲି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri