ଆମ ଜିଲା ଖବର

ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ ଜଣେ ୨୮ ବର୍ଷର ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।...

ତଦନ୍ତରେ ବେଦାନ୍ତକୁ ସୁରକ୍ଷା

ଯାଜପୁର ଅଫିସ,୨୯।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ନିର୍ଗତ ହେଉଥିବା ଅଭିଯୋଗର ତଦନ୍ତ ରିପୋର୍ଟ ଗତ ୨୧ ତାରିଖରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ରେ ଦାଖଲ ହୋଇଛି। ଖଣିରେ ଘଣ୍ଟା...

ସରକାରୀ ଜାଗାରେ ସମ୍ପ୍ରସାରଣ

ଅନୁଗୋଳ ଅଫିସ, ୨୯ା୬ ବଢ଼ୁଛି ଅନୁଗୋଳ ସହର। ବଜାରରେ ବୃଦ୍ଧି ପାଉଛି ବ୍ୟବସାୟିକ ପ୍ରତିଷ୍ଠାନ। ପୌରାଞ୍ଚଳ ହୋଇଥିଲେ ବି ଏହା ଉପରେ ପୌରପାଳିକାର ସେପରି କର୍ତ୍ତୃତ୍ୱ ଥିବା ଭଳି ଲାଗୁନାହିଁ। କାରଣ ଡ୍ରେନ୍‌, ରାସ୍ତା ଆଦି ସରକାରୀ ଜାଗାକୁ ମଡ଼ାଇ...

ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା: ସୁପ୍ରିମକୋର୍ଟରେ ମାମଲା

କେନ୍ଦ୍ରାପଡ଼ା ଅଫିସ, ୨୯।୬:  କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜି ପତ୍ରୀ, ମଦନ ପତ୍ରୀ ଏ ନେଇ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ...

ରଥଯାତ୍ରା ବେଳେ ପୁରୀକୁ ଚାଲିବନି ଟ୍ରେନ୍‌

ପୁରୀ ଅଫିସ,୨୯।୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଜାରି ରଖିଛି। ଏ ନେଇ ସୋମବାର ଦଇତାପତି ନିଯୋଗ ସହ ପ୍ରଶାସନ ଆଲୋଚନା କରିଛି। ଦଇତାପତି ନିଯୋଗ କିଭଳି ଶୃଙ୍ଖଳିତ ଭାବେ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି...

ସୀମାନ୍ତରେ ଯାଞ୍ଚ ହୁଗୁଳା : ୩ୟ ଲହରକୁ ନେଇ ଚିନ୍ତାରେ ଜଳେଶ୍ୱରବାସୀ

ଜଳେଶ୍ୱର, ୨୯।୬(ଡି.ଏନ.ଏ.)-ପ୍ରବାସୀଙ୍କ ଅବାଧ ପ୍ରବେଶକୁ ରୋକିବା ଲାଗି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମଧ୍ୟ ଦେଇଯାଇଥିବା ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ବ୍ୟାରିକେଡ କରାଯାଇ ଯାଞ୍ଚ କରାଯାଉଥିଲା। ହେଲେ ଏବେ ଉପାନ୍ତରେ ବ୍ୟାରିକେଡ ହୋଇଥିବା ସମସ୍ତ ରାସ୍ତା...

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌ ଛିଡା ହୋଇଛି। ଲକ୍‌ଡାଉନ ପାଇଁ ବସଷ୍ଟାଣ୍ଡ ଜନଶୂନ୍ୟ ହୋଇପଡିଥିବା ବେଳେ ବସ ମାଲିକଙ୍କ...

କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ

କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ ଏବେ ଫଳ ବିକି ପେଟ ପୋଷୁଛନ୍ତି। ସେ ହେଲେ ଏମଡି ଜଉଦ୍ଦିନ। ତାଙ୍କ...

ହାତୀ-ମଣିଷ ଲଢେଇ

କେନ୍ଦୁଝର, ୨୯ା୬(ଡି.ଏନ.ଏ.): କେନ୍ଦୁଝର ଜିଲାରେ ହାତୀ ଆତଙ୍କ କମିବାର ନାଁ ଧରୁନାହିଁ ା ଗତ ଦୁଇ ବର୍ଷରେ ହାତୀ ଆକ୍ରମଣରେ ୧୫ ଜଣ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଥିବାବେଳେ ୯୨ ଜଣ ବ୍ୟକ୍ତି ବିକଳାଙ୍ଗ ହୋଇଥିବା ସରକାରୀ ଭାବେ ଜଣାପଡିଛି ା...

ମଣ୍ଡି ପରିଚାଳନାରେ ଅନିୟମିତତା ମହଙ୍ଗା ପଡ଼ିଲା

ଜୁନାଗଡ଼,୨୮।୬: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗାଁ ପ୍ୟାକ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ବିଷ୍ଣୁ ପ୍ରସାଦ ସାହୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନିଲମ୍ବିତ କରାଯାଇଛି। ମଣ୍ଡି ପରିଚାଳନାରେ ଅନିୟମିତତା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଛି। ଦାସିଗାଁ ପ୍ୟାକ୍ସ ଅଧୀନ ମଣ୍ଡିରେ...

କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ

ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା ନେଇ ରାମଚନ୍ଦ୍ରପୁର ପୋଲିସ ଏକ ମାମଲା (ନଂ.୧୦୬/୨୧) ରୁଜୁ କରି ତଦନ୍ତ ଚଳାଇଛି।...

ଷ୍ଟାର୍ଟ କରିଦେବାକୁ କହି, ସ୍କୁଟି ଧରି ଛୁ…

ପଦ୍ମପୁର,୨୮।୬: ସ୍କୁଟି ଷ୍ଟାର୍ଟ କରିଦେବାକୁ କହି ଗାଡ଼ି ନେଇ ଫେରାର ହୋଇଯିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କିଆଗଡ଼ିଆ ବରପଦାର ପ୍ରଶାନ୍ତ ପରିଡ଼ା। ପୋଲିସ ତାଙ୍କଠାରୁ ସ୍କୁଟି ଜବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri