ଆମ ଜିଲା ଖବର

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବ୍ଲକ ଘେରାଉ

କେନ୍ଦୁଝର,୭ା୭(ସ୍ବ.ପ୍ର.): ପେଟ୍ରୋଲ, ଡିଜେଲ, ଗ୍ୟାସ ଦର ବୃଦ୍ଧି ପ୍ରତିବାଦ କଂଗ୍ରେସ ବ୍ଲକ ଘେରାଉ କରିଛି। ଏତଦ୍‌ବ୍ୟତୀତ ଧାନ ମୂଲ୍ୟ ୨୯୨୯ ଟଙ୍କା ବୃଦ୍ଧି ଓ ଧାନ କିଣା ଅବଧିକୁ ଜୁଲାଇ ୨୫କୁ ବୃଦ୍ଧି ଦାବିରେ ସଦର ବ୍ଲକ କଂଗ୍ରେସ କମିଟି...

ଅହେତୁକ ଦର ବୃଦ୍ଧି ପ୍ରତିବାଦ: କଂଗ୍ରେସର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୭।୭(ସ୍ବ.ପ୍ର.): ଦେଶରେ ଅତ୍ୟାବଶ୍ୟକ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଖାଇବା ତେଲର ଅହେତୁକ ଦର ବୃଦ୍ଧି ହେଉଛି। ଏହାର ପ୍ରତିବାଦରେ କେନ୍ଦୁଝର ଜିଲା ପାଟଣା କଂଗ୍ରେସ କମିଟି ତରଫରୁ ବୁଧବାର ବ୍ଲକ ଜାର୍ଯ୍ୟାଳୟ ସମ୍ମୁଖରେ...

ଜୁଏଲାରୀ ଦୋକାନରୁ ଲକ୍ଷାଧିକ ଟଙ୍କାର ଲୁଟ

ଖୋର୍ଦ୍ଧା ଅଫିସ,୭।୭ : ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ପତିତପାବନ ଛକ ପଟ୍ଟନାୟକ ଜୁଏଲାରୀ ଦୋକାନରୁ ଗତକାଲି ବିଳମ୍ବିତ ରାତିରେ ୨ ଜଣ ଦୁବୃର୍ତ୍ତ ସଟର ତାଡି ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ଖବରପାଇ ସଦର...

ଅଣ୍ଡର ବାଇପାସ୍‌ରେ ଆଣ୍ଠୁଏ ପାଣି

ପରଜଙ୍ଗ, ୭।୭(ଡି.ଏନ୍‌.ଏ.) – ରେଳପଥ ପାଇଁ ସମୃଦ୍ଧ ହୁଏ ଅଞ୍ଚଳର ଅର୍ଥନୈତିକ ଅବସ୍ଥା। ଦ୍ରୁତ ଗମନାଗମନ ପାଇଁ ବାଟ ଫିଟେ। ଶିଳ୍ପାୟନ ପାଇଁ ସୃଷ୍ଟି ହୁଏ ସୁଯୋଗ। ହେଲେ ଦୀର୍ଘକାଳୀନ ଭିତ୍ତିରେ ଗଢ଼ାଯାଉଥିବା ରେଳପଥ ପ୍ରକଳ୍ପ ନିର୍ମାଣରେ ସାମାନ୍ୟ ତ୍ରୁଟିବିଚ୍ୟୁତି...

ଘନତ୍ୱ ବୃଦ୍ଧିକୁ ଗୁରୁତ୍ୱ ନାହିଁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୭ା୭ – ଶିଳ୍ପବହୁଳ ଅନୁଗୋଳ ଜିଲାରେ ନଷ୍ଟ ହୋଇଚାଲିଛି ପ୍ରାକୃତିକ ଜଙ୍ଗଲ। ବଢ଼ୁଥିବା ଖଣି ଖାଦାନ ପାଇଁ ବଳିପଡ଼ୁଛି ବ୍ୟାପକ ବୃକ୍ଷ। ଏହି କାରଣରୁ ଘୋର କ୍ଷତି ପହଞ୍ଚୁଛି ସବୁଜିମାକୁ। ପ୍ରଦୂଷଣ ବଢ଼ୁଥିବା...

ବନ୍ଧାହେଲେ ନକଲି ତହସିଲଦାର

ଢେଙ୍କାନାଳ ଅଫିସ, ୭।୭ – ନିଜକୁ ତହସିଲଦାର ବୋଲି ପରିଚୟ ଦେଉଥିଲେ। ଡରାଇ, ଧମକାଇ ଲଘୁ ଖଣିଜ ବୋଝେଇ ଭାରିଯାନରୁ ଆଦାୟ କରୁଥିଲେ ବଟି। ଏଭଳି ଏକ ଗ୍ୟାଙ୍ଗ୍‌ର ଦୁଇଜଣ ସଦସ୍ୟ ଢେଙ୍କାନାଳ ଟାଉନ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି।...

ବର୍ଷା ଅଭାବ,ପଛେଇଛି କୃଷିକାର୍ଯ୍ୟ

ବାରିପଦା ଅଫିସ, ୭ା୭- ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୟୂରଭଞ୍ଜ ଜିଲାରେ ଧାନ ଚାଷ ବାଧାପ୍ରାପ୍ତ ହୋଇଛି । ଧାନ ତଳି ପ୍ରସ୍ତୁତ ହୋଇସାରିଥିବା ବେଳେ ପାଣି ଅଭାବରୁ ଚାଷ କାର୍ଯ୍ୟ ଆଗେଇ ପାରୁନାହିଁ । ଫଳରେ ଚାଷୀକୂଳ ଆଶଙ୍କାରେ ଦିନ...

ବର୍ଷାରେ କଟକ ଜଳମଗ୍ନ

କଟକ ଅଫିସ, ୭ା୭:ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷାଯୋଗୁ କଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ପୂର୍ବରୁ ସହରରେ ନାଳରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ ହୋଇ ନ ଥିବାରୁ ଏଭଳି ଜଳବନ୍ଦୀ ସ୍ଥିତି ଉପୁଜିଥିଲା। ବିଶେଷକରି ସହରର ମୁଖ୍ୟ ରାସ୍ତାରେ...

ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି...

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା: ମହିଳାଙ୍କ ପଞ୍ଜରା ହାଡ଼ ଭାଙ୍ଗିଲା

ପୋଲସରା,୬।୭: ଗଞ୍ଜାମ ଜିଲା ପୋଲସରା ସହରର ରାଣୀପଡାସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ମଙ୍ଗଳବାର ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଦେଖିବାକୁ ମିଳିଛି। ଟିକାକରଣ ଲାଗି ଟିକାକରଣ କେନ୍ଦ୍ରରେ ଲୋକଙ୍କ ଗହଳି ଲାଗିଥିଲା। ଇତି ମଧ୍ୟରେ ଗହଳି ଭିତରେ...

କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ ତେବେ କ୍ଲାସ ରୁମ ଭଲ କାନ୍ଥର...

ସଂକ୍ରମଣ ବଢୁଥିଲେ ବି ମାସ୍କ ପିନ୍ଧିବା ହେବ ନାହିଁ ବାଧ୍ୟତାମୂଳକ

ଲଣ୍ଡନ,୬ ।୭: ସାରା ବିଶ୍ୱରେ କରୋନା ମହାମାରୀ ଏବେବି ତା’ର ତାଣ୍ଡବ ରଚି ଚାଲିଛି । ଧିରେ ଧିରେ ଏହି ମହାମାରୀ ସହ ଲୋକେ ବଞ୍ଚିବା ଶିଖିବାକୁ ପ୍ରୟାସ ଜାରି ରଖିଛନ୍ତି । ସୋମବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri