ଆମ ଜିଲା ଖବର

ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କଲା ଜିଲା ପ୍ରଶାସନ

କୋରାପୁଟ/ପଟ୍ଟାଙ୍ଗୀ,୧୧ା୭(ସ୍ବ.ପ୍ର./ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବିରୋଧ କରି ଏହାକୁ ବନ୍ଦ କରିବା ଲାଗି...

ଆଧାର ସାଜିବେ ଆଶା

ଅନୁଗୋଳ ଅଫିସ, ୧୧ା୭: କୋଭିଡ୍‌ ମହାମାରୀରୁ ଗର୍ଭବତୀଙ୍କୁ ଦିଆଯିବ ସୁରକ୍ଷା। ବୟସ୍କ ଓ ଯୁବବର୍ଗଙ୍କ ପରି ସେମାନଙ୍କର ମଧ୍ୟ ହେବ ଟିକାକରଣ। ହେଲେ ଏଥିପାଇଁ ଅନ୍‌ଲାଇନ୍‌ କି ଅଫ୍‌ ଲାଇନ୍‌ରେ ପଞ୍ଜୀକରଣ କରିବାକୁ ପଡ଼ିବ ନାହିଁ। ଆଧାର କାର୍ଡ ଧରି ଅଧରାତିରୁ...

ଜିଲାରେ ବଢୁଛି ଜଙ୍ଗଲ

ଢେଙ୍କାନାଳ ଅଫିସ, ୧୧।୭: ବଢୁଛି ସବୁଜିମାର ଘନତ୍ୱ। ଘଞ୍ଚ ହେଉଛି ବୁଦୁବୁଦିଆ ଜଙ୍ଗଲ। ବଦଳୁଛି ଲଣ୍ଡା ପାହାଡ଼ର କଳେବର। କାଠ ମାଫିଆଙ୍କ ଦୌରାତ୍ମ୍ୟ, ବନାଗ୍ନି ବିଭୀଷିକା ସତ୍ତ୍ୱେ ପ୍ରକୃତିର ବରଦାନ ଢେଙ୍କାନାଳରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇବାରେ ଲାଗିଛି। ଏହା ପଛରେ...

ମହାପ୍ରଭୁଙ୍କ ପାଇଁ ୧୦ ଫୁଟ୍‌ର ଧୂପକାଠି

ପୁରୀ ଅଫିସ, ୧୧।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଜଣେ ଭକ୍ତ କର୍ନାଟକ ଜିଲାର ମହୀଶୂରରୁ ୧୦ଫୁଟ ଧୂପକାଠି ଆଣିଛନ୍ତି। ସେ ଭକ୍ତ ହେଉଛନ୍ତି ଠାକୁରମୁଣ୍ଡାସ୍ଥିତ ଆଶ୍ରମରେ ଥିବା ଭୈରବାନନ୍ଦ ସରସ୍ବତୀ ମହାରାଜ। ସେ କିଛିବର୍ଷ ହେବ ମହାପ୍ରଭୁଙ୍କ ନିକଟରେ ଧୂପକାଠି...

‘ଗୁହାରି ଶୁଣିଲେ ମହାପ୍ରଭୁ’

ବନ୍ତ,୧୧।୭(ସ୍ବ.ପ୍ର.)-ଏକଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦର୍ଶନ ବେଳେ ‘ମୋତେ ଦୟା କରନ୍ତନ୍ତି, ମୁଁ ବି ତୁମ ମୂର୍ତ୍ତି ଗଢ଼ନ୍ତି’ ବୋଲି ଗୁହାରି ଜଣାଇଥିଲେ। ଭାବର ଠାକୁର ସେଦିନ ଭକ୍ତର ଭାବ ବୁଝିଲେ। ତାଙ୍କ ଆଶୀର୍ବାଦରୁ ଦାରୁ ଦିଅଁଙ୍କ ମୂର୍ତ୍ତି ଗଢ଼ିବାର...

ମେଗା ବଦଳରେ ମିନି ଷ୍ଟିଲ୍‌ ପ୍ଲାଣ୍ଟ

କେନ୍ଦୁଝର, ୧୧।୭(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍‌ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍‌ ପ୍ଲାଣ୍ଟରେ ପରିଣତ କରିବା ପାଇଁ ଗତ ଦୁଇଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା...

ସିସିଟିଭି ନଜରରେ ବଡ଼ଦାଣ୍ଡ

ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍‌. କେ. ଶର୍ମା ଚୂଡ଼ାନ୍ତ ସ୍ଥିତି ସମୀକ୍ଷା କରିଛନ୍ତି। ଏ ନେଇ ପୋଲିସ ପ୍ରଶାସନ...

କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା

କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ...

୬ଟଙ୍କାରେ କୋଟିପତି

ବାରିପଦା ଅଫିସ,୧୦ା୭: ୬ଟଙ୍କାର ଲଟେରୀ ଟିକେଟ କିଣି କୋଟିପତି ହେବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ୪ ଅଭିଯୁକ୍ତଙ୍କୁ ବାରିପଦା ଟାଉନ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶୁନଗଡ଼ିଆର କମଲ ଜେନା, ଲାଲବଜାରର...

୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ନୂଆପଡା ଅଫିସ,୧୦।୭: ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଦୁଇ ଭିନ୍ନ ଗାଁରେ ୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୋମନା ପୋଲିସ ଗୋଟିଏ ଘଟଣାରେ ଜଣେ ନାବାଳକ ଓ ଅନ୍ୟ ଘଟଣାରେ ଜଣେ ବିବାହିତ...

୪ ଜୀବନ ନେଲା ଦୁର୍ଘଟଣା

ଭଞ୍ଜନଗର/ବାଲିଗୁଡ଼ା,୧୦ା୭: ଗଞ୍ଜାମ ଓ କନ୍ଧମାଳ ଜିଲାରେ ବାଇକ୍‌ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଖ୍ରୀଷ୍ଟିୟାନ ସାହିର ଅଭିଷେକ୍‌ ଗୌଡ଼, କଇଣ୍ଡିର ଆଲୋକ ସ୍ବାଇଁ ଓ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କୁଟିକିଆ...

ମା’ ଝିଅଙ୍କୁ ଏକୁଟିଆ ଦେଖି ଘରେ ପଶିଗଲେ ଯୁବକ, ତା’ପରେ..

ପାଟଣା,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୃଙ୍ଗରାଜପଶି ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘରେ ମା’, ଝିଅ ଶୋଇଥିବା ବେଳେ ଜଣେ ଯୁବକ ଘରେ ପଶି ଯାଇଥିଲେ। ହେଲେ ଉଭୟ ମା’ ଝିଅ ପାଟି କରିବାରୁ ଘର ଲୋକେ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri