ଆମ ଜିଲା ଖବର

‘ଗୁହାରି ଶୁଣିଲେ ମହାପ୍ରଭୁ’

ବନ୍ତ,୧୧।୭(ସ୍ବ.ପ୍ର.)-ଏକଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦର୍ଶନ ବେଳେ ‘ମୋତେ ଦୟା କରନ୍ତନ୍ତି, ମୁଁ ବି ତୁମ ମୂର୍ତ୍ତି ଗଢ଼ନ୍ତି’ ବୋଲି ଗୁହାରି ଜଣାଇଥିଲେ। ଭାବର ଠାକୁର ସେଦିନ ଭକ୍ତର ଭାବ ବୁଝିଲେ। ତାଙ୍କ ଆଶୀର୍ବାଦରୁ ଦାରୁ ଦିଅଁଙ୍କ ମୂର୍ତ୍ତି ଗଢ଼ିବାର...

ମେଗା ବଦଳରେ ମିନି ଷ୍ଟିଲ୍‌ ପ୍ଲାଣ୍ଟ

କେନ୍ଦୁଝର, ୧୧।୭(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍‌ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍‌ ପ୍ଲାଣ୍ଟରେ ପରିଣତ କରିବା ପାଇଁ ଗତ ଦୁଇଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା...

ସିସିଟିଭି ନଜରରେ ବଡ଼ଦାଣ୍ଡ

ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍‌. କେ. ଶର୍ମା ଚୂଡ଼ାନ୍ତ ସ୍ଥିତି ସମୀକ୍ଷା କରିଛନ୍ତି। ଏ ନେଇ ପୋଲିସ ପ୍ରଶାସନ...

କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା

କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ...

୬ଟଙ୍କାରେ କୋଟିପତି

ବାରିପଦା ଅଫିସ,୧୦ା୭: ୬ଟଙ୍କାର ଲଟେରୀ ଟିକେଟ କିଣି କୋଟିପତି ହେବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ୪ ଅଭିଯୁକ୍ତଙ୍କୁ ବାରିପଦା ଟାଉନ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶୁନଗଡ଼ିଆର କମଲ ଜେନା, ଲାଲବଜାରର...

୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ନୂଆପଡା ଅଫିସ,୧୦।୭: ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଦୁଇ ଭିନ୍ନ ଗାଁରେ ୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୋମନା ପୋଲିସ ଗୋଟିଏ ଘଟଣାରେ ଜଣେ ନାବାଳକ ଓ ଅନ୍ୟ ଘଟଣାରେ ଜଣେ ବିବାହିତ...

୪ ଜୀବନ ନେଲା ଦୁର୍ଘଟଣା

ଭଞ୍ଜନଗର/ବାଲିଗୁଡ଼ା,୧୦ା୭: ଗଞ୍ଜାମ ଓ କନ୍ଧମାଳ ଜିଲାରେ ବାଇକ୍‌ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଖ୍ରୀଷ୍ଟିୟାନ ସାହିର ଅଭିଷେକ୍‌ ଗୌଡ଼, କଇଣ୍ଡିର ଆଲୋକ ସ୍ବାଇଁ ଓ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କୁଟିକିଆ...

ମା’ ଝିଅଙ୍କୁ ଏକୁଟିଆ ଦେଖି ଘରେ ପଶିଗଲେ ଯୁବକ, ତା’ପରେ..

ପାଟଣା,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୃଙ୍ଗରାଜପଶି ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘରେ ମା’, ଝିଅ ଶୋଇଥିବା ବେଳେ ଜଣେ ଯୁବକ ଘରେ ପଶି ଯାଇଥିଲେ। ହେଲେ ଉଭୟ ମା’ ଝିଅ ପାଟି କରିବାରୁ ଘର ଲୋକେ ଓ...

ମଙ୍ଗଳବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦର ବନ୍ୟାଜଳ

ସମ୍ବଲପୁର,୧୦।୭: ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ରବିବାର ପୂର୍ବାହ୍ନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ। ଏନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ବିଧି ଅନୁସାରେ ପୂଜାର୍ଚ୍ଚନା ପରେ ୭ ନମ୍ବର ଗେଟରୁ ବନ୍ୟା ଜଳ ନିଷ୍କାସନ...

ନକଲି ଫେସ୍‌ବୁକ୍‌ ଆକାଉଣ୍ଟ ଖୋଲି କରୁଥିଲେ ଅପବ୍ୟବହାର: ଯୁବକ ଗିରଫ

ବଡ଼ବିଲ,୧୦ା୭(ସ୍ବ.ପ୍ର): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ଯୁବକ ଓ ଜଣେ ଯୁବତୀଙ୍କ ନାମରେ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଅପବ୍ୟବହାର କରିଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ...

ପ୍ରଥମଥର ପାଇଁ ଶ୍ରୀମନ୍ଦିରରେ ହେବ ଲେଜର ସ୍କାନିଂ

ପୁରୀ ଅଫିସ,୧୦ା୭: ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହର ମରାମତି ହେବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିବା ବେଳେ ବର୍ତ୍ତମାନ ଲେଜର ସ୍କାନିଂ ଜରିଆରେ ଶ୍ରୀମନ୍ଦିରର ସ୍ଥିତି ପରଖାଯାଇ ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଏସ୍‌ଆଇସ୍ବତନ୍ତ୍ର ଟିମ୍‌ର ତତ୍ତ୍ୱାବଧାନରେ ଲେଜର ସ୍କାନିଂ...

ଭିମସାରରେ ଚିକିତ୍ସା ଅବହେଳା ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ, ୧୦।୭: କରୋନାର ଦ୍ୱିତୀୟ ଲହର ସମୟରେ ବୁର୍ଲା ଭିମସାରରେ ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ପାଇଁ ଶନିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri