ଆମ ଜିଲା ଖବର

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ। ସୋମବାର ମୃତଦେହକୁ ଛତ୍ରପୁର ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼...

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ ଠିକାଦାର (ଏଲ୍‌-୨ କଣ୍ଟ୍ରାକ୍ଟର) ନିଯୁକ୍ତି ନିମନ୍ତେ ହୋଇଥିବା ଟେଣ୍ଡରକୁ ନେଇ...

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର...

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ...

ପଦୋନ୍ନତିକୁ ହଁ, ବଦଳିକୁ ନା

କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ। ଇତିମଧ୍ୟରେ କେତେଜଣ ଥାନା ଅଧିକାରୀଙ୍କ ଅଦଳବଦଳ ପ୍ରକ୍ରିୟା ସରିଥିବାବେଳେ ଆଉ କେତେଜଣ ପଦୋନ୍ନତି...

ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ

ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ ଅଧିନିୟମ ୨୦୧୬ର ଧାରା-୨ର ଉପଧାରା(୨) ଅନୁଯାୟୀ ଅଧିସୂଚନା ଜାରି ହୋଇଥିଲା। ଓଡ଼ିଶା ସରକାରଙ୍କ...

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ ଏନ୍‌ଫୋର୍ସମେଣ୍ଟ ଟିମ୍‌ର ଚଢ଼ାଉ ହେଉ ନ ଥିବାରୁ ସେବନକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ସ୍ଥାନ ପାଇବ ଓଡ଼ିଆ ଯୁବକଙ୍କ କଳାକୃତି

ରାଜକନିକା,୨୮ା୬(ଡି.ଏନ୍‌.ଏ.): ଡେରାଡୁନ୍‌ ମଶୌରୀର ନ୍ୟାଶନାଲ ଡିଫେନ୍ସ ଏକାଡେମୀରେ ଭାରତୀୟ ଯବାନଙ୍କ ବୀରତ୍ୱର ଝଲକ ସ୍ବରୂପ ମୂର୍ତ୍ତି ସ୍ଥାନ ପାଇବ। ଏହି ମୂର୍ତ୍ତି ନିର୍ମାଣ କରୁଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅନ୍ତର୍ଗତ ନହୁଣି ପଞ୍ଚାୟତସ୍ଥିତ ନୂଆଗାଁରେ ତ୍ରିଲୋଚନ ବେହେରା (୩୭)।...

ଜଳୁଛି ପେଟ, ଅନ୍‌ଲାଇନ ପାଠକୁ ପଚାରେ କିଏ

ମହାକାଳପଡ଼ା,୨୮ା୬(ଡି.ଏନ୍‌.ଏ.): କରୋନା ମାଡ଼ରେ ବିଦ୍ୟାଳୟ ବନ୍ଦ ଯୋଗୁ ପିଲାମାନେ ପାଠପଢା ଭୁଲି ଗଲେଣି। ରାଜ୍ୟ ସରକାର ପିଲାଙ୍କ ଭବିଷ୍ୟତ ଶିକ୍ଷାକୁ ରୀତିମତ ମୁଖ୍ୟ ଶ୍ରୋତକୁ ଆଣିବାକୁ ନୂଆ ଯୋଜନା ବା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଏହାକୁ କାର୍ଯ୍ୟକାରୀ କରିଛନ୍ତି।...

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ...

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ ରାଜହଂସ ଡେଲ୍‌ଟା ପ୍ଲସରେ ସଂକ୍ରମିତ ହୋଇଥିଲେ। ଶନିବାର ତାଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର...

ଝିଅ ଜନ୍ମ ହେବାରୁ ନିର୍ଯାତନା ପରେ ହତ୍ୟା

ଗୋପାଳପୁର,୨୭ା୬: ମହିଳାଙ୍କୁ ଯୌତୁକ ଜନିତ ହତ୍ୟା ଅଭିଯୋଗରେ ଗୋପାଳପୁର ପୋଲିସ ଜଣେ ଯବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଗୋଳାବନ୍ଧ ସ୍ଥିତ ଆର୍ମି ଏଡ଼ି କଲେଜର ନାଏକ ଭାବେ କାର୍ଯ୍ୟ କରୁଥିବା ଆନନ୍ଦ ସିଂ (୩୦)।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri