ଆମ ଜିଲା ଖବର

ବିଜେଡିର ପ୍ରତିଷ୍ଠା ଦିବସରେ ଏକାଠୀ ହେଲେ ନେତା କର୍ମୀ

ଛତ୍ରପୁର,୬।୧୨ (ଦିଲ୍ଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଜୁ ଜନତା ଦଳ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସ୍ଥାନୀୟ ଲୋୟରବସଷ୍ଟାଣ୍ଡ ଠାରେ ନେତା ଓ କର୍ମୀ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ...

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିପୋଡ଼ି ସବୁ ଛାରକାର

ବଲାଙ୍ଗୀର,୨୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଦୁର୍ଗାପାଲି ଗାଁରେ ଜଣେ ଚାଷୀଙ୍କ ଧାନଗଦା ଜଳିପୋଡି ଛାରଖାର୍‌ ହୋଇଯାଇଛି। ବୁଧବାର ରାତିରେ କେହି ଦୁର୍ବୃତ୍ତ ଧାନଗଦାରେ ନିଆଁ ଲଗାଇ ଦେବାରୁ ଏହି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି। ଦୁର୍ଗାପାଲି...

ଭାଜପାର ମିଥ୍ୟା ପ୍ରତିଶ୍ରୁତି ଲୋକଲୋଚନକୁ ଆଣିବା ପାଇଁ ଦୃଢ଼ ପ୍ରତିଜ୍ଞା, ଜିଲାର ଦାୟିତ୍ୱ ବାହାର ରାଜ୍ୟ ନେତାଙ୍କୁ ନ ଦେଇ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଗୁରୁବାର ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଏହି ଅବସରରେ ୧୦ ନଂ ଜୋନ୍‌ର ଜିଲାପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ...

ପୋଖରୀରେ ଭାସୁଥିଲା ଅଜଣା ଶିଶୁକନ୍ୟାର ମୃତଦେହ, କାରଣ ଖୋଜୁଛି ପୋଲିସ

ପାଟଣା,୨୬ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କଣ୍ଟିଆପଡ଼ା କଲରାଟାଙ୍ଗର ସାହି ପୋଖରୀରୁ ଗୁରୁବାର ୨ରୁ ୩ ଦିନର ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ କନ୍ୟା ଟିର ମୃତଦେହ ପୋଖରୀ ରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଦେଖି...

ଛାତ୍ର ସଂସଦ ନିର୍ବାଚନ ଉପରେ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନ । ଏହି ଅଧିବେଶନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି...

ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ

ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ପରକିୟା ପ୍ରୀତିରୁ ଅନୈତିକ ପ୍ରେମସମ୍ପର୍କ...

ପ୍ରେମ କରି ଘରୁ ପଳାଇ ଥିଲେ,  ବିବାହ ପରେ ଏବେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରଥାନା ଏସ୍‌ ଗୋପାଳପୁର ଗ୍ରାମରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିକ୍ରମ ବରାଡଙ୍କ ସ୍ତ୍ରୀ ନିଶା ପ୍ରଧାନ। ନିଶାଙ୍କ ମା’କୁମାରୀ ପ୍ରଧାନଙ୍କ ଏତଲାକ୍ରମେ ପାଟପୁର...

ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ(୬୪)। ଅଦିନିଆ ବର୍ଷାରେ ଧାନ...

ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ

ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ନେତା ଓ କର୍ମୀ। ଏନଏସି ବିଜେଡି...

କୋହଲା ପାଗକୁ ବଢ଼ିଲାଣି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଥିଲା। ତେବେ ଏହି ବର୍ଷା ବୁଧବାର ରାତିରୁ ବନ୍ଦ ହୋଇଯାଇଥିବାବେଳେ ଗୁରୁବାର ସକାଳେ କିଛି ସମୟ ଖରା ପଡ଼ିଥିଲା। ପୁଣି ସକାଳ ୧୦ଟାରୁ...

ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍‌, ୫ଜଣ...

୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ ବୋଝେଇ କରି ଟ୍ରକ୍‌ଟି ସୁନ୍ଦରଗଡ଼ ଯାଉଥିବାବେଳେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ବାରିହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri