ଆମ ଜିଲା ଖବର

‘ଯୌତୁକ ପାଇଁ ମାରିଦେଲେ ଝିଅକୁ’

ବନ୍ତ,୧୫।୭(ଡି.ଏନ୍‌.ଏ.): ଯୌତୁକ ଟଙ୍କା ଦେଇ ନ ପାରିବାରୁ ଶାଶୁଘର ଲୋକେ ମୋ ଝିଅକୁ ମାରିଦେଲେ। ଏଭଳି ଅଭିଯୋଗ ଆଣିଛନ୍ତି ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ନିମପଡ଼ା ଗ୍ରାମର ତିଳୋତ୍ତମା ଜେନା। ଅଭିଯୋଗ ପରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଯୌତୁକ...

୬୦ରୁ ଅଧିକ ବେଗରେ ବାଇକ୍‌ ଚଳାଇଲେ ଲାଗିବ ଫାଇନ୍‌

ବାରିପଦା ଅଫିସ,୧୫ା୭: ଜନସାଧାରଣଙ୍କ ସୁରକ୍ଷା ଲାଗି ମୟୂରଭଞ୍ଜ ଜିଲାରେ ଦ୍ରୁତ ଗାଡ଼ି ଚଳାଚଳ ଉପରେ ଜିଲାପାଳ ବିନୀତ ଭରଦ୍ୱାଜ ପ୍ରତିବନ୍ଧକ ଲଗାଇଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟାା ୨୨୫୫/୧୪ ଜୁଲାଇ ୨୦୨୧ ଅନୁଯାୟୀ ଜାତୀୟ ରାଜପଥ, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ...

ସ୍କୁଲରୁ ମିଳିଲା ମୃତଦେହ

ହାଟଡିହୀ,୧୫l୭: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ସଢା-ନାହା ନିଶାକର ନୋଡାଲ ବିଦ୍ୟାଳୟ ପରିସରରେ ଥିବା ଶୌଚାଳୟ ପାଖରୁ ମିଳିଛି ଏକ ଗଳିତ ମୃତଦେହ। ମୃତକଙ୍କ ପରିଚୟ ଜଣାପଡିନାହିଁ। ଘଟଣା ସମ୍ପର୍କରେ ଖବର ପାଇ ଗୁରୁବାର ସୋସୋ ଥାନା ପୋଲିସ...

ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଧର୍ମଘଟ

ଗଞ୍ଜାମ,୧୫ା୭(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରଦାମ୍‌ ବୃଦ୍ଧି ଘଟି ଚାଲିଛି। ଏଥି ସହିତ ଡିଜେଲ ଓ ପେଟ୍ରୋଲ ଦର୍‌ ଶହେ ଟପିଲାଣି। ଏହାର ପ୍ରତିବାଦ କରି ଗୁରୁବାର ଭାରତୀୟ ମାକ୍ସବାଦୀ କମ୍ୟୁନିଷ୍ଟ ପାର୍ଟି( ସିପିଆଇ)ପକ୍ଷରୁ ଦିନିକିଆ ଧର୍ମଘଟ...

ପୁତୁରାଙ୍କ କଟୁରି ଚୋଟରେ ବଡ଼ ମା’ ମୃତ

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସିନ୍ଦୁରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁତୁରା ସୀତାରାମ ମଣ୍ଡଳଙ୍କ କଟୁରି ଚୋଟରେ ବଡ଼ ମା’ ପଦ୍ମାବତୀ ମଣ୍ଡଳଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ଥାନା ପୋଲିସ ପହଞ୍ଚି...

୨ କେଜି ସୁନା ଜବତ

କଟକ ଅଫିସ,୧୫ା୭: ପଞ୍ଜାବରୁ ପୁଳାପୁଳା ସୁନା ଆସି କଟକର ବିଭିନ୍ନ ସୁନା ଦୋକାନରେ ବିକ୍ରି ହେଉଥିଲା। ଏଥିନିମନ୍ତେ ଦୋକାନୀଙ୍କୁ କୌଣସି ଜିଏସ୍‌ଟି ତଥା ଟ୍ୟାକ୍ସ ଦେବାକୁ ପଡୁ ନ ଥିଲା। ଜିଏସ୍‌ଟି ଫାଙ୍କିବା ପାଇଁ ବେପାର ଚାଲିଥିଲା। ଟ୍ରେନରେ କୌଣସି...

‘ପରୀ’ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପରୀ ମା’ଙ୍କ ପକ୍ଷରୁ...

ରଥରେ ସାମାନ୍ୟ ଫାଟ, ଚାଲିଛି ମରାମତି

ପୁରୀ ଅଫିସ,୧୫ା୭: ଆସନ୍ତା ୧୭ ତାରିଖରେ ତିନିରଥର ଦକ୍ଷିଣ ମୋଡ଼। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବୈଷୟିକ ଟିମ୍‌ ଦ୍ୱାରା ତିନିରଥର ଯାଞ୍ଚ ହୋଇଛି। ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଗୁରୁବାର ଏହି ଯାଞ୍ଚ କରାଯାଇଛି। ତେବେ ତିନିରଥରେ ସାମାନ୍ୟ ଫାଟ...

ଦକ୍ଷିଣ ଆଫ୍ରିକାରେ ଫସିଛନ୍ତି ସବ୍ୟସାଚୀ

ଢେଙ୍କାନାଳ ଅଫିସ, ୧୫।୭: ଆସାଇନ୍‌ମେଣ୍ଟ କାର୍ଯ୍ୟରେ ଦକ୍ଷିଣ ଆଫ୍ରିକା ଯାଇଥିଲେ। ହେଲେ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ କରୋନା ସଂକ୍ରମଣ ବଢ଼ିଲା। ବନ୍ଦ ହୋଇଗଲା ଅନ୍ତଃରାଷ୍ଟ୍ରୀୟ ବିମାନ ଚଳାଚଳ। ବର୍ଷାଧିକ ରହଣି ଭିତରେ ଅବଧି ସରିଯିବା ପରେ ବାତିଲ ହୋଇଗଲା ଭିସା।...

ଅବକାରୀ ବିଭାଗର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: କାର୍‌ କାଚ ଭାଙ୍ଗିଲେ, ଶିଶୁ, ଡ୍ରାଇଭର ଆହତ

ବ୍ରହ୍ମପୁର ଅଫିସ,୧୫।୭: ବ୍ରହ୍ମପୁର ବଡ଼ବଜାର ଥାନା ଫାଷ୍ଟଗେଟ୍‌ ନିକଟରେ ବୁଧବାର ଅବକାରୀ ବିଭାଗର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗଞ୍ଜେଇ ଥିବା ସନ୍ଦେହରେ ଯାଞ୍ଚ ବେଳେ ଅବକାରୀ କର୍ମଚାରୀ ଏକ ବୋଲେରୋ କାଚ ଭାଙ୍ଗି ଦେଇଥିବା ଅଭିଯୋଗ...

ରୁଙ୍ଗ୍‌ଟାରେ ୧୧ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ୱର (ବ୍ୟୁରୋ)/ଢେଙ୍କାନାଳ ଅଫିସ ୧୫।୭: ୨୦୩୦ ମସିହା ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିୟନ ଟନ୍‌ରେ ପହଞ୍ଚତ୍ବ। ଏଥିଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ମହାମାରୀ ସତ୍ତ୍ୱେ ଗତ ଦୁଇବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧...

ଟିକା ପାଇଁ ଭୁଲିଗଲେ ସାମାଜିକ ଦୂରତା

କଟକ ଅଫିସ,୧୫।୭: କଟକ ସହରରେ ପ୍ରାୟ ୬ଦିନ ପରେ ବୁଧବାର ଟିକାକରଣ ଆରମ୍ଭ ହୋଇଛି। ଟିକା ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଧାଡି ଲାଗିଥିଲା। ହେଲେ ଇନ୍‌ଡୋର ଷ୍ଟାଡିୟମରେ ଲୋକଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳିଥିଲା। ଟିକାକେନ୍ଦ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri