ଆମ ଜିଲା ଖବର

ପ୍ରଥମଥର ପାଇଁ ଶ୍ରୀମନ୍ଦିରରେ ହେବ ଲେଜର ସ୍କାନିଂ

ପୁରୀ ଅଫିସ,୧୦ା୭: ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହର ମରାମତି ହେବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିବା ବେଳେ ବର୍ତ୍ତମାନ ଲେଜର ସ୍କାନିଂ ଜରିଆରେ ଶ୍ରୀମନ୍ଦିରର ସ୍ଥିତି ପରଖାଯାଇ ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଏସ୍‌ଆଇସ୍ବତନ୍ତ୍ର ଟିମ୍‌ର ତତ୍ତ୍ୱାବଧାନରେ ଲେଜର ସ୍କାନିଂ...

ଭିମସାରରେ ଚିକିତ୍ସା ଅବହେଳା ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ, ୧୦।୭: କରୋନାର ଦ୍ୱିତୀୟ ଲହର ସମୟରେ ବୁର୍ଲା ଭିମସାରରେ ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ପାଇଁ ଶନିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର...

ଚାଲିଥିଲା ଚିକିତ୍ସା, ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ଯୁବତୀ

ରାୟଗଡ଼ା ଅଫିସ,୭।୧୦: ହସ୍ପିଟାଲ ଛାତରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ହସ୍ପିଟାଲରେ। ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କ ଜଣକ ମେଡିଶିନ ୱାର୍ଡର ୩ ମହଲା ଛାତରୁ ଡେଇଁ ପଡ଼ିଥିଲେ। ସୂଚନାଯୋଗ୍ୟ, ଗତ ୭...

ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ: ୨ ଯବାନ ଗୁରୁତର

କଣ୍ଟାମାଳ,୧୦।୭(ଡି.ଏନ୍‌.ଏ.): ବୌଦ୍ଧ-କନ୍ଧମାଳ ସୀମାରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଉମା ଜଙ୍ଗଲରେ ଗୁଳି ବିନିମୟ ହୋଇଛିି। । ୮ ଘଣ୍ଟାରୁ ଅଧିକ ସମୟ ଧରିି ଗୁଳିବିନିମୟ ଚାଲିଥିବା ଆଇଜି (ଅପରେଶନ) ଅମିତାଭ ଠାକୁର ସୂଚନା ଦେଇଛନ୍ତି।...

ବାଘଛାଲ ଜବତ, ୪ ଅଭିଯୁକ୍ତ ଗିରଫ

ଭବାନୀପାଟଣା,୧୦ା୭(ଡି.ଏନ୍‌.ଏ.): କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ୍‌ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍‌ ଚଢ଼ାଉ କରିଛି। ଏହି ଚଢ଼ାଉରେ ୪ ବାଘ ଛାଲ ଜବତ ହେବା ସହ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଟିମ୍‌ ଦକ୍ଷିଣ ବନଖଣ୍ଡ ଶଗଡ଼ା ଅଞ୍ଚଳରୁ ୩ ଚିତାବାଘ...

ମୁମ୍ବାଇରୁ ଆସିଲା ୧୭ ପ୍ୟାକେଟ୍‌ ରୁପା ଚାଦର

ପୁରୀ ଅଫିସ,୧୦ା୭: ଶ୍ରୀମନ୍ଦିରର ୮ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ ନୀଳାଦ୍ରି ଭକ୍ତନିବାସରେ ପ୍ରାଥମିକ ପର୍ଯ୍ୟାୟରେ ୩ ଦ୍ୱାରର କାର୍ଯ୍ୟ ଆରମ୍ଭ ହୋଇଛି। ଜୟବିଜୟ, ବେହରଣ ଓ କଳାହାଟ ଦ୍ୱାରର ନିର୍ମାଣ ଚାଲିଛି। ଉତ୍କଳୀୟ କଳା, ସଂସ୍କୃତି ଓ...

ଆଦର୍ଶ ବିଦ୍ୟାଳୟରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବାକୁ ମିଳିଲା ସ୍ବୀକୃତି: ଆରମ୍ଭ ହେବ ନାମଲେଖା

ପୁରୁଷୋତ୍ତମପୁର,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ଭାଟକୁମରଡା ଆଦର୍ଶ ବିଦ୍ୟାଳୟକୁ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବା ପାଇଁ ଓଡିଶା ସରକାରଙ୍କ ଆଦର୍ଶ ବିଦ୍ୟାଳୟ ସଂଗଠନ ପକ୍ଷରୁ ସ୍ବୀକୃତି ମିଳିଛି। ଯାହାଦ୍ବାରା ଚଳିତ ବର୍ଷ (୨୦୨୧-୨୨) ଶିକ୍ଷା ବର୍ଷରେ ଛାତ୍ରୀଛାତ୍ରମାନେ ନାମ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା

ଭଞ୍ଜନଗର,୧୦।୭(ଡି.ଏନ୍‌.ଏ.): ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାରେ ଶୁକ୍ରବାର ରାତିରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଅଭିଷେକ ଗୌଡ଼ ଓ ଆଲୋକ ସ୍ବାଇଁ। ଘଟଣାସ୍ଥଳରେ ଭଞ୍ଜନଗର ପୋଲିସ ପହଞ୍ଚି...

ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ପାଟଣା,୧୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କଡ଼ ତୁରୁମୁଙ୍ଗା ଝାରବେଡା ଛକରେ ଏକ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ଝାରବେଡା ଛକ ସ୍ଥିତ...

ଉଜ୍ଜ୍ୱଳା ଯୋଜନା ଦିଗହରା

ସମ୍ବଲପୁର,୧୦ା୭(ବ୍ୟୁରୋ): କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନାକୁ ଲୋକାଭିମୁଖି ବୋଲି ପ୍ରଚାର କରୁଥିବାବେଳେ ସମ୍ବଲପୁର ଜିଲାରେ ଏହା ଦିଗହରା ହୋଇପଡିଛି। ୨୦୧୯ ଅକ୍ଟୋବର ମାସରୁ ପ୍ରାୟ ୨ବର୍ଷ ହେଲା ଜିଲାର କୌଣସି ନୂତନ ଉପଭୋକ୍ତାଙ୍କୁ ସଂଯୋଗ ଦିଆଯାଇ ନାହିଁ। ଅନୁରୂପ ଭାବେ...

ଭିତରକନିକାରେ ୮୧ କୁମ୍ଭୀର ବସା ଚିହ୍ନଟ

ରାଜନଗର, ୧୦ା୭(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ୮୧ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଗତ ବର୍ଷ ୧୦୩ଟି କୁମ୍ଭୀର ବସା ଚିହ୍ନଟ ହୋଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୮୧କୁ ଖସି ଆସିଛି। ବାତ୍ୟା ୟାସ ପ୍ରଭାବରେ କିଛି...

ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ

ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଆଗତ ମାମଲାରେ ନୋଟିସ୍‌ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ କ୍ଷେତ୍ର ଅନୁଧ୍ୟାନ କରାଯାଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri