ଆମ ଜିଲା ଖବର

ହୀନସ୍ତା କରୁଛନ୍ତି ହାତୀପଲ

ରାସୋଳ: ଜଙ୍ଗଲରେ ଖାଦ୍ୟ ଅଭାବ। ହାତୀ ଭଳି ବିଶାଳକାୟ ପ୍ରାଣୀଙ୍କ ଅପୂରା ରହୁଛି ପେଟ। ଖାଦ୍ୟ ଆଶାରେ ସେମାନେ ଏବେ ଜନବସତି ମୁହଁା ହେଉଛନ୍ତି। ଅଧରାତିରେ ଗଁାରେ ପଶୁଛନ୍ତି। ଝାଟିମାଟି ଘର ଭାଙ୍ଗି ଆତଙ୍କ ସୃଷ୍ଟି କରୁଛନ୍ତି। ଗରିବ ଲୋକେ...

ଦିବ୍ୟାଙ୍ଗ ଝିଅ ସହ ରାହା ଖୋଜୁଛନ୍ତି ରଜନୀ

ସିମୁଳିଆ, ୨୦।୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ ୩ନଂ. ୱାର୍ଡ ରାଉତପଡା ଅଞ୍ଚଳର ୫୫ ବର୍ଷୀୟା ରଜନୀ ଦାସଙ୍କ ନିକଟରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନାହିଁ। ୨୦ବର୍ଷୀୟା ଦିବ୍ୟାଙ୍ଗ ଝିଅଙ୍କୁ ସାଙ୍ଗରେ ଧରି ସେ ଏବେ ବାଲିକଣା...

ଦେବାଶିଷଙ୍କୁ ଝୁରୁଛି ଜନ୍ମମାଟି

ବାଲେଶ୍ୱର ଅଫିସ/ସଜନାଗଡ଼, ୨୦।୬(ଡି.ଏନ.ଏ.)- ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡ. ଦେବାଶିଷ ପାଣିଗ୍ରାହୀଙ୍କ ଅକାଳ ବିୟୋଗରେ ଜନ୍ମମାଟି ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ଅଧୀନ ସାନଅତା ଗ୍ରାମ ସ୍ତବ୍ଧ ପାଲଟିଯାଇଛି। ୧୯୬୫ ଅଗଷ୍ଟ ୨୯ରେ ଜନ୍ମିତ ସ୍ବର୍ଗତ...

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ସାଗର ଦଳେଇ(୨୨)ଙ୍କୁ ବାଣିଗୋଛା ଥାନା ପୋଲିସ ୩ ଦିନିଆ ରିମାଣ୍ଡରେ ନେବା...

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା ସଂଗ୍ରହ ଶେଷ ହୋଇଛି। ୩ ଦିନରେ ଜିଲାରୁ ୫୦୦ ରକ୍ତ ନମୁନା...

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ନାବାଳକ ଶନିବାର ଘରେ ମୋବାଇଲରେ ଗେମ୍‌ ଖେଳୁଥିଲେ।...

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି...

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି...

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି।...

ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍‌ ମଧ୍ୟରେ...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍‌ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri