ଆମ ଜିଲା ଖବର

ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜୀ ପତ୍ରୀ ଓ ମଦନ ପତ୍ରୀ ପ୍ରମୁଖ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।...

ଭୋଗଖାଇ ଝାଡ଼ାବାନ୍ତି

ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଜିକେଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାସୁଳିଆ ଗାଁରେ ୫୨ ଆଦିବାସୀ ପରିବାରର...

ପଟ୍ଟା ଜମିରେ ବନ ବିଭାଗର ବୃକ୍ଷରୋପଣ

ଅମରପାଲି,୨୮ା୬: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ବହଳପଦର ପଞ୍ଚାୟତ ସୁରଧାପାଲି(ହୋତାପାଲି)ରେ ପଟ୍ଟା ପାଇଥିବା ଆଦିବାସୀଙ୍କ ଜମିରେ ବନବିଭାଗର ବୃକ୍ଷ ରୋପଣକୁ ବିରୋଧ କରିଛନ୍ତି ଗ୍ରାମବାସୀ। ହାତିଲିମୁଣ୍ଡା ଫରେଷ୍ଟ ବିଟ ଅଧୀନ ସୁରଧାପାଲିରେ ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣ...

ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୮।୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର ଅଞ୍ଚଳରେ ଥିବା ଭାରତୀୟ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) ପକ୍ଷରୁ ସୋମବାର ଅଗ୍ନି-୧ କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ପୂର୍ବାହ୍ନ ୧୦.୫୫ ମିନିଟ ସମୟରେ  କଲାମ ଦ୍ବୀପର ୪ ନମ୍ବର ଲଞ୍ଚପ୍ୟାଡରୁ ଅଗ୍ନି...

ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର...

ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ମୋ ନିବେଦନ ପ୍ଲାଟଫର୍ମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନ୍‌ଲାଇନରେ ଭିଡିଓ କନ୍‌ଫରେନ୍ସିଂ...

ପଥରରେ ମହାପ୍ରଭୁଙ୍କ କୁନି ନନ୍ଦିଘୋଷ

ପୁରୀ ଅଫିସ ୨୮।୬: ପୁରୀ ପଥର ଶିଳ୍ପୀ ପଥୁରିଆ ସାହି ବାସିନ୍ଦା ନିରଞ୍ଜନ ମହାରଣା ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଏକ କ୍ଷୁଦ୍ର ପ୍ରତିକୃତି ପଥରରେ ଗଢିଛନ୍ତି। ରଥ ସମେତ ସାରଥି, ଘୋଡ଼ା, ପାଶର୍‌ବ ଦେବଦେବୀ ମଧ୍ୟ ପଥରରେ ନିର୍ମାଣ କରିଛନ୍ତି।...

ବଙ୍ଗ ନବାବମହଲ ଅଳଙ୍କାରରେ କୁଳତୁଙ୍ଗମାଢ଼

ଇତିହାସରେ ବର୍ଣ୍ଣିତ ଅଛି ଗଜପତି ନରସିଂହ ଦେବ ଲକ୍ଷ୍ମଣାବତୀ ଆକ୍ରମଣ କରିବା ପରେ ବଙ୍ଗ ନବାବ ତୁହ୍ମାନ ଖଁା ପ୍ରାଣରକ୍ଷା କରିବାକୁ ପଳାୟନ କରିଥିଲେ। ବାୟାଚକଡ଼ା ପୋଥିରେ ଲେଖାଯାଇଛି ‘ତୁଗଇନ୍‌ ଖାନ୍‌ ପୋଥି ବର୍ଣ୍ଣନା ଅନୁଯାୟୀ ତା’ ମହଲ ବା...

ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ

ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼...

ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାନ ଗଦାକଲେ ଚାଷୀ

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହିଯାଇଛି। ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ। ସୋମବାର ମୃତଦେହକୁ ଛତ୍ରପୁର ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼...

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ ଠିକାଦାର (ଏଲ୍‌-୨ କଣ୍ଟ୍ରାକ୍ଟର) ନିଯୁକ୍ତି ନିମନ୍ତେ ହୋଇଥିବା ଟେଣ୍ଡରକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri