ଆମ ଜିଲା ଖବର

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୭୭ ଜଣଙ୍କ ଜୀବନ ଗଲାଣି। ମିଳିଥିବା...

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ସେ ଦେହରେ କିରୋସିନି ଢାଳି ଥିବା ବେଳେ ପୋଲିସ ତାଙ୍କୁ କାବୁ କରିନେଇଛି।...

ସୁବର୍ଣ୍ଣପୁର ରିଂ ରୋଡ୍‌ ନିର୍ମାଣ କାର୍ଯ୍ୟ ବିଳମ୍ବିତ

ସୋନପୁର,୨୬।୬(ନି.ପ୍ର.) – ସୁବର୍ଣ୍ଣପୁର ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ପାଣ୍ଠି ଥାଇ ମଧ୍ୟ କାମର ଅଗ୍ରଗତି ହେଉନି। ଏହି ପ୍ରକଳ୍ପ କାର୍ଯ୍ୟ କେବେ ସରିବ, ସେ ଉତ୍ତର କାହାରି ପାଖରେ ନାହିଁ। ରିଂ ରୋଡ୍‌ର ସବୁଠୁ ଗୁରୁତ୍ୱପୂର୍ଣ୍ଣ...

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ...

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ନିର୍ଦ୍ଦେଶାଳୟର ବିଭିନ୍ନ...

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ...

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି ଲୋକଙ୍କ ଦୁଃଖ। ଏପରି ଅବସ୍ଥାରେ ସରକାର ଦୁର୍ବଳଙ୍କ ବଳ ସାଜିବା କଥା। ଜନତାଙ୍କ...

କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ

ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ ଭାବେ ପ୍ରକଳ୍ପରୁ କେନାଲରେ ପାଣି ଛଡ଼ାଯାଇଛି। କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, କରଞ୍ଜିଆ...

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ ଗ୍ରାମର ୨ଜଣ ବ୍ୟକ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ...

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର ରକେଟ୍‌ ‘ପିନାକ’ର ସଫଳ ପରୀକ୍ଷଣ ହୋଇଛି। ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ)...

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri