ଆମ ଜିଲା ଖବର

ଅଧାରେ ଅଟକିଛି ଜଗଦଳା ଜଳସେଚନ ପ୍ରକଳ୍ପ

ଝୁମ୍ପୁରା, ୫।୭ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ମଲଦା ପଞ୍ଚାୟତରେ ରହିଛି ଜଗଦଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଏହାର ଉନ୍ନତୀକରଣ କାମ ଅଧାରେ ଅଟକିଛି। ଉକ୍ତ ଡ୍ୟାମ୍‌ ଉପରେ ବହୁ ଗ୍ରାମର ଚାଷୀ ନିର୍ଭର କରୁଥିଲେ ମଧ୍ୟ କାର୍ଯ୍ୟ...

ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ

ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି । ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ...

ମାଲ ବୋଝେଇ ଟ୍ରକ୍‌ରୁ ୭.୮କୁଇଣ୍ଟାଲ ଗଞ୍ଜେଇ ଜବତ

ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍‌ ବୋଝେଇ ଟ୍ରକ୍‌ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ ଏକ ଟ୍ରକ୍‌,...

ଯାଉଥିଲେ କାର୍ଯ୍ୟରେ ଯୋଗଦେବାକୁ ଚାଲିଗଲା ଜୀବନ

ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍‌ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ ଘଟିଛି। ମୃତକ କଳାହାଣ୍ଡି ଜିଲା ପାଷ୍ଟିଗୁଡିର ବୋଲି ଜଣାପଡିଛି। ସେ ପୂର୍ବତଟ ରେଲୱେ...

ଯୁବତୀଙ୍କୁ ବଳାତ୍କାର କରି ଗିରଫ ହେଲେ ବନପାଳ

ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ ରବିବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଯୁବତୀଙ୍କ ସହ ମୁରଲୀଙ୍କ ପୂର୍ବରୁ...

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧନୁ ରଣା (୪୫)। ମିଳିଥିବା ସୂଚନା ମୁତାବକ, ଧନୁ ଜମିରେ ହଳ...

ଚର୍ଚ୍ଚରେ ରଶି ଲଗାଇଲେ ଫାଦର

ଗୋପାଳପୁର,୪ା୭: ଗୋପାଳପୁର ହିଲ୍‌ଟପ ରୋଡରେ ଥିବା ସେଣ୍ଟ ଭିନ୍‌ସେଣ୍ଟ ଚର୍ଚ୍ଚର ଫାଦର ପ୍ରଦୀପ ସରେନ(୩୦) ଆତ୍ମହତ୍ୟା କରିଛନ୍ତି। ଗୋପାଳପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୧) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ମିଳିଥିବା ସୂଚନା ମୁତାବକ, ସୁନ୍ଦରଗଡ଼ର ପ୍ରଦୀପ...

କାଟି ନେଇଗଲେ ମହିଳାଙ୍କ ମୁଣ୍ଡ

ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ କାଟି ନେଇଯାଇଥିବା ଜଣାପଡିଛି। ପୋଲିସ ମୁଣ୍ଡବିହୀନ ମୃତଦେହ ଜବତ କରି ବ୍ୟବଚ୍ଛେଦ...

ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ରନ୍ଧା ମଦ, ପାଟ୍ରୋଲିଂବେଳେ ଧରିଲା ପୋଲିସ

ଭଦ୍ରକ ଅଫିସ,୪ା୭: ଜିଲା ଅବକାରୀ ବିଭାଗ ଭ୍ରାମ୍ୟମାଣ ଏକ ସ୍ବତନ୍ତ୍ର ଟିମ୍‌ ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ବୋଲେରୋ (ଓଆର-୦୧ଏଲ-୯୯୧୮) ମଧ୍ୟରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା...

ବିଧାୟକ ବିଷ୍ଣୁ ସେଠୀ କରୋନା ଆକ୍ରାନ୍ତ

ଭଦ୍ରକ ଅଫିସ,୪ା୭: ଭଦ୍ରକ ଜିଲା ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍‌ସରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଡାଇବେଟିସ୍‌ ବୃଦ୍ଧି ହୋଇଥିବାରୁ ନିଜକୁ ଅସୁସ୍ଥତା ଅନୁଭବ କରି ଚିକିତ୍ସା...

୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକମାନେ ଆସିଥାନ୍ତି। ଯଦିଓ କରୋନା ମହାମାରୀ...

ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କଳରବ

ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri