ଆମ ଜିଲା ଖବର

ଏଥର କେବଳ ସେବାୟତ ଟାଣିବେ ରଥ

ପୁରୀ ଅଫିସ,୪।୭: ଚଳିତବର୍ଷ ରଥଯାତ୍ରାରେ କେବଳ ସେବାୟତମାନେ ରଥ ଟାଣିବେ। ମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ କର୍ମଚାରୀମାନେ ରଥଟଣାରେ ନିୟୋଜିତ ହେବେ ନାହିଁ। ରଥଯାତ୍ରାରେ ନିୟୋଜିତ ହେବାକୁ ଥିବା ସମସ୍ତ ବ୍ୟକ୍ତିମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ। ଏଥିପାଇଁ ପାଖାପାଖି ୬...

ମୃତ ଶିକ୍ଷକଙ୍କୁ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି

ନବରଙ୍ଗପୁର,୩।୭: ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଶିକ୍ଷା ବିଭାଗର ଅଜବ ନୀତି। ମୃତ ଶିକ୍ଷକଙ୍କୁ ମିଳିଛି କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି। କଥାଟି ଶୁଣିବାକୁ ଅଡ଼ୁଆ ଲାଗୁଥିଲେ ବି ଜଣେ ମୃତ ଶିକ୍ଷକଙ୍କୁ କୋଭିଡ କାର୍ଯ୍ୟ ପାଇଁ ଚିଠି ଜାରି...

ପିଜିରେ ଉତ୍ତୀର୍ଣ୍ଣ ହେଲେ ୭୭ ବର୍ଷିୟ ଅବସରପ୍ରାପ୍ତ ଶିକ୍ଷକ

ସୋନପୁର,୩।୭(ନି.ପ୍ର.): ଦୃଢ ଇଚ୍ଛାଶକ୍ତି ଥିଲେ ସଫଳ ହେବାକୁ କେହି ରୋକି ପାରିବେ ନାହିଁ। ଏହା ପ୍ରମାଣ କରି ଦେଖାଇଛନ୍ତି ଅବସରପ୍ରାପ୍ତ ଶିକ୍ଷକ ରମେଶ ପ୍ରସାଦ ନାୟକ। ୭୭ ବର୍ଷ ବୟସରେ ସେ ପାଠ ପଢି ଓଡ଼ିଆରେ ପୋଷ୍ଟ ଗ୍ରାଜୁଏଟ ଡିଗ୍ରୀ...

ଟିକ୍‌ଟକ୍‌ରୁ ପ୍ରେମ, ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ

ପାଇକମାଳ, ୩।୭: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଜାମସେଠ ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ କଟକରୁ ଗିରଫ...

ଯୁବତୀଙ୍କୁ କମେଣ୍ଟ କରି ୧୦ ଗିରଫ

ସମ୍ବଲପୁର,୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଦେଉଳବନ୍ଧ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ କମେଣ୍ଟମରାକୁ ପ୍ରତିବାଦ କରିବାରୁ ଜଣେ ଯୁବତୀଙ୍କୁ ଆକ୍ରମଣ ହୋଇଛି। ଯୁବତୀଙ୍କ ମା’ ତୁଳସୀ ତ୍ରିପାଠୀଙ୍କ ଅଭିଯୋଗ କ୍ରମେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ସେମାନେ...

ଘରୁ ମିଳିଲା ୨୧ ନାଗ ସାପ, ପିଟିପିଟି ମାରିଦେଲେ

ନୂଆପଡ଼ା ଅଫିସ,୩।୭: ନୂଆପଡା ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ଗଡତୋଲ ଗାଁର ଜଣଙ୍କ ଘରୁ ଶୁକ୍ରବାର ୨୧ଟି ନାଗ ସାପ ଛୁଆ ବାହାରିଛି। ତେବେ ଭୟରେ ପରିବାର ଲୋକେ ସବୁ ସାପକୁ ମାରି ଦେଇଛନ୍ତି । ମିଳିଥିବା ସୂଚନା...

ସ୍ତ୍ରୀ ହତ୍ୟା ଅଭିଯୋଗରେ ଡାକ୍ତର ଗିରଫ

ଗୋପାଳପୁର,୩।୭: ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶନିବାର କେଲୁଆପୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଛତ୍ରପୁର ନିକଟସ୍ଥ ମାଧପୁରା ଗ୍ରାମର ଏମ୍‌.ସତ୍ୟଜିତ ସୁବୁଦ୍ଧି(୩୩)। ୨୦୧୭ ଜାନୁୟାରୀରେ ଜି.ଉଦୟଗିରିର ଏସ୍‌.ଦେବସ୍ମିତା...

୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ...

ବୁଗୁଡ଼ାରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ଦାବି

ବୁଗୁଡ଼ା,୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପୌରାଞ୍ଚଳରେ ଉଦୀୟମାନ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ କୌଣସି ଷ୍ଟାଡିୟମ ନାହିଁ। ଏ ନେଇ ପ୍ରତିଭାର ଉପଯୁକ୍ତ ବିକାଶ ହୋଇପାରୁ ନାହିଁ। ତେବେ ଆଜି ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷରେ ବୁଗୁଡା ଏନ୍‌ଏସିର...

ରାଜସ୍ବ ଅମଲାମାନଙ୍କୁ କରୋନା ଯୋଦ୍ଧା ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଅମଲା ସଂଘ ପକ୍ଷରୁ ଶନିବାର ଜିଲାପାଳ ବିଶାଳ ସିଂଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାରେ ଲକ୍‌ଡାଉନ ଶଟ୍‌ଡାଉନ ଚାଲିଥିବା ବେଳେ ଅମଲାମାନେ ପ୍ରତ୍ୟକ୍ଷ...

ଏଥର ଛାତ ଉପରୁ ବି ଦେଖି ପାରିବେନି ଜଗାକୁ

ପୁରୀ ଅଫିସ, ୩।୭: ଏଥର ଛାତ ଉପରୁ ଥାଇ କେହି ରଥଯାତ୍ରା ଦେଖି ପାରିବେ ନାହିଁ। ଶନିବାର ପୁରୀ ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଯାତ୍ରା ପାଇଁ ପୂରା ପୁରୀ ସହରରେ ୧୪୪...

ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଭବାନୀପାଟଣା,୩।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍‌ର ରଫାଦଫା କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri